ଟ୍ରକ ଧକ୍କାରେ ମହିଳା ଗୁରୁତର: କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ପାଟଣା,୧୧।୧୦(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥର ଚିଲିଦା ନିକଟରେ ରବିବାର ଏକ ଟ୍ରକ୍‌ ଜଣେ ମହିଳାଙ୍କ ଉପରେ ଚଢିଯିବା ଫଳରେ ତାଙ୍କର ଡାହାଣ ଗୋଡ଼ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଗୁରୁତର ହୋଇଥିବା ମହିଳା ହେଉଛନ୍ତି ଚେମେଣା ଗ୍ରାମର ତାରାମଣୀ ଲୋହାର। ସେ ଅନ୍ଧାର ରାସ୍ତାରେ ଚାଲି ଚାଲି ଯାଉଥିବା ସମୟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତାଙ୍କୁ ଚିକିତ୍ସା ଲାଗି କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଖବରଲେଖା ସୁଦ୍ଧା ଉତ୍ତ୍ୟକ୍ତ ଲୋକେ କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ କରିଛନ୍ତି। ତୁରୁମୁଙ୍ଗା ଥାନାଧିକାରୀ ସୁଶାନ୍ତ ମଣୀ ମହାନ୍ତି ସଦଳବଳ ପହଞ୍ଚତ୍ ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାଶୁଝା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତକୋଶିଆ ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା; ଅଟୋକୁ ଧକ୍କା ଦେଲା ଥାର୍, ୧୦…

ଆନନ୍ଦପୁର,୨୦।୮((ସୁଶାନ୍ତ କୁମାର ସାହୁ ): ଆନନ୍ଦପୁର ସାତକୋଶିଆ ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଥାର୍ ଗାଡିର ଜୋରଦାର ଧକ୍କାରେ ଅଟୋ ଚୁରମାର ହୋଇଯାଇଛି। ଘଟଣାରେ…

‘ଯୁବବର୍ଗ ୧୮ ବର୍ଷରେ ଭୋଟ୍‌ ଦେବା ଅଧିକାର ହେଉଛି ରାଜୀବଙ୍କ ଅବଦାନ’

କେନ୍ଦୁଝର,୨୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଧୁନିକ ଭାରତର ନିର୍ମାତା, ଯୁବ ମାନସର ପ୍ରତୀକ, ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ସ୍ବର୍ଗତ ରାଜୀବ ଗାନ୍ଧୀଙ୍କର ୮୦ ତମ ଜନ୍ମଜୟନ୍ତୀ ସ୍ଥାନୀୟ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

ତାମିଲନାଡୁରେ ୬ ଦାଦନ ଶ୍ରମିକ ଅଟକ ଅଭିଯୋଗ: ଉଦ୍ଧାର ପାଇଁ ନିବେଦନ

ପାଟଣା,୧୯ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ପଞ୍ଚାୟତ ଖଲିଆରୀପାଟ ନୂଆଗାଁ ଗ୍ରାମର ୬ଜଣ ଶ୍ରମିକ ତାମିଲନାଡୁର ଚେନ୍ନାଇସ୍ଥିତ ଏକ ଟାୟାର କାରଖାନାରେ ଦାଦନ ଖଟିବାକୁ…

ହାଟଡିହୀ: ଶ୍ରେଷ୍ଠ ବୁଥ୍ ସ୍ତରୀୟ ଅଧିକାରୀ ଭାବେ ଜିତେନ୍ଦ୍ର କୁମାର ସମ୍ବର୍ଦ୍ଧିତ, ଛୁଟିଛି ଶୁଭେଚ୍ଛାର…

ହାଟଡିହୀ/ଛେନାପଦୀ,୧୮।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): ଭାରତର ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶ କ୍ରମେ ଏବଂ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସଂଯୋଜନାରେ ସାରା ଓଡ଼ିଶାରେ ସ୍ୱତନ୍ତ୍ର ସଂଘନ ସଂଶୋଧନ…

ବଡ଼ରମ୍ପାସ ସେବା ସମବାୟ ସମିତି ପରିଚାଳନା କମିଟିକୁ ନିଲମ୍ବନ କଲେ ଡିଆରସିଏସ

ହାଟଡିହୀ/ଛେନାପଦୀ,୧୮।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅନ୍ତର୍ଗତ ବଡ଼ରମ୍ପାସ ସେବା ସମବାୟ ସମିତିର ପରିଚାଳନା କମିଟିକୁ ନିଲମ୍ବନ କରାଯାଇଛି। କେନ୍ଦୁଝର ଡିଆରସିଏସ (ଡେପୁଟି ରେଜିଷ୍ଟ୍ରାର…

ବନ୍ୟାରେ ଭାଙ୍ଗିଲା ପୋଲ, ୧୫ ଗାଁକୁ ଯୋଗାଯୋଗ ବିଚ୍ଛିନ୍ନ

କେନ୍ଦୁଝର,୧୮।୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ଲଗାଣ ବର୍ଷା ଯୋଗୁ ନଦୀ, ନାଳରେ ବିପଦ ସଙ୍କେତ ଉପରେ ଜଳ ପ୍ରବାହ ହେଉଥିବାରୁ ଯାତାୟାତ ସମସ୍ୟା ସୃଷ୍ଟି ହେଉଛି।…

ବିଲକୁ ଯିବା ବାଟରେ ଗୋଡାଇ ଗୋଡାଇ କାମୁଡିଲା ମାଙ୍କଡ଼, ତଳେ ପଡିଯିବାରୁ…..

ଆନନ୍ଦପୁର,୧୮।୮(ସୁଶାନ୍ତ କୁମାର ସାହୁ): ମାଙ୍କଡ଼ କାମୁଡ଼ାରେ ଜଣେ ବ୍ୟକ୍ତି ଗୁରୁତର ହୋଇଥିବା ବେଳେ ତାଙ୍କୁ ଆନନ୍ଦପୁର ମେଡିକାଲରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଆନନ୍ଦପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri