Posted inଫୁରସତ

ଶୋଇଥିଲେ ମହିଳା, ଉପରେ ଚଢ଼ି ଫଣା ଟେକିଲା…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ ଯୋଗାଉଥିବା ବେଳେ କେତେକ ଭାବପ୍ରବଣ କରିଦିଏ। ସେହିଭଳି ଟୁଇଟରରେ ଏବେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ମହିଳାଙ୍କୁ ଦେଖିବାକୁ ମିଳୁଛି ମହିଳା ଜଣକ ଶୋଇଥିବା ବେଳେ ଏକ ବିଷଧର ସାପ ତାଙ୍କ ଉପରେ ଚଢ଼ି ଫଣା ଟେକି ଚାହିଁଛି। ଏଭଳି ଏକ ଭୟଙ୍କର ଦୃଶ୍ୟ ଭିଡିଓରେ ଦେଖିବାକୁ ମିଳିଛି। ଭିଡିଓକୁ ଭାରତୀୟ ବନସେବା ଅଧିକାରୀ ସୁଶାନ୍ତ ନନ୍ଦ ତାଙ୍କ ଟୁଇଟରରେ ଶେୟାର କରିଛନ୍ତି। ଭିଡିଓଟି ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଲେଣ୍ଟାଇନସ୍‌ ଆପ୍‌

ଦିନଟି ସେମିତି – ବଡ଼ ରୋମାଣ୍ଟିକ୍‌ । ସକାଳୁ ଚଇନି ଚିକ୍କଣ ହେଇ ଘରୁ ବାହାରିଲା ବେଳେ ଘରଣୀ ପଛରୁ ଡାକିଦେଲେ , ‘ଶୁଣୁଛ ଘରେ...

ଏହି କାରଣରୁ ଆଜି ବି ଲାଗିରହିଛି ଉତ୍ତର କୋରିଆ-ଦକ୍ଷିଣ କୋରିଆ ମଧ୍ୟରେ ତିକ୍ତତା

ଉତ୍ତର କୋରିଆ ଏବଂ ଦକ୍ଷିଣ କୋରିଆ ବିଷୟରେ ଆପଣ ଶୁଣିଥିବେ ନିଶ୍ଚିତ। ମାତ୍ର ଜାଣିଛନ୍ତି କି, ଏହି ଦେଶ ପୂର୍ବରୁ ଗୋଟିଏ ଦେଶ ଥିଲା। ଯେମିତି...

ଜେବ୍ରାକୁ ଖାଇବାକୁ ଲୁଚିଲୁଚି ଆସୁଥିଲା କୁମ୍ଭୀର, ପରେ ଘଟିଲା ଏମିତି

ବର୍ତ୍ତମାନ ସମୟରେ ଲୋକେ ସୋସିଆଲ ମିଡିଆରେ ଅଧିକ ସକ୍ରିୟ ରହୁଛନ୍ତି। ଏହି ସମୟରେ ମଧ୍ୟ ସୋସିଆଲ ମିଡିଆର ଚାହିଦା ବଢ଼ିଥିବା ବେଳେ ଭାଇରାଲ ହେଉଥିବା ଫଟୋ...

ଗୋବିନ୍ଦାଙ୍କ ଷ୍ଟାଇଲ୍‌ରେ ଜବରଦସ୍ତ ଡ୍ୟାନ୍ସ କଲେ ପୋଲିସ ବାବୁ, ଭାଇରାଲ ହେଉଛି ଭିଡିଓ

ମୁମ୍ବାଇ ପୋଲିସ ଯବାନ ଅମୋଲ ଯଶଓ୍ବନ୍ତ କାମ୍ବଲେ ଆଜିକାଲି ସୋସିଆଲ ମିଡିଆରେ ବେଶ୍‌ ଚର୍ଚ୍ଚା ହେଉଛନ୍ତି। କାମ୍ବଲେଙ୍କ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ୟୁଜରମାନେ ବେଶ୍‌...

ମଡ୍‌ କୁକିଜ୍‌

ବିବାହ, ବ୍ରତ ହେଉ ଅବା କୌଣସି ଫଙ୍କ୍‌ଶନ୍‌, ଅନେକ ସୁସ୍ବାଦୁ ବ୍ୟଞ୍ଜନର ବ୍ୟବସ୍ଥା କରାଯାଏ। ଲୋକେ ଯେତିକି ଖାଆନ୍ତି ନଷ୍ଟ ଅଧିକ କରନ୍ତି। କୁଢ଼ କୁଢ଼...

ଓଲଟା ପିରାମିଡ୍‌ ସଦୃଶ ଲାଇବ୍ରେରୀ, ଜାଣନ୍ତୁ କେଉଁଠି…

ବିଶ୍ୱରେ ଏମିତି ଏକ ଲାଇବ୍ରେରୀ ଅଛି ଯାହା ଦେଖିବାକୁ ଓଲଟା ପିରାମିଡ୍‌ ସଦୃଶ। ବିଶ୍ୱାସ ହେଉ ନ ଥିଲେ ବି ସତ। ଜର୍ମାନୀର ଷ୍ଟଟ୍‌ଗାର୍ଟ ସିଟି...

ଔଷଧର ମୂଲ୍ୟ ୧୮ କୋଟି

ଏକ ବିରଳ ବଂଶଗତ ରୋଗର ଉପଚାର ପାଇଁ ବିଶ୍ୱର ସବୁଠୁ ଦାମୀ ଔଷଧକୁ ବ୍ରିଟେନର ଜାତୀୟ ସ୍ବାସ୍ଥ୍ୟ ସେବା (ଏନ୍‌ଏଚ୍‌ଏସ୍‌) ମଞ୍ଜୁରୀ ଦେଇଛି। ନୋଭାର୍ଟିସ୍‌ ଜେନେ...

ବିବାହ ବେଦୀରୁ ଉଠି ୧୦ ମିନଟ୍‌ରେ ପହଞ୍ଚିଲେ ପରୀକ୍ଷା ହଲ୍‌ରେ

ବେଙ୍ଗାଲୁରୁ,୬।୨: ଜଣେ ୨୪ ବର୍ଷୀୟା ଏମ୍‌. କମ୍‌ ଛାତ୍ରୀ ହର୍ଷିତା ଏବେ ସମସ୍ତଙ୍କ ପାଇଁ ଉଦାହରଣ ପାଲଟି ଯାଇଛନ୍ତି। ବେଙ୍ଗାଲୁରୁର ଏହି ଛାତ୍ରୀ ଜଣଙ୍କ ଘର...

Advertisement
Archives

Model This Week