Advertisement

ଗଞ୍ଜାମରେ ମନ୍ଦିର ବନ୍ଦ: ଘରେ ରହି ସାବିତ୍ରୀ ବ୍ରତ ପାଳିଲେ ମହିଳା

ଛତ୍ରପୁର,୧୦ା୬(ଡି.ଏନ୍‌.ଏ.): କରୋନା ସଂକ୍ରମଣ ଯୋଗୁ ଗଞ୍ଜାମ ଜିଲାରେ ଆଗୁଆ ପଦକ୍ଷେପ ନିଆଯାଇ ୨ ମାସ ହେଲା ସବୁ ମନ୍ଦିର ସର୍ବସାଧାରଣଙ୍କ ପାଇଁ ବନ୍ଦ ରହିଛି। ଫଳରେ ଗୁରୁବାର ସାବିତ୍ରୀ ବ୍ରତ ପୂଜା ପାଇଁ ମନ୍ଦିର ଯାଇପାରିନାହାନ୍ତି ମହିଳା। ଫଳରେ ଘରେ ରହି ପୂଜାର୍ଚ୍ଚନା କରି ସ୍ବାମୀଙ୍କ ଦୀର୍ଘାୟୁ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲକାନଗିରିରେ ପହଞ୍ଚି ବିଏ୍‌କେଓ୍ବାଇ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

ମାଲକାନଗିରି,୨୦।୮(ଡି.ଏନ୍‌.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମାଲକାନଗିରି ଗସ୍ତରେ ଯାଇଛନ୍ତି। ସେ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ମାଲାକାନଗିରି ଷ୍ଟାଡିୟମରେ ପହଞ୍ଚି ଥିଲେ। ପରେ ସେଠାରୁ ସଂସ୍କୃତି...

ରସୁଲପୁର ତହସିଲ: ଲିଜ୍‌ଧାରୀଙ୍କୁ ସୁରକ୍ଷା ଦେବାରେ ପ୍ରଶାସନ ବିଫଳ

ରସୁଲପୁର,୧୩।୩(ଡି.ଏନ୍‌.ଏ.): ରସୁଲପୁର ତହସିଲ ଅଧୀନରେ ବେଆଇନ ବାଲି ମାଫିଆଙ୍କ ପାଦ୍ରୁର୍ଭାବ ଦିନକୁ ଦିନ ବଢିବାରେ ଲାଗିଛି। ମାଫିଆମାନେ ନିଲାମ ବାଲି ଘାଟକୁ ବନ୍ଦ କରିବାକୁ ମହିଳାଙ୍କୁ...

ବର୍ଷାରେ ଭୁଶୁଡିଲା ପୋଲ, ଯାତାୟାତ ବାଧାପ୍ରାପ୍ତ: ଯୋଗାଯୋଗରୁ ବିଚ୍ଛିନ୍ନ କଛାରପଡାବାସୀ

ଜୁନାଗଡ,୩୦।୭(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକରେ ଗତ ରବିବାର, ସୋମବାର ୨ ଦିନ ଧରି ଲଗାଣ ବର୍ଷାରେ ଚାରିଆଡେ ଜଳମଗ୍ନ ହୋଇଥିଲା। ଏଥିଯୋଗୁ ନାଳ(ଯୋର), ନଦୀରେ...

ଜନସେବା କେନ୍ଦ୍ର ଖୋଲିବା ପାଇଁ ଟଙ୍କା ଆଦାୟ ଅଭିଯୋଗ ତଦନ୍ତ ନିର୍ଦ୍ଦେଶ ଦେଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର,୩ା୧୨(ଡି.ଏନ.ଏ)-ଗଞ୍ଜାମ ଜିଲାରେ ଜନସେବା କେନ୍ଦ୍ର ଖୋଲିବା ପାଇଁ ମଞ୍ଜୁରୀ ଦେବାରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି ା ଏପରିକି କେତେଜଣ ବ୍ୟକ୍ତିଙ୍କ ନାଁରେ ଜନସେବା କେନ୍ଦ୍ର...

‘୫-ଟି’ ସଚିବଙ୍କ କେନ୍ଦ୍ରାପଡ଼ା ଜିଲା ଗସ୍ତ

କେନ୍ଦ୍ରାପଡା ଅଫିସ, ୧୬।୧୦:ଆସନ୍ତା ମାର୍ଚ୍ଚ ମାସ ଶେଷ ସୁଦ୍ଧା କେନ୍ଦ୍ରାପଡା ସହର ନିକଟ ଶାମଗୁଡିଆଠାରେ ନିର୍ମାଣାଧୀନ ଶିଶୁ ଓ ମାତୃମଙ୍ଗଳ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ କାର୍ଯ୍ୟ ସାରି...

ନିଷ୍କାସନ ନାହିଁ, ଆଣ୍ଠୁଏ ପାଣିରେ ଯାଉଛନ୍ତି ପିଲା

ବାଲିଆପାଳ, ୨୦।୧୦(ସ୍ବ.ପ୍ର.): ଲଘୁଚାପଜନିତ ବର୍ଷାରେ ବାଲିଆପାଳ ବ୍ଲକର ମଧୁପୁରା ପଞ୍ଚାୟତ ଅଧୀନ ଚରବସ୍ତକାଳରୁଇ ଏବଂ ଚୌଧୁରୀକୁଦ ଗ୍ରାମ ମୁଖ୍ୟ ରାସ୍ତା ଆଣ୍ଠୁଏ ପାଣିରେ ଉବୁଟୁବୁ ହେଉଛି।...

୨ ଦିନ ପରେ ଖୋଲିଲା ବିଦ୍ୟାଳୟ ତାଲା

ଭଞ୍ଜନଗର,୩୦।୯(ଡି.ଏନ.ଏ): ଭଞ୍ଜନଗର ବ୍ଲକ ଭାଲିଆଖାଇ ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅବ୍ୟବସ୍ଥା ନେଇ ଗ୍ରାମବାସୀ ଦୁଇଦିନ ହେଲା ବିଦ୍ୟାଳୟ ମୁଖ୍ୟ ଫାଟକରେ ତାଲା ପକାଇ ଆନ୍ଦୋଳନ...

ଯୋଡ଼ାରେ କାଳବୈଶାଖୀ: ଉପୁଡିଲା ଗଛ, ଭାଙ୍ଗିଲା ଛପର ଘର

ଯୋଡ଼ା, ୪।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରରେ ଗୁରୁବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁତ ବେଗରେ ପବନ ଆରମ୍ଭ ହୋଇଥିଲା। ମାତ୍ର ୧୫ମିନିଟ୍‌ରେ...

Advertisement
Archives

Model This Week