ହେଲମେଟ ଚେକିଂ ବେଳେ ମହିଳାଙ୍କ ଉପରେ ମାଡ଼ିଗଲା ଟ୍ରକ୍‌

ଯାଁଳା,୬ା୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଯାଁଳା ଫାଣ୍ଡି ଅଧୀନ ତଳକ୍ଷେତା ନିକଟରେ ଶୁକ୍ରବାର ହେଲମେଟ ଚେକିଂ ବେଳେ ଜଣେ ମହିଳାଙ୍କ ଉପରେ ଟ୍ରକ୍‌ ମାଡ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ନୟାଗଡ଼ ଜିଲା ବଳରାମ ପ୍ରସାଦ ଅଞ୍ଚଳର ଲକ୍ଷ୍ମୀଧର ରାଉତଙ୍କ ସ୍ତ୍ରୀ ସାମନ୍ତରାୟ ତିଳୋତ୍ତମା ସ୍ବାଇଁ(୩୫)। ସୂଚନା ମୁତାବକ, ଲକ୍ଷ୍ମୀଧର ଓ ତାଙ୍କ ସ୍ତ୍ରୀ ବାଇକ୍‌(ଓଡି ୨୫ଏଚ୍‌ ୦୫୪୩)ରେ ଭୁବନେଶ୍ୱରରୁ ଘରକୁ ଫେରୁଥିଲେ। ତଳକ୍ଷେତା ନିକଟରେ ହେଲମେଟ୍‌ ଚେକିଂ ହେଉଥିବା ବେଳେ ଅପରାହ୍ନ ପ୍ରାୟ ୧ଟାରେ ଟ୍ରାଫିକ୍‌ ପୋଲିସ ସେମାନଙ୍କୁ ଅଟକାଇବା ବେଳେ କୌଣସି କାରଣରୁ ଉଭୟ ପଡ଼ିଯାଇଥିଲେ। ଏହି ସମୟରେ ପଛରୁ ଆସୁଥିବା ଏକ ଟ୍ରକ୍‌(ଓଡି ୨୫ଏଲ୍‌ ୫୨୨୨) ତିଳୋତ୍ତମାଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଯାଁଳା ଫାଣ୍ଡି ପୋଲିସ ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏଥିସହ ପୋଲିସ ଦୁର୍ଘଟଣା ଘଟାଇଥିବା ଟ୍ରକ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

ଶାଳକଙ୍କୁ ଏସିଡ୍‌ ଫିଙ୍ଗି ବନ୍ଧା ହେଲେ ଭିଣୋଇ

ବ୍ରହ୍ମପୁର,୩୦ା୮(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଟାଉନ ଥାନା ପୋଲିସ ଏସିଡ ମାଡ ଘଟଣାରେ ଅଭିଯୁକ୍ତଙ୍କୁ ଗିରଫ କରିଛି l ସେ ହେଲେ ପାଟପୁର ଥାନା ପୋଡାମାରି ବଜାର…

ନାବାଳିକା ଛାତ୍ରୀଙ୍କୁ ଅପହରଣ କରିନେଲେ ୨୨ ବର୍ଷୀୟ ଯୁବକ, ଗାଁରେ ଉତ୍ତେଜନା ପରେ…

ହାଟଡିହୀ/ଛେନାପଦୀ,୩୦ା୮(ଶୁଭକାନ୍ତ ନାୟକ/ନିରାକାର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ନନ୍ଦିପଦା ଥାନା ଅଞ୍ଚଳରେ ଜଣେ ନାବାଳିକା ଦଶମ ଶ୍ରେଣୀ ଛାତ୍ରୀକୁ ଅପହରଣ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ଏହାକୁ…

ଓଡ଼ିଆ ସାହିତ୍ୟର ଜଣେ ଅମର ନକ୍ଷତ୍ର ଥିଲେ ସ୍ବଭାବ କବି ଗଙ୍ଗାଧର ମେହେର, ତାଙ୍କ କଲମ ଚାଳନାରେ ଥିଲା…

କେସିଙ୍ଗା,୩୦ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ଚେତାବନୀ ସାହିତ୍ୟ ସଂସଦ ପକ୍ଷରୁ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ୧୬୫ତମ ଜୟନ୍ତୀ ସମାରୋହ ଅନୁଷ୍ଠାନର ସଭାପତି ଯାଜ୍ଞସେନୀ ସାହାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri