ଘରେ ବସିଥିବା ସମୟରେ ମହିଳାଙ୍କ ଉପରେ ହେଲା ବଜ୍ରପାତ

ଆନନ୍ଦପୁର,୭ା୭(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ବ୍ଲକ ଓସ୍ତପୁରା ଗ୍ରାମର ପ୍ରଶାନ୍ତ ମୁର୍ମୁଙ୍କ ସ୍ତ୍ରୀ ସାରଥି ମୁର୍ମୁ (୨୩) ବଜ୍ରପାତରେ ଗୁରୁତର ହୋଇ ଚିକିତ୍ସା ପାଇଁ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଥିବା ଜଣାପଡ଼ିଛି। ବୁଧବାର ମଧ୍ୟାହ୍ନରେ ସେ ଘର ବସିଥିବା ସମୟରେ ତାଙ୍କ ଉପରେ ବଜ୍ରପାତ ହୋଇଥିଲା। ଫଳରେ ସେ ଗୁରୁତର ହୋଇପଡ଼ିଥିଲେ। ତାଙ୍କର ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ପରିଲକ୍ଷିତ ହୋଇଥିବା ସୂଚନା ମିଳିଛି। ଏହି ବଜ୍ରପାତରେ ତାଙ୍କର ଚାଳଛପର ଘରର କାନ୍ଥ ଫାଟିଯାଇ ବିପଦପୁର୍ଣ୍ଣ ଅବସ୍ଥାରେ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ‘ଅମ୍ଫନ୍‌’ ପ୍ରଭାବ: ଭଦ୍ରକରେ ବଢୁଛି ପବନର ବେଗ, ୧୩ ହଜାର ଲୋକଙ୍କୁ ସ୍ଥାନାନ୍ତର କଲାଣି ପ୍ରଶାସନ

ଭଦ୍ରକ ଅଫିସ,୨୦।୫- ଉପକୂଳ ଅତିକ୍ରମ କରୁଛି ବାତ୍ୟା ‘ଅମ୍ଫନ୍‌’। ଏହାର ପ୍ରଭାବରେ ରାଜ୍ୟର ଉପକୂଳବର୍ତ୍ତୀ ଜିଲାରେ ଝଡ଼ବର୍ଷା ଲାଗି ରହିଛି। ଭଦ୍ରକ ଜିଲାରେ ମଧ୍ୟ ଧିରେ...

ନିୟମିତ ଶିକ୍ଷକ ମାନ୍ୟତା ଦାବି

କେନ୍ଦୁଝର,୬ା୪(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ବିଭିନ୍ନ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲରେ ଶିକ୍ଷାଦାନ କରୁଥିବା କନିଷ୍ଠ ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ ଆଜି ବିଭିନ୍ନ ଅଞ୍ଚଳରୁ...

ବାଲିଯାତ୍ରା ପାଇଁ ଟ୍ରାଫିକ କଟକଣା

କଟକ ଅଫିସ,୯ା୧୧: ଆସନ୍ତା ୧୨ରେ କଟକ ବାଲିଯାତ୍ରା। ଏଠାରେ ବୁଲିବା ସହ ଚଟ୍‌ପଟି ଖାଦ୍ୟର ମଜା ନେବାକୁ ରାଜ୍ୟ ଓ ରାଜ୍ୟ ବାହାରୁ ଲୋକଙ୍କ ସମାଗମ...

ବୈତରଣୀରୁ ବନ୍ୟଜୀବନ ମୋହ

ତାଙ୍କ କାନ୍ଧରେ ବିଭିନ୍ନ ସରକାରୀ ଯୋଜନା ଏବଂ ଜନକଲ୍ୟାଣ କାର୍ଯ୍ୟର ଗୁରୁଦାୟିତ୍ୱ। ଓଡ଼ିଶା ପ୍ରଶାସନିକ ସେବାର ଜଣେ ଅଧିକାରୀ ଭାବେ ଜନମଙ୍ଗଳ କାର୍ଯ୍ୟ କରିବା ଲକ୍ଷ୍ୟ...

ବିଦ୍ୟୁତ ଆଘାତରେ ଯୁବକଙ୍କ ମୃତ୍ୟୁ ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପାପଡାହାଣ୍ଡି,୧୯।୪(ଡ.ିଏନ.ଏ)- ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ  ଖୁଟୁବାଇ ପଞ୍ଚାୟତ ଛାଲିପେଟା ଗ୍ରାମରେ ଗୁରୁବାର ଅପରାହ୍ନରେ ବିଦ୍ୟୁତ ଖୁଣ୍ଟରେ ଚଢି ତାର ମରାମତି ସମୟରେ ବିଦ୍ୟୁତ ଆଘାତରେ...

ପରୀକ୍ଷାମୂଳକ ଭାବେ ଗଡ଼ିଲା ବିଦ୍ୟୁତ୍‌ ଟ୍ରେନ୍‌

ନୟାଗଡ଼ ଅଫିସ,୩୧।୩: ଖୋର୍ଦ୍ଧା-ବଲାଙ୍ଗୀର ରେଳପଥରେ ପରୀକ୍ଷାମୂଳକ ଭାବେ ବିଦ୍ୟୁତ୍‌ ଟ୍ରେନ ଚଳାଚଳ କରିଛି। ମଙ୍ଗଳବାର ପୂର୍ବାହ୍ନ ୯ଟାରେ ଖୋର୍ଦ୍ଧା ରୋଡ଼(ଜଟଣୀ)ରୁ ବାହାରିଥିବା ଏହି ଟ୍ରେନ ନୟାଗଡ଼ରେ...

ବାଲିମେଳାରେ ଜବାହର ନବୋଦୟ ବିଦ୍ୟାଳୟ-୨ ଲୋକାର୍ପିତ

କୋରୁକୋଣ୍ଡା, ୧୧।୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ବାଲିମେଳା ଏନ୍‌ଏସିରେ ନୂତନଭାବେ ନିର୍ମିତ ଜବାହର ନବୋଦୟ ବିଦ୍ୟାଳୟ-୨ ଗୁରୁବାର ସ୍ଥାନୀୟ ଟାଉନହଲଠାରେ ଲୋକାର୍ପଣ ହୋଇଯାଇଛି।...

ପୁତୁରା ହତ୍ୟାକାରୀଙ୍କୁ ଆଜୀବନ ଜେଲ

କେନ୍ଦୁଝର,୭।୨(ସ୍ବ.ପ୍ର.)-ଜଣେ ଯୁବକ ନିଜର ୭ ବର୍ଷର ପୁତୁରାକୁ ହତ୍ୟା କରିବା ଅଭିଯୋଗରେ ଦୋଷୀସାବ୍ୟସ୍ତ ହୋଇଛନ୍ତି ା କେନ୍ଦୁଝର ଜିଲା ଦୌରାଜଜ ବେଣୁଧର ପାତ୍ର ଦୋଷୀ କୈଳାସ...

Advertisement
Archives

Model This Week