ଇମ୍ରାନ ହାସ୍‌ମିଙ୍କୁ ଏହି କାରଣ ପାଇଁ ପିଟୁଥିଲେ ସ୍ତ୍ରୀ

ଆଜି ବଲିଉଡ୍‌ ଅଭିନେତା ତଥା କିସ୍‌ ଷ୍ଟାର ଇମ୍ରାନ ହାସ୍‌ମିଙ୍କ ଜନ୍ମ ଦିନ। ସେ ତାଙ୍କର ୪୨ ତମ ଜନ୍ମଦିନ ଆଜି ପାଳନ କରୁଛନ୍ତି। ତାଙ୍କ ଫିଲ୍ମ କ୍ୟାରିୟର ଯେତିକି ସଫଳତା ଆଣି ଦେଇଛି ତାଙ୍କ ବ୍ୟକ୍ତିଗତ ଜୀବନ ମଧ୍ୟ ସେତିକି ରୋଚକପୂର୍ଣ୍ଣ। ‘ସିରିଏଲ୍‌ କିସର’ ଭାବରେ ଜଣାଶୁଣା ଇମ୍ରାନ୍‌ଙ୍କ ଏପରି କୌଣସି ଫିଲ୍ମ ନାହିଁ ଯେଉଁଥିରେ ସେ ଅଭିନେତ୍ରୀ କିସ୍‌ କରି ନାହାଁନ୍ତି। ମାତ୍ର ତାଙ୍କର ଏହି କିସ୍‌କୁ ସ୍ତ୍ରୀ ପରଭିନ୍‌ ପସନ୍ଦ କରନ୍ତି ନାହିଁ। ଆଜି ତାଙ୍କ ଜନ୍ମଦିନ ଅବସରରେ ତାଙ୍କ ବ୍ୟକ୍ତିଗତ ଜୀବନ ସହିତ ଜଡିତ କିଛି ବିଶେଷ କଥା।
ଏକ ସାକ୍ଷାତକାରରେ ଇମ୍ରାନ କହିଥିଲେ ଯେ, ସ୍ତ୍ରୀ ପରଭିନ ତାଙ୍କ କିସ୍‌ ସିନକୁ ପସନ୍ଦ କରନ୍ତି ନାହିଁ। ଆଉ କାହାକୁ ଚୁମ୍ବନ ଦେଉଥିବାର ଦେଖିବା ପରେ ସେ କ୍ରୋଧିତ ହୋଇଯାଉଥିଲେ। ଇମ୍ରାନ ମଜାଳିଆ ଢଙ୍ଗରେ ଆହୁରି ମଧ୍ୟ କହିଛନ୍ତି ଯେ, ବର୍ତ୍ତମାନ ଚୁମ୍ବନ ଦୃଶ୍ୟ ପାଇଁ ସେ ମୋତେ ଏତେ କଷ୍ଟ ଦେଉନାହାଁନ୍ତି। ପ୍ରଥମେ ସେ ଏହାକୁ ଦେଖିଲେ ସିଧା ବ୍ୟାଗରେ ପିଟୁଥିଲେ। ତେବେ ଏହି ଯୋଡି ୨୦୦୬ରେ ବିବାହ କରିଥିଲେ। ଉଭୟଙ୍କର ଆୟାନ ହାସ୍‌ମି ନାମକ ଏକ ପୁଅ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଶାନ୍ତ କିଶୋରଙ୍କ ବଡ଼ ପ୍ରସ୍ତୁତି: ନୀତୀଶ କୁମାରଙ୍କ ପୂର୍ବରୁ ନିଜେ କରିବେ ଏମିତି କାମ, ଦେଶରେ ଚହଳ

ପାଟନା,୨୧।୮: ଜନ ସୁରାଜ ପାର୍ଟିର ପ୍ରତିଷ୍ଠାତା ତଥା ବିଧାୟକ ପ୍ରଶାନ୍ତ କିଶୋର ଏବେ ବିହାରରେ ନିଜ ରାଜନୈତିକ ପ୍ରଭାବ ଆହୁରି ମଜବୁତ କରିବାକୁ ବଡ଼ ପ୍ରସ୍ତୁତି କରୁଛନ୍ତି।…

୨୮ ଅଗଷ୍ଟରେ ଲାଗୁଛି ଗ୍ରହଣ: ୬ ରାଶି ହୋଇଯାଆନ୍ତୁ ସତର୍କ, ଖର୍ଚ୍ଚ ହୋଇଯିବ ସବୁ ଟଙ୍କା…

୨୮ ଅଗଷ୍ଟ ୨୦୨୬ରେ ବର୍ଷର ଶେଷ ଚନ୍ଦ୍ରଗ୍ରହଣ ଲାଗିବ। ଜ୍ୟୋତିଷ ଶାସ୍ତ୍ରର ମାନ୍ୟତା ଅନୁଯାୟୀ ଏହାର ପ୍ରଭାବ ୬ଟି ରାଶି ଉପରେ ପଡ଼ିପାରେ। ଜାଣନ୍ତୁ କେଉଁ କେଉଁ…

ବିବାଦ ପାଇଁ ଶବ ସତ୍କାର କରାଇ ଦେଉନାହାନ୍ତି ଗ୍ରାମବାସୀ, ୩ ଦିନ ହେଲା ଶାଶୁଙ୍କ ଶବକୁ ଜଗିବସିଛନ୍ତି ବୋହୂ

ରାଜନଗର,୨୧ା୮(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ସାମୁଦ୍ରିକ ଥାନା ଅନ୍ତର୍ଗତ ବୀରଭଞ୍ଜପୁର ଗାଁରେ ଏକ ଅଭାବନୀୟ ଘଟଣା ସାମ୍ନା ଆସିଛି। ଯେଉଁଠି ହଜିଯାଇଛି ମାନବିକତା।…

ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ

ଭୁବନେଶ୍ୱର,୨୧ା୮: ଓଡ଼ିଆ ସଙ୍ଗୀତ ଜଗତର ସୁନାମଧନ୍ୟ ତଥା ବିଶିଷ୍ଟ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଶୁକ୍ରବାର ପୂର୍ବାହ୍ନରେ ପରଲୋକ ଘଟିଛି।…

ସ୍ବାମୀଙ୍କ ହାତଗୋଡ଼ ବାନ୍ଧି ସ୍ତ୍ରୀଙ୍କ କାନ ଛିଣ୍ଡାଇ ସୁନାଫୁଲ ଝାମ୍ପିନେଲେ ଦୁର୍ବୃତ୍ତ, ନଗଦ ଟଙ୍କା ସହ ଆହୁରି…

ନବରଙ୍ଗପୁର,୨୧ା୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ଥାନା ଅନ୍ତର୍ଗତ ଦହଣା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଉମେଶ ଚନ୍ଦ୍ର ରଥଙ୍କ ଘରେ ସଶସ୍ତ୍ର ଡକାୟତି ହୋଇଛି। ଲକ୍ଷାଧିକ…

ପାକିସ୍ତାନରେ କେତେ ଟଙ୍କାରେ ମିଳୁଛି ସେକେଣ୍ଡ ହ୍ୟାଣ୍ଡ୍‌ ଗାଡ଼ି, ଦାମ୍‌ ଜାଣିଲେ ଚମକି ପଡିବେ…

ଇସଲାମାବାଦ,୨୧।୮: ପାକିସ୍ତାନରେ ପ୍ରବଳ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଲୋକଙ୍କ ବଜେଟ ସମ୍ପୂର୍ଣ୍ଣ ବିଗିଡ଼ି ଯାଇଛି। ନିତ୍ୟବ୍ୟବହାର୍ଯ୍ୟ ଜିନିଷଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ପର୍ଯ୍ୟନ୍ତ ସବୁକିଛି ମହଙ୍ଗା…

ହଠାତ୍‌ ଥାନାରେ ପହଞ୍ଚିଲେ ରାହୁଲ ଗାନ୍ଧୀ , ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୧। ୮: ଦିଲ୍ଲୀରେ ଛାତ୍ରମାନଙ୍କ ପ୍ରଦର୍ଶନ ସମୟରେ ପେଲେଟ ଗନ ବ୍ୟବହାରକୁ ନେଇ ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପାର୍ଲାମେଣ୍ଟ ଷ୍ଟ୍ରିଟ ଥାନାରେ ପହଞ୍ଚିଛନ୍ତି।…

ଆଉ ଶସ୍ତା ନୁହେଁ, ମହଙ୍ଗା ହୋଇପାରେ ପେଟ୍ରୋଲ-ଡିଜେଲ! ଜାଣନ୍ତୁ ଦାମ୍‌ ବଢ଼ିବାର ବଡ଼ କାରଣ

ନୂଆଦିଲ୍ଲୀ,୨୧। ୮: ପେଟ୍ରୋଲ-ଡିଜେଲ ଦାମକୁ ନେଇ ପୁଣି ବଢ଼ିପାରେ ସାଧାରଣ ଲୋକଙ୍କ ଚିନ୍ତା। ଅନ୍ତର୍ଜାତୀୟ ବଜାରରେ କ୍ରୁଡ ଅଏଲ ମୂଲ୍ୟରେ ହଠାତ୍‌ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri