ବିଦ୍ୟୁତ ସଂସ୍ପର୍ଶରେ ଆସି ଚାଲିଗଲା ମହିଳାଙ୍କ ଜୀବନ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମେଦିନୀପୁର ଗାଁର ଜଣେ ୫୫ ବର୍ଷୀୟା ମହିଳା ରବିବାର ରାତିରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଛନ୍ତି। ମୃତ ମହିଳା ହେଉଛନ୍ତି ଟିକାୟତ ନାଏକଙ୍କ ସ୍ତ୍ରୀ କୁନ୍ତୀ।

ସୂଚନାନୁଯାୟୀ ଘରକୁ ଆସିଥିବା ସର୍ଭିସ ତାରରୁ ଜିଆଇ ତାର ଚାର୍ଜ ହୋଇଯାଇଥିଲା। ଜିଆଇ ତାର ସଂସ୍ପର୍ଶରେ ଆସିବାରୁ କୁନ୍ତୀଙ୍କ ଜୀବନ ଚାଲିଯାଇଥିଲା। ସୋମବାର ମୃତଦେହ ବ୍ୟବଚ୍ଛେଦ ପାଇଁ ସାହାରପଡ଼ା ଫାଣ୍ଡି ଅଧିକାରୀ ଶିବଶଙ୍କର ମୁର୍ମୁ ପାଟଣା ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଗୁପଚୁପ ଖାଇବା ପରେ ଆସିଲା ନିଦ; ବାକ୍ସ ଉପରେ ଶୋଇପଡ଼ିଲା ହନୁ ମାଙ୍କଡ଼, ଭାଇରାଲ ହେଉଛି Video

ପାଟଣା,୨୪।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଷ୍ଟେଟବ୍ୟାଙ୍କ ସମ୍ମୁଖରେ ରବିବାର ଏକ ରୋଚକ ଦୃଶ୍ୟ ଦେଖିବାକୁ ମିଳିଥିଲା। ବଜାର ଅଞ୍ଚଳର ବିଭିନ୍ନ ଦୋକାନରୁ ଖାଦ୍ୟ ମାଗି…

ଭୂସ୍ଖଳନ ଯୋଗୁ ବାରବାଙ୍କ ଘାଟିରେ ଖସୁଛି ପଥର, ପୋଲିସ ଦେଲା ସତର୍କ ସୂଚନା

କେନ୍ଦୁଝର,୨୪।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ବିଭିନ୍ନ ଜାତୀୟ ରାଜପଥ କଡ଼ରେ ଥିବା ପାହାଡରୁ ମାଟି ଓ ପଥର ଅତଡ଼ା ଖସି ରାସ୍ତା…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

ଦୋକାନ ଭିତରୁ ମିଳିଲା ମାଲିକାଣୀଙ୍କ ରକ୍ତାକ୍ତ ମୃତଦେହ, ଭାଇ ଆଣିଲେ ହତ୍ୟା ଅଭିଯୋଗ

କେନ୍ଦୁଝର,୨୩।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ଘୁଟୁରୁରେ ଥିବା ଏକ ଶୋରୁମ ଭିତରୁ ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ତାଙ୍କ ନାମ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ହଷ୍ଟେଲରେ ଭୂତ, ଘରକୁ ଫେରିଗଲେ ଛାତ୍ରୀ

ଯୋଡ଼ା,୨୨ା୮(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍‌ ଭୂୟଁା ରୋଇଡା ପଞ୍ଚାୟତରେ ଥିବା ଭୂୟଁା ରୋଇଡ଼ା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ଭୂତ ଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri