ମହିଳାଙ୍କୁ ଗୁଳିମାଡ଼

ପୁରୀ ଅଫିସ, ୨୦।୧୦: ପୁରୀ ସହର ନରେନ୍ଦ୍ର କୋଣ ଅଞ୍ଚଳରେ ମଙ୍ଗଳବାର ବିଳମ୍ବିତ ରାତିରେ ଘଟିଛି ଗୁଳିକାଣ୍ଡ। ଗୁଳିକାଣ୍ଡରେ ଜଣେ ମହିଳା ଆହତ ହୋଇଥିବା ଜଣାପଡ଼ିଛି। ଆହତ ମହିଳା ଜଣଙ୍କ ହେଉଛନ୍ତି ଶକୁନ୍ତଳା ସାହୁ ଓରଫ ଜିନା (୩୮)।

ସୂଚନାନୁସାରେ, ଦାଦା ବଟି ମାଗିବାକୁ କେନ୍ଦ୍ରକରି ଗୁଳିମାଡ଼ ଏଭଳି ହୋଇଥିବା ଜଣାପଡିଛି। ତେବେ ଦୁଇଜଣ ଦୁର୍ବୃତ୍ତ ତାଙ୍କ ଘର ନିକଟକୁ ଆସି ଟଙ୍କା ମାଗିଥଲେ। ତେବେ ଜିନାଙ୍କ ସ୍ବାମୀ ଟଙ୍କା ଦେବାକୁ ମନା କରି ଦେବାରୁ ଦୁର୍ବୃତ୍ତ ତାଙ୍କ ଉପରକୁ ଗୁଳି ଚଳାଇଥିଲେ। ଗୁଳି ଜିତେନ୍ଦ୍ରଙ୍କୁ ଲାଗିବା ବଦଳରେ ତାଙ୍କ ସ୍ତ୍ରୀଙ୍କ ଦେହରେ ଲାଗିଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସ୍ଥିତି ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି ।

ଅନ୍ୟପକ୍ଷରେ ପୋଲିସ ଘଟଣାର ତଦନ୍ତ ଚଳାଇଥିବା ବେଳେ ଅତିରିକ୍ତ ଏସପି ମିହିର କୁମାର ପଣ୍ଡାଙ୍କ ନେତୃତ୍ୱରେ ଦୁଇଟି ପୃଥକ ଟିମ ଗଠନ କରାଯାଇ ତଦନ୍ତ ଚାଲିଛି । ତେବେ ୨ ଜଣ ଅଭିଯୁକ୍ତ ଏଭଳି କାଣ୍ଡ କରିଥିବା ଆହତ ମହିଳାଙ୍କ ସ୍ବାମୀ ଜିତେନ୍ଦ୍ର କୁମାର ସାହୁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

UPMP ପୋର୍ଟାଲର ଶୁଭାରମ୍ଭ, ୬୧ ନୂତନ ହିତାଧିକାରୀଙ୍କୁ ପେନସନ୍ ବଣ୍ଟନ

କେସିଙ୍ଗା, ୧୩।୧୧ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର କେସିଙ୍ଗା ଏନ୍‌ଏସି କାର୍ଯ୍ୟାଳୟ ପକ୍ଷରୁ ନୂତନ UPMP ପୋର୍ଟାଲର ଶୁଭାରମ୍ଭ କାର୍ଯ୍ୟକ୍ରମ ଶୁକ୍ରବାର ଆୟୋଜିତ ହୋଇଯାଇଛି। ଏହି ଅବସରରେ…

ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି: ଜାଣନ୍ତୁ ଏହି ଆଥ୍‌ଲେଟଙ୍କୁ ମିଳିଲା ଅର୍ଜୁନ ପୁରସ୍କାର

ନୂଆଦିଲ୍ଲୀ,୧୩ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ସମ୍ମାନଜନକ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରିଛନ୍ତି। ଏଥର କେହି ଖେଳରନତ୍ ପୁରସ୍କାର ପାଇଁ ମନୋନୀତ ହୋଇ ନାହାନ୍ତି। ଅର୍ଜୁନ…

୧୮ ଘଣ୍ଟାର ବଡ଼ ଆଉଟେଜ୍‌ ପରେ ସ୍ବାଭାବିକ ହେଲା Microsoft ସେବା: କୋଟି କୋଟି ବ୍ୟବହାରକାରୀଙ୍କୁ ବଡ଼ ଆଶ୍ବସ୍ତି

ନୂଆଦିଲ୍ଲୀ,୧୩।୧୧: ବିଶ୍ବର କୋଟି କୋଟି ମାଇକ୍ରୋସଫ୍ଟ ୩୬୫ (Microsoft 365) ବ୍ୟବହାରକାରୀଙ୍କ ପାଇଁ ଏକ ବଡ଼ ଆଶ୍ବସ୍ତିକର ଖବର ସାମ୍ନାକୁ ଆସିଛି। ଗୁରୁବାର ରାତିରୁ ଆରମ୍ଭ ହୋଇଥିବା…

ଏସିଡିସି ବୈଠକରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା: ବିଭିନ୍ନ ପ୍ରକଳ୍ପର ଅଗ୍ରଗତି ଓ ସ୍ଥିତି ନେଇ ଆଲୋଚନା

ହାଟଡିହୀ/ଛେନାପଦୀ, ୧୩/୧୧ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ କୁମାର ନାଗଭୂଷଣଙ୍କ ତତ୍ତ୍ୱାବଧାନରେ…

ବୟସ୍କଙ୍କ ଭତ୍ତା ପାଇଁ ରାଜ୍ୟ ସରକାରଙ୍କ ହାତ ଖୋଲା:  ନୂଆ ହିତାଧିକାରୀଙ୍କୁ ଭତ୍ତା ବାଣ୍ଟିଲେ ବିଧାୟକ

ମହାକାଳପଡ଼ା, ୧୩।୧୧ (ପ୍ରତାପ ଚନ୍ଦ୍ର ସ୍ୱାଇଁ): ରାଜ୍ୟ ସରକାର ତୃଣମୂଳ ସ୍ତରରେ ବୟସ୍କଙ୍କ ପାଇଁ ନୂଆ ଭତ୍ତା ପ୍ରଦାନ କରିବାକୁ ହାତ ଖୋଲି ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ…

ରାଜଧାନୀରେ ନୂଆପଡ଼ା ସୁଆଦିଆ ଆତର ଚାହିଦା

ନୂଆପଡ଼ା,୧୩ା୧୧(ମକାରୁ ବେମାଲ): ରାଜଧାନୀ ଭୁବନେଶ୍ୱରରେ ନୂଆପଡ଼ା ଆତର ଚାହିଦା ଦେଖିବାକୁ ମିଳିଛି। କୋମନା ବ୍ଲକ ଅଞ୍ଚଳର ବିଭିନ୍ନ ଗାଁରୁ ଯାଉଥିବା ସୁଆଦିଆ ଫଳ ଆତ (ରେକଟା, ବଡହଳ)…

ଦୀର୍ଘ ଅପେକ୍ଷାର ଅନ୍ତ! ୨୩୫ ନୂଆ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ

ଥୁଆମୂଳ ରାମପୁର, ୧୩/୧୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସମ୍ମିଳନୀ କକ୍ଷରେ ଶୁକ୍ରବାର ଏକୀକୃତ ପେନ୍‌ସନ୍‌ ପରିଚାଳନା ପୋର୍ଟାଲ (ୟୁପିଏମ୍‌ପି) ଜରିଆରେ ମଧୁବାବୁ…

ନୂଆ ଭତ୍ତାଧାରୀଙ୍କ ମୁହଁରେ ହସ, ଦୁଇ ମାସର ଟଙ୍କା ପ୍ରଦାନ

ହାଟଡିହୀ/ଛେନାପଦୀ, ୧୩/୧୧ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ନୂତନ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଛି। ବ୍ଲକର ୨୬୧୨ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?