ମହିଳାଙ୍କୁ ବୀଭତ୍ସ ହତ୍ୟା

ବାଲେଶ୍ୱର ଅଫିସ,୧୩।୧: ବାଲେଶ୍ୱର ସଦର ଥାନା ନଗ୍ରମ ନିକଟରେ ମହିଳାଙ୍କୁ ବୀଭତ୍ସ ହତ୍ୟା ହୋଇଛି। ପୋଲ ଉପରେ ମହିଳାଙ୍କୁ ହତ୍ୟା କରିବା ପରେ କେହି ଦୁର୍ବୃତ୍ତ ତାଙ୍କୁ ପୋଲ ତଳକୁ ଫିଙ୍ଗିଦେଛନ୍ତି। ବିବାହିତା ମହିଳା ଜଣକ ହେଲେ ରାଇସୁଆଁ ଅଞ୍ଚଳ ଶିବାନୀ ନାୟକ। ତାଙ୍କ ମୁଣ୍ଡକୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଛି। ହତ୍ୟାର କାରଣ ଜଣାପଡ଼ି ନାହିଁ। ଖବରପାଇ ଘଟଣାସ୍ଥଳରେ ସଦର ପୋଲିସ ପହଞ୍ଚି ତଦନ୍ତ ଜରିରହିଥିବା ବେଳେ ଫରେନ୍ସିକ ଟିମ ପହଞ୍ଚିଛନ୍ତି।
ସୂଚନାଯୋଗ୍ୟ, ଶିବାନୀ ୧୦ବର୍ଷ ପୂର୍ବରୁ ସ୍ବାମୀଙ୍କଠାରୁ ଅଲଗା ହୋଇ ବାପ ଘରେ ରହୁଥିଲେ। ସେ ଗାଁ ରେ ଏକ ଦୋକାନ ଦେଇଥିବା ବେଳେ ଗତ ରାତି ୧୦ଟା ପରେ ସେ ଘରୁ କେଉଁଆଡେ ପଳାଇ ଯାଇଥିଲେ ବୋଲି ପରିବାର ଲେକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL Playoff Scenario: ପ୍ଲେଅଫ ପାଇଁ ଯୋଗ୍ୟତା ଅର୍ଜନ କଲେ ୩ ଟିମ୍‌; ଏବେ ୫ ଟିମ ମଧ୍ୟରେ ଫାଇନାଲ ସ୍ଥାନ ପାଇଁ ଲଢ଼େଇ

ନୂଆଦିଲ୍ଲୀ,୧୯।୫: ଆଇପିଏଲ ୨୦୨୬ ପ୍ଲେଅଫରେ ତିନୋଟି ଦଳ ପୂର୍ବରୁ ସେମାନଙ୍କର ସ୍ଥାନ ନିଶ୍ଚିତ କରିସାରିଛନ୍ତି। ସୋମବାର ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସକୁ ପରାସ୍ତ କରିବା ପରେ, ସନରାଇଜର୍ସ…

ବିସିସିଆଇ ଆର୍‌ଟିଆଇ ପରିସରଭୁକ୍ତ ନୁହେଁ, ପୂର୍ବ ନିର୍ଦ୍ଦେଶରୁ ଓହରିଲେ ସିଆଇସି

ନୂଆଦିଲ୍ଲୀ,୧୯ା୫(ପି.ଟି.): କ୍ରିକେଟ ପ୍ରଶାସନ ସମ୍ପର୍କିତ ଗୁରୁତ୍ୱପୂର୍ଣ୍ଣ ସର୍ବସାଧାରଣ କାର୍ଯ୍ୟକ୍ରମ ପରିଚାଳନା ଓ ଅନ୍ତର୍ଜାତୀୟ ଟୁର୍ନାମେଣ୍ଟରେ ଭାରତର ପ୍ରତିନିଧିତ୍ୱ ସତ୍ତ୍ୱେ ବିସିସିଆଇକୁ ଏକ ସର୍ବସାଧାରଣ ପ୍ରାଧିକରଣ ଭାବେ ବିବେଚନା…

ବଡ଼ ଟ୍ରେନ ଦୁର୍ଘଟଣା, ଲାଇନଚ୍ୟୁତ ହେଲା ୩ ବଗି

ଡେରାଡୁନ,୧୯।୫: ‘ଯୋଗ ନଗରୀ’ ଋଷିକେଶରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ରିପୋର୍ଟ ଅନୁଯାୟୀ, ଏକ ଟ୍ରେନର ତିନୋଟି ବଗି ଲାଇନଚ୍ୟୁତ ହୋଇଛି, ଯାହା ରେଳ ପ୍ରଶାସନ…

ବରଗଡ଼ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ବିକଳ ଚିତ୍ର; ବିଦ୍ୟୁତସେବା ବ୍ୟାହତ, ରୋଗୀ ହନ୍ତସନ୍ତ

ବରଗଡ଼,୧୯।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍ବାସ୍ଥ୍ୟସେବା ଭୁଷୁଡ଼ି ପଡ଼ିଛି। ଏହା ନୂଆଁ କଥା ନୁହେଁ। ବର୍ଷବର୍ଷ ଧରି ଏଠାରେ ଏହି ସମ୍ଯଯା ଲାଗି ରହିଛି। ଡାକ୍ତର ଏବଂ…

ଡିଜିଟାଲ ପ୍ଲାଟ୍‌ଫର୍ମରେ ପୁରୁଷଙ୍କ ଅପେକ୍ଷା ମହିଳା ଅଧିକ ସକ୍ରିୟ, ବିନିଯୋଗ କରୁଛନ୍ତି ୫୦%ରୁ ଅଧିକ ସମୟ

ନୂଆଦିଲ୍ଲୀ,୧୯।୫(ଆଇଏଏନ୍‌ଏସ୍‌): ଭାରତର ସହରାଞ୍ଚଳରେ ଡିଜିଟାଲ ବିପ୍ଳବର ମଙ୍ଗ ଏବେ ମହିଳାମାନଙ୍କ ହାତରେ। ବିଶେଷକରି ମନୋରଞ୍ଜନ, ମେସେଜିଂ, ଇ-କମର୍ସ ଏବଂ କ୍ୱିକ୍‌ କମର୍ସ ଭଳି କ୍ଷେତ୍ରରେ ପୁରୁଷଙ୍କ ତୁଳନାରେ…

ପଥଚାରୀଙ୍କୁ ପିଟିଦେଲା ବାଇକ୍‌: ପରିବହନ ବିଭାଗ କ୍ୟାମେରା ଆଗରେ ଘଟିଲା…

ଭଞ୍ଜନଗର,୧୮।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ମଲାସପଦର ଛକ ନିକଟରେ ସୋମବାର ରାତି ପ୍ରାୟ ୧୦ଟା ସମୟରେ ଏକ ବାଇକ ଚାଳକ ଜଣେ ପଥଚାରୀଙ୍କୁ…

IPL 2026 ମଧ୍ୟରେ ପୂର୍ବତନ ଅଧିନାୟକଙ୍କ ପରଲୋକ: କ୍ରିକେଟ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୧୮।୫: ଆଇପିଏଲ ୨୦୨୬ ମଧ୍ୟରେ ଇଂଲଣ୍ଡରୁ ଏକ ଦୁଃଖଦ ଖବର ଆସିଛି। ପୂର୍ବତନ ଇଂଲଣ୍ଡ ଅଧିନାୟକ ମାଇକ ସ୍ମିଥ ୯୨ ବର୍ଷ ବୟସରେ ପରଲୋକ ଗମନ କରିଛନ୍ତି।…

ଇରାନର ଏହି ବଡ଼ ଦାବି ଆମେରିକା ପୂରଣ କଲେ ଭାରତ ହେବ ଲାଭବାନ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ, ୧୮।୫: ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ, କିଛି ଆଶ୍ୱସ୍ତି ମିଳିଛି। ଇରାନର ସରକାରୀ ସମାଚାର ଏଜେନ୍ସି ଅନୁଯାୟୀ, ଆମେରିକା ଇରାନର ଏକ ପ୍ରମୁଖ ଦାବି ପୂରଣ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri