ମହିଳାଙ୍କୁ ଦଳିଦେଲା ହାତୀ

ଖଇରା,୪ା୬(ଡି.ଏନ୍‌.ଏ.): ହାତୀ ଦଳିଦେବାରୁ ବାଲେଶ୍ବର ଜିଲା ଖଇରା ତହସିଲ ଅଧୀନ କଇଥଗଡ଼ିଆ ଗ୍ରାମର ସଜନୀ ସିଂ(୫୨) ଶନିବାର ପ୍ରାଣ ହରାଇଛନ୍ତି। ସଜନୀ ସକାଳେ ମୟୂରଭଞ୍ଜର ବଡ଼ହୁଡ଼ି ଜଙ୍ଗଲକୁ ଛେଳି ଚରାଇବାକୁ ଯାଇଥିବା ବେଳେ ହାତୀ ପାଦରେ ଦଳି ଦେଇଥିଲା। ସୋର ରେଞ୍ଜର ବବିତା ସୋରେନ ଓ ଫରେଷ୍ଟର ନରେଶ ସିଂ ଘଟଣାସ୍ଥଳ ଅନୁଧ୍ୟାନ କରିଥିବା ବେଳେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ପାହାଡ଼ରେ ବ୍ଲାଷ୍ଟିଂ ଯୋଗୁ ହାତୀମାନେ ଗାଁ ମୁହାଁ ହୋଇ ପ୍ରାୟ ପ୍ରତ୍ୟେକ ଦିନ ଏଭଳି କାଣ୍ଡ ଘଟାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ସହାୟତା ପାଇଁ ସର୍ବଦା ପ୍ରସ୍ତୁତ କିନ୍ନର’

ଢେଙ୍କାନାଳ ଅଫିସ, ୧୧।୫: କିନ୍ନର ସମାଜ ସହାୟତା କରିବାକୁ ସର୍ବଦା ପ୍ରସ୍ତୁତ। ସୁଯୋଗ ମିଳିଲେ ପ୍ରଶାସନକୁ ସମସ୍ତ ପ୍ରକାର ସହାୟତା କରାଯିବ ବୋଲି ଢେଙ୍କାନାଳ ପୌରାଞ୍ଚଳର ବନମାଳିପ୍ରସାଦସ୍ଥିତ...

ଅକଳରେ ଫସିଛି ୨ ବ୍ରିଜ୍‌: ୩ ବର୍ଷ ବିତିଲା, ଆରମ୍ଭ ହେଉନାହିଁ ପ୍ରକଳ୍ପ

ଢେଙ୍କାନାଳ ଅଫିସ, ୧୮।୮:ନଦୀରେ ଚାଲିବ ପଣ୍ୟବାହୀ ଜାହାଜ। ଶିଳ୍ପ ସମୃଦ୍ଧ ଅଞ୍ଚଳରୁ ଉତ୍ପାଦିତ ସାମଗ୍ରୀ, ବଡ଼ବଡ଼ ମେଶିନ ସହଜରେ ପରିବହନ ହେବ। ଏହାଦ୍ୱାରା କେବଳ ସମୟ...

ଧାର, କରଜର ଫସଲ ଧୋଇଗଲା

ରାୟଗଡ଼ା ଅଫିସ/ବିଞ୍ଝାରପୁର/ କବିସୂର୍ଯ୍ୟନଗର/ ପଦ୍ମପୁର/ତେଲକୋଇ/ ବାଙ୍ଗିରିପୋଷି(ଡି.ଏନ.ଏ.)/ ନାଉଗଁା(ସ୍ବ.ପ୍ର.),୧୫।୧୧: ଚଳିତବର୍ଷର ଅସ୍ବାଭାବିକ ବର୍ଷାରେ କ୍ଷତିଗ୍ରସ୍ତ ହୋଇ ଯାହା ବି ଧାନ ଓ ଅଣଧାନ ଫସଲ ବଞ୍ଚତ୍ଥିଲା ତାହା...

ଅସ୍ତ୍ରଶସ୍ତ୍ର ଜବତ:ଶିକାରୀ ଫେରାର

କପ୍ତିପଦା,୧୩ା୪(ଡି.ଏନ.ଏ)- ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ଅଧୀନ ଝିଲ୍ଲିରୀବଣୀ ଅଞ୍ଚଳରୁ ପୋଲିସ ଶିକାର ପାଇଁ ବ୍ୟବହୃତ କେତେକ ଅସ୍ତ୍ରଶସ୍ତ୍ର ଜବତ କରିଛି। ଲକ୍ଷ୍ମଣ ଟୁଡୁଙ୍କ ଘରେ...

ଭୁଶୁଡିଲା ପୁରୁଣା ପୋଲ: ୩ ପଞ୍ଚାୟତ ବାହ୍ୟ ଜଗତରୁ ବିଛିନ୍ନ

ଖୁଣ୍ଟା,୧୨ା୯(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକର ବଡଫେଣି ପଞ୍ଚାୟତ ଅଧୀନ ଛତ୍ରମା ଓ ବଡ଼ ସାତଶୋଲ ଗ୍ରାମ ମଧ୍ୟବର୍ତ୍ତୀ ଆରଡି ରାସ୍ତାର ଗଙ୍ଗାହାର ନଦୀ ଉପରେ...

ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ କରୁଥିଲେ ବ୍ଲାକ୍‌ମେଲିଂ, ଅଭିଯୁକ୍ତଙ୍କୁ ଗିରଫ କଲା ସୋହେଲା ପୋଲିସ

ବରଗଡ଼ ଅଫିସ,୧୯।୯- ଗ୍ରାମ୍ୟ ଉନ୍ନୟନ ତଥା ଶ୍ରମମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାମରେ ବ୍ଲାକମେଲିଂ କରି ବିଭିନ୍ନ ସରକାରୀ ଅଧିକାରୀଙ୍କୁ ଧମକ ଦେଇ ଟଙ୍କା ଆଦାୟ ଅଭିଯୋଗରେ...

ବୈତରଣୀକୁ ଧସିଲା ୧୦୦ ଫୁଟ ମାଟି ଅତଡ଼ା

ଆରଡ଼ି, ୧୯।୬ (ଡି.ଏନ.ଏ.): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ବୋଡ଼କ ଖେଳପଡ଼ିଆ ନିକଟରେ ବୁଧବାର ସକାଳେ ପ୍ରାୟ ୧୦୦ ଫୁଟ ଲମ୍ବର ମାଟି ଅତଡ଼ା ବୈତରଣୀ...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ କ୍ରସର ମାଲିକ

ଖୋର୍ଦ୍ଧା ଅଫିସ,୨୦ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଭାବେ ଚାଲିଥିବା କ୍ରସର ଶିଳ୍ପସଂସ୍ଥା ଉପରେ ଚଢ଼ାଉ ଜାରି ରହିଛି। ୯ ଦିନରେ ୯୦ଟି କ୍ରସର...

Advertisement
Archives

Model This Week