ଝୁଲନ୍ତା ଅବସ୍ଥାରେ ମିଳିଲା ମହିଳାଙ୍କ ମୃତଦେହ

କୋରୁକୋଣ୍ଡା,୧୨।୫(ଡି.ଏନ୍‌.ଏ): ମାଲକାନଗିରି ଥାନା ଅନ୍ତର୍ଗତ ଏମଭି ୩୧ଠାରୁ କିଛିପାଲ୍ଲି ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ପାର୍ଶ ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଏକ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳା ଜଣକ ହେଉଛନ୍ତି କିଛିପାଲ୍ଲୀ ଗ୍ରାମର ଗାଙ୍ଗୀ ପଡିଆମୀ (୪୦)। ମୃତଦେହକୁ ଉଦ୍ଧାର କରାଯାଇ ବ୍ୟବଚ୍ଛେଦ ପାଇଁ ମାଲକାନଗିରି ନିଆଯାଇଥିଲା।  ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ବର୍ଗଙ୍କୁ ହସ୍ତାନ୍ତର କରାଯାଇଛି। ଏ ନେଇ ମାଲକାନଗିରି ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଚେତନ ପରେ ପଲିଥିନ ଚଢ଼ାଉ:ଜରିମାନା ଆଦାୟ କଲା ପୌର ପ୍ରଶାସନ

ଅନୁଗୋଳ ଅଫିସ, ୨୫ା୬ଅନୁଗୋଳ ସହରରେ ପଲିଥିନ ବ୍ୟାନ କରାଯାଇଥିଲେ ବି ବହୁ ବ୍ୟବସାୟୀ ଏହାର ଉଲ୍ଲଂଘନ କରି ପଲିଥିନ ବ୍ୟବହାର କରୁଛନ୍ତି। ଗତ ତିନି ଦିନ...

ବରଣ୍ଡୁଆ-ସୁଦର୍ଶନପୁର ରାସ୍ତାରେ ବନ୍ୟାଜଳ

ବାସୁଦେବପୁର, ୨୦ା୯(ଡି.ଏନ.ଏ.)- ଗମେଈ ନଦୀରେ ବନ୍ୟା ଆସିବା ଫଳରେ ନଦୀ ସଂଲଗ୍ନ ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇପଡ଼ିବା ସହ ଧାନଫସଲ ଉପରେ ୪ ଫୁଟରୁ ଊର୍ଦ୍ଧ୍ୱ...

ନିଆଁରେ ପୋଡ଼ି ବିବାହିତା ମହିଳାଙ୍କ ମୃତ୍ୟୁ

ବନ୍ତ, ୧୫ା୪(ସ୍ବ.ପ୍ର.)-ଭଦ୍ରକ ଜିଲା ଆଗରପଡା ଥାନା ଅଧୀନ ନୂଆପୋଖରୀ ଗ୍ରାମରେ ମଙ୍ଗଳବାର ସକାଳେ ଜଣେ ବିବାହିତା ମହିଳା ନିଆଁରେ ପୋଡିହୋଇ ମୃତ୍ୟୁବରଣ କରିଛନ୍ତି। ପରିବାର ଲୋକେ...

ସାବିତ୍ରୀ ରଥ ହେବେ ଓଡ଼ିଶା ହାଇକୋର୍ଟ ବିଚାରପତି

କଟକ ଅଫିସ,୨୪ା୧:ହାଇକୋର୍ଟ ଆଡଭୋକେଟ ସାବିତ୍ରୀ ରଥ ଓଡ଼ିଶା ହାଇକୋର୍ଟର ବିଚାରପତି ହେବେ। ସୁପ୍ରିମକୋର୍ଟଙ୍କ କଲେଜିୟମ ପକ୍ଷରୁ ସାବିତ୍ରୀଙ୍କ ନାମ ଗତ ବୁଧବାର ସୁପାରିସ କରାଯାଇଥିଲା। କଲେଜିୟମର...

କରୋନା ଆତଙ୍କ: ମାସ୍କ ତିଆରି କରୁଛନ୍ତି ଏସ୍‌ଏଚ୍‌ଜି ମହିଳା

ଜୟପୁର, ୧୯।୩ (ନି.ପ୍ର.): ସାରା ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇଛି। ଏହାଠାରୁ ବଞ୍ଚିବାକୁ ହେଲେ ସଚେତନ ଓ ସତର୍କତା ଅବଲମ୍ବନ ପାଇଁ ସରକାର ଘୋଷଣା...

କାର୍ଯ୍ୟକାରୀ ହେଉନାହିଁ ବୋଟ୍‌ ରୁଲ୍‌ସ

କେନ୍ଦ୍ରାପଡ଼ା ଅଫିସ, ୨୭ା୬: ଗତ ୧୯ ତାରିଖରେ ମହାକାଳପଡା ବ୍ଲକ ପୀତାପାଟ ଗ୍ରାମ ନିକଟ ମହାନଦୀରେ ଡଙ୍ଗା ଓଲଟିବାରୁ ୫ ଶ୍ରମିକ ପହଁରି ନିଜ ଜୀବନ...

ଜାମିନ ପାଇଁ ହାଇକୋର୍ଟ ଗଲେ ଡାକ୍ତର

କଟକ ଅଫିସ,୪। ୮: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଓ ପରେ ଗର୍ଭପାତ କରାଇବା ଘଟଣାରେ ପୂର୍ବତନ ଆଇଆଇସି ଆନନ୍ଦ...

ଫୋକସ୍‌ରେ ଷ୍ଟୁଡେଣ୍ଟ ଆଡପ୍‌ଶନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୦।୧(ବ୍ୟୁରୋ): ‘ମୋ ସ୍କୁଲ୍‌’ ଅଭିଯାନକୁ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକ୍ରମ ଅଧୀନକୁ ଆଣିବା ପରେ ଏହାକୁ ଅଧିକ ବ୍ୟାପକ କରିବା ପାଇଁ ସ୍ଥିର କରାଯାଇଛି। ଚଳିତବର୍ଷଠାରୁ...

Advertisement
Archives

Model This Week