ସ୍ବାମୀ ଶୋଇଥିବା ସମୟରେ ଲୁହା ପାଇପ୍‌ରେ ମୁଣ୍ଡକୁ ପିଟି ହତ୍ୟା କଲେ ସ୍ତ୍ରୀ, କାନ୍ଦିକାନ୍ଦି ଥାନାରେ…

ବାଲିଶଙ୍କରା,୧୧।୪(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ତଳସରା ଥାନା ଅନ୍ତର୍ଗତ ଶୁଖାମହାଦେବ ପଡ଼ାର ଡୁଙ୍ଗୁରୀ ପଡ଼ାରେ ଶନିବାର ବିଳମ୍ବିତ ରାତିରେ ଜଣେ ମହିଳା ସ୍ବାମୀଙ୍କୁ ଲୁହା ପାଇପ୍‌ରେ ପିଟି ହତ୍ୟା କରିବା ପରେ ଆତ୍ମସମର୍ପଣ କରିଛନ୍ତି। ମୃତକ ହେଲେ ପ୍ରକାଶ କୁଜୁରୁ (୪୫)। ସ୍ତ୍ରୀ ସୁଷମା କୁଜୁର।
ସୂଚନାଯୋଗ୍ୟ, ରାତିରେ କୌଣସି କଥାକୁ ନେଇ ସୁଷମା ପ୍ରକାଶଙ୍କ ମଧ୍ୟରେ ଝଗଡ଼ା ଲାଗିଥିଲା। ପରେ ପ୍ରକାଶ ଶୋଇ ପଡ଼ିଥିବା ବେଳେ ସୁଷମା ଲୁହା ପାଇପ୍‌ରେ ତାଙ୍କ ମୁଣ୍ଡକୁ ପିଟି ହତ୍ୟାକରିଥିଲେ। ଥାନାକୁ ଯାଇ ମୁଁ ନିଜେ ମୋ ସ୍ବାମୀଙ୍କୁ ହାତ୍ୟା କରିଥିବା କାନ୍ଦିକାନ୍ଦି କହି ଆତ୍ମସମର୍ପଣ କରିଛନ୍ତି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସରର ୩୦ବର୍ଷ ପରେ ବି ମିଳୁନି ପେନ୍‌ସନ

ସାଲେପୁର,୨୧।୧୧(ଡି.ଏନ୍‌.ଏ.): ଜଣେ ଶିକ୍ଷା କର୍ମଚାରୀ ଚାକିରିରୁ ଅବସର ନେବାର ୩୦ବର୍ଷ ବିତିଯାଇଥିଲେ ମଧ୍ୟ ଅଦ୍ୟାବଧି ସମ୍ପୃକ୍ତ କର୍ମଚାରୀଙ୍କୁ ଅବସରକାଳୀନ ବକେୟା ଅର୍ଥ, ପେନ୍‌ସନ୍‌ ମିଳିପାରି ନାହିଁ।...

ନିୟମ ଭାଙ୍ଗି ଜରିମାନା ଦେଲେ ଚାନ୍ଦବାଲି ବିଧାୟକ

ପୁରୀ ଅଫିସ, ୭।୧୦: ଶ୍ରୀମନ୍ଦିର ସଂଲଗ୍ନ ନୋ ପାର୍କିଂ ଜୋନ୍‌ରେ ବୁଧବାର ନିୟମ ଉଲ୍ଲଂଘନ କରି ଚାନ୍ଦବାଲି ବିଧାୟକ ତଥା ବିଜେଡି ନେତା ବ୍ୟୋମକେଶ ରାୟ...

ବିସିସି ବ୍ୟାଙ୍କ କର୍ମଚାରୀ ପାଇବେ ବର୍ଦ୍ଧିତ ଦରମା

ବ୍ରହ୍ମପୁର ଅଫିସ,୨୬ା୨-ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପରିଚାଳନା ବୋର୍ଡ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟାଳୟ ସମେତ ଗଞ୍ଜାମ ଓ ଗଜପତି ଜିଲାରେ ଥିବା...

ଯାଜପୁର ଜିଲାରେ ଇ-ଡେସପାଚ:ତଥ୍ୟ ଲୁଚାଇବାକୁ ନୂଆ ଫନ୍ଦି,ନମ୍ବର ବଢୁଛି, ଦିଶୁନି ଚିଠିପତ୍ର

ଯାଜପୁର ଅଫିସ,୧୬ା୧୦- ରାଜ୍ୟ ସରକାର ସ୍ବଚ୍ଛତା, ପ୍ରଯୁକ୍ତି ବିଦ୍ୟା, ସମୟାନୁବର୍ତ୍ତିତା, ସମ୍ମିଳିତ ଉଦ୍ୟମ ଓ ପରିବର୍ତ୍ତନ ଭଳି ୫-ଟି ଆଇନକୁ ଗୁରୁତ୍ୱ ଦେଉଥିବାବେଳେ ଯାଜପୁର ଜିଲା...

ଦୋକାନ ଘର ଉଚ୍ଛେଦ ବେଳେ ଉତ୍ତେଜନା

ତାଳଚେର,୨୯ା୨(ନି.ପ୍ର.) – ତାଳଚେର ପୌର ପରିଷଦ ପକ୍ଷରୁ ଶୁକ୍ରବାର ୩ଟି ଦୋକାନ ଘର ଉଚ୍ଛେଦ କରାଯିବା ବେଳେ ଉତ୍ତେଜନା ପ୍ରକାଶ ପାଇଥିଲା। ହେଲେ ବ୍ୟବସାୟୀମାନେ ପ୍ରଶାସନ...

ସୁଚିସ୍ମିତାଙ୍କ ଆଜବେଷ୍ଟସ ଘରେ ଭିଜିଲାନ୍ସର ଛାନ୍‌ଭିନ: ଭିଣୋଇଙ୍କ ଘରୁ ହୋଇଛନ୍ତି ଫେରାର

ଭବାନୀପାଟଣା,୨୪।୧୦(ସ୍ବ.ପ୍ର.): କଳାହାଣ୍ଡି ଜିିଲା ଭବାନୀପାଟଣା ସଦର ବିଇଓ ଅଫିସ ଆକାଉଣ୍ଟାଣ୍ଟ ସୁଚିସ୍ମିତା ସୁଆର ଏକ୍ସକ୍ୟାଡର ଶିକ୍ଷକଙ୍କ ଗୋଟିଏ ମାସର ଦରମା ଓ ଅନ୍ୟ ଅନୁଦାନ ନିଜ...

ଘରୋଇ ଡାକ୍ତରଖାନାରେ ୨ ଘଣ୍ଟା ଉତ୍ତେଜନା

ବିଷମକଟକ,୨୬।୧୦(ଡି.ଏନ୍‌.ଏ.): ରାୟଗଡ଼ାର ଏକ ଘରୋଇ ହସ୍ପିଟାଲରେ ଜଣେ ଦେଢ଼ବର୍ଷର ଶିଶୁକନ୍ୟାର ମୃତ୍ୟୁକୁ ନେଇ ଉତ୍ତେଜନା ହୋଇଛି। ଚିକିତ୍ସା ଅଭାବରୁ ଶିଶୁଟିର ମୃତ୍ୟୁ ହୋଇଛି ବୋଲି ପରିବାର...

କାଳରେ ଲୀନ ଅପେକ୍ଷାରେ ସାଧନାସ୍ଥଳ

ପାଲଲହଡା,୨୧ା୮ ପ୍ରାୟ ୭୦ ବର୍ଷ ତଳେ ପାଲଲହଡା ଗଡଜାତ (ବର୍ତ୍ତମାନର ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ)ରେ କଳାର ବିକାଶ ପାଇଁ ଗଠନ ହୋଇଥିଲା ଏକ ଅସ୍ଥାୟୀ...

Advertisement
Archives

Model This Week