ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ମହିଳା ଗୁରୁତର

ପାଟଣା,୧୦ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଗ୍ରାମର ହାଟ ତୋଟା ସାହିରେ ଶନିବାର ରାତିରେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁରୁତର ମହିଳା ହେଲେ ପ୍ରତାପ ବେହେରାଙ୍କ ସ୍ତ୍ରୀ ଶୈଳବାଳା(୫୫)। ତାଙ୍କୁ ପ୍ରଥମେ କେନ୍ଦୁଝର ଓ ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାର କରାଯାଇଛି।

ସୂଚନାନୁଯାୟୀ, ଶୈଳବାଳା ଶନିବାର ରାତିରେ ରୋଷେଇ କରୁଥିବା ସମୟରେ ଗ୍ୟାସ ଲିକ୍‌ ହୋଇ ଶାଢ଼ିରେ ନିଆଁ ଲାଗିଯାଇଥିଲା। ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନା ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକ ଅଭାବ, ଶିକ୍ଷାଦାନରେ ବାଧାପ୍ରାପ୍ତ

ପଟ୍ଟାମୁଣ୍ଡାଇ,୧୪ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକର ବଲଭଦ୍ରପୁର ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନାନା ସମସ୍ୟା ମଧ୍ୟ ଦେଇ ଗତି କରୁଛି। ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ଶିକ୍ଷାଦାନ...

ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ଗଛକୁ ଧକ୍କା ଦେଲା ଅଟୋ, ୮ ଆହତ

ହିିଞ୍ଜିଳିକାଟୁ, ୨୭ା୨(ଡି.ଏନ୍‌.ଏ): ଘନ କୁହୁଡ଼ି ଯୋଗୁ ଗଞ୍ଜାମ ଜିଲା ୫୯ ନଂ. ଜାତୀୟ ରାଜପଥ ହିଞ୍ଜିଳିକାଟୁ ଥାନା ସୋମପୁର ଛକ ନିକଟରେ ଗୁରୁବାର ଭୋର ସମୟରେ...

‘ଦମନ’ ଦେଖିଲେ ଅଧିକାରୀ

ଢେଙ୍କାନାଳ ଅଫିସ, ୬।୧୨: ଢେଙ୍କାନାଳ ଜିଲାପାଳ ସରୋଜ କୁମାର ସେଠୀ, ସ୍ବାସ୍ଥ୍ୟ ବିଭାଗ ଅଧିକାରୀ, କର୍ମଚାରୀ ଏବଂ ସମସ୍ତ ପ୍ରଶାସନିକ ଅଧିକାରୀମାନେ ସୋମବାର ସନ୍ଧ୍ୟା ୬ଟାରେ...

ଭାଜପା ପୂର୍ବତନ ଜିଲା ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଜଗତ୍‌ସିଂହପୁର,୧।୩(ଡିଏନ୍‌.ଏ.): ଭାଜପା ପୂର୍ବତନ ଜିଲା ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ। ଏଭଳି ଘଟଣା ଘଟିଛି ଜଗତ୍‌ସିଂହପୁର ଜିଲା ପାରାଦୀପ ଆଦର୍ଶ ଥାନା ଅନ୍ତର୍ଗତ ବଙ୍ଗାଳିପଡ଼ା କଲୋନୀରେ। ପୂର୍ବ...

କଡ଼ା ସୁରକ୍ଷାରେ ଶାନ୍ତି ଶୃଙ୍ଖଳା ସହ ଚାଲିଛି ଗଣତି

ଗଞ୍ଜାମ,୨୬ା୨(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକର ୧୪ ନମ୍ବର ଜୋନ୍‌ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଗଣତି ଜାରି ରହିଛି l ଖବର ଶେଷ ସୁଦ୍ଧା ପ୍ରାୟ ୩୨ ଓ୍ବାର୍ଡ...

କରୋନା ପ୍ରଭାବ: କିଆରୀରେ ସଢୁଛି କାକୁଡ଼ି, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୧୩।୪: କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ କଟକଣା ଲାଗୁ ହୋଇଛି। ତେବେ ଏହି କଟକଣାରେ ଚାଷୀକୁଳ ଅଧିକ ପ୍ରଭାବିତ ହୋଇଛନ୍ତି।...

ତ୍ରୁଟିପୂର୍ଣ୍ଣ ପରିଚୟପତ୍ର: ଚିନ୍ତାରେ ଭୋଟର

ସିମୁଳିଆ,୧୭।୪(ଡି.ଏନ୍‌.ଏ.)-ଭୋଟର ତାଲିକା ସଂଶୋଧନ ଓ ନୂଆ ଭୋଟରଙ୍କ ନାମ ସଂଯୋଗ କାର୍ଯ୍ୟ ଠିକ୍‌ ଭାବେ କରା ନ ଯିବାରୁ ତଥ୍ୟଗତ ତ୍ରୁଟି ଥାଇ ବହୁ ଭୋଟରଙ୍କୁ...

ଜୟଦେବ ଜେନା ଭାଜପାରେ ମିଶିବାକୁ ନେଇ ଚର୍ଚ୍ଚା

ହାଟଡ଼ିହୀ, ୨୫।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ କଂଗ୍ରେସ ବିଧାୟକ ତଥା ପିସିସି ସଭାପତି ଜୟଦେବ ଜେନା ଭାଜପାରେ ମିଶିବେ ବୋଲି ଚର୍ଚ୍ଚା ହେଉଛି।...

Advertisement
Archives

Model This Week