ନଦୀରେ ଭାସିଯାଇ ମହିଳାଙ୍କ ଜୀବନ ଗଲା

କୋରୁକୋଣ୍ଡା,୧୦ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ସୋମନାଥପୁର ପଞ୍ଚାୟତ ହାତିଆମ୍ବ ଗ୍ରାମର ଲାଛା ମୁଦୁଲିଙ୍କ ସ୍ତ୍ରୀ ଆଙ୍ଗ୍ରି ମୁଦୁଲି(୪୦)ଙ୍କ ଗ୍ରାମ ନିକଟ ନଦୀରେ ଭାସି ଯାଇ ମୃତ୍ୟୁ ଘଟିଛି।

ସୂଚନା ମୁତାବକ ଜିଲାରେ ଲାଗି ରହିଥିବା ଲଗାଣ ବର୍ଷାରେ ବହୁ ନଦୀନାଳରେ ପାଣି ଭରିଯାଇଥିବା ବେଳେ ହାତୀ ଆମ୍ବ ନିକଟ ନଦୀରେ ମଧ୍ୟ ପାଣି ବଢ଼ିଯାଇଛି । ଆଙ୍ଗ୍ରି ନଦୀ ଆରପଟ ନିଜ ମଣ୍ଡିଆ ଜମିକୁ ଯାଇଥିବା ବେଳେ ଫେରିବା ବେଳକୁ ନଦୀରେ ପାଣି ବଢ଼ି ଯାଇଥିବାରୁ ଘରକୁ ଫେରିବା ପାଇଁ ନଦୀ ପାର୍‌ ହେଉଥିବା ବେଳେ ପାଣିରେ ଭାସି ଯାଇଥିଲେ। ପରିବାର ଲୋକଙ୍କ ସମେତ ଗ୍ରାମବାସୀ ମିଶି ଖୋଜାଖୋଜି କରିବା ପରେ ହାତୀଆମ୍ବ ଗାଁଠାରୁ କିଛି ଦୂର ପିଲା କୁସୁମ ନିକଟରୁ ଆଙ୍ଗ୍ରିଙ୍କର ମୃତଦେହ ଗ୍ରାମବାସୀ ପାଇଥିବା କହିଛନ୍ତି। ଏନେଇ ଓର୍କେଲ ପୋଲିସ ସୂଚନା ପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯିବ ବୋଲି କହିଛନ୍ତି ଓର୍କେଲ ଥାନା ଭାରପ୍ରାପ୍ତ ଅଧିକାରୀ ଜୋହନ କୁଜୁର।


Enter your email to get our daily news in your inbox.

All Right Reserved By Dharitri.Com

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ

ମହାକାଳପଡ଼ା, ୧୨ା୩ (ଡିଏନ୍‌ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ...

ଦ୍ୱିତୀୟ ବିବାହ କରି ଯୁବକ ଗିରଫ

ଖଇରା,୧୩ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ନଟାପଡ଼ା ଗାଁର ନରେନ୍ଦ୍ର ବିଦାନ୍ତ ନାମକ ଜଣେ ବିବାହିତ ଯୁବକ ମିଥ୍ୟା ପ୍ରଲୋଭନ ଦେଖାଇ ଦ୍ବିତୀୟ ବିବାହ...

ନାବାଳିକା ନିଖୋଜ ଘଟଣା: ମିଛ ତଥ୍ୟ ଦେଉଛି ପ୍ରଶାସନ; ଏବେବି ନିଖୋଜ ୯, ଚିନ୍ତାରେ ପରିବାର

ବ୍ରହ୍ମପୁର ଅଫିସ, ୯। ୧-ଗୋଷାଣୀନୂଆଗଁ। ଥାନା ଉତ୍କଳ ବାଳାଶ୍ରମରୁ ୧୩ ନାବାଳିକା ନିଖୋଜ ଘଟଣାର ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଛି। କିନ୍ତୁ ୯ ଜଣ...

ମୁଖ୍ୟ ସଚିବ, ଡିଜିପିଙ୍କୁ ଏନ୍‌ଏଚ୍‌ଆର୍‌ସି ନୋଟିସ

ନୂଆଦିଲ୍ଲୀ/ ପୁରୀ ଅଫିସ, ୨୧। ୧୧: ପୁରୀ ପୋଲିସ ହେପାଜତରେ ମୃତ୍ୟୁ ମାମଲାକୁ ନେଇ ଜାତୀୟ ମାନବ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଅସନ୍ତୋଷ ପ୍ରକାଶ କରିଛନ୍ତି।...

ଶିଶୁକନ୍ୟାର ମୃତଦେହରୁ ଆଖି ଗାଏବ ଘଟଣା: ଖୋଳତାଡ଼ ଆରମ୍ଭ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟରେ ଚାଲିଛି ଆଲୋଚନା

ଅନୁଗୋଳ ଅଫିସ,୨୦।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟରେ ପରିଚାଳନାଗତ ଅବ୍ୟବସ୍ଥା ଯୋଗୁ ଜଣେ ୪ ବର୍ଷର ଶିଶୁକନ୍ୟା ପ୍ରୀତି ଗୋଚ୍ଛାୟତଙ୍କ ମୃତଦେହରୁ ଦୁଇ ଆଖି ଗାଏବ...

୭ ଦଫା ଦାବିରେ ଏଆର୍‌ସିଏସ୍‌ ଅଫିସ ସମ୍ମୁଖରେ ଧାରଣା

ଜଗତ୍‌ସିଂହପୁର ଅଫିସ,୨୧।୫: କଟରାସ୍ଥିତ ସନ୍ଥ ବିନୋବା ସେବା ସମବାୟ ଲିମିଟେଡ୍‌ର ଆକାଉଣ୍ଟ ହୋଲ୍‌ଡରମାନେ ୭ ଦଫା ଦାବିରେ ସ୍ଥାନୀୟ ଏଆର୍‌ସିଏସ୍‌ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି।...

ଗାଡ଼ି ପାସରେ ଜାଲିଆତି: ୩ ଗିରଫ

କେନ୍ଦୁଝର, ୨୩।୫( ସ୍ବ.ପ୍ର.)-କେନ୍ଦୁଝରରେ ଜାଲ ଗାଡି ପାସ ଓ କ୍ୱାରାଣ୍ଟାଇନ ପାସ ପ୍ରସ୍ତୁତ କରି ଲୋକଙ୍କୁ ଠକିବା ଅଭିଯୋଗରେ ଟାଉନ ଥାନା ପୋଲିସ ଶୁକ୍ରବାର ଜଣେ...

ଶପଥ ନେଲେ ବ୍ରହ୍ମପୁର ମେୟର

ବ୍ରହ୍ମପୁର ଅଫିସ,୮।୪ : ବ୍ରହ୍ମପୁରର ମେୟର ସଂଘମିତ୍ରା ଦଳେଇ ଶୁକ୍ରବାର ଶପଥ ନେଇଛନ୍ତି । ବ୍ରହ୍ମପୁର ମହାନଗର ନିଗମ ସମ୍ମିଳନୀ କକ୍ଷରେ ଏହି ଶପଥ ଗ୍ରହଣ...

Advertisement
Archives

Model This Week