ବ୍ରାହ୍ମଣୀ ନଦୀରୁ ମିଳିଲା ମହିଳାଙ୍କ ମୃତଦେହ,ପରିଚୟ ଖୋଜୁଛି ପୋଲିସ

ବରୀ,୧୯।୯(ଡି.ଏନ.ଏ): ରବିବାର ମଧ୍ୟାହ୍ନରେ ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ୱରେ ଏକ ମୃତଦେହ ଭାସୁଥିଲା। ରାମଚନ୍ଦ୍ରପୁର ନିକଟସ୍ଥ ରାମେଶ୍ୱର ମନ୍ଦିର ନିକଟରେ ଏହି ଘଟଣା ଘଟିଛି। ମୃତଦେହ ଭାସୁଥିବାର ଦେଖି ସ୍ଥାନୀୟ ଲୋକମାନେ ପୋଲିସକୁ ଖବର ଦେଇଥିଲେ।
ଖବର ପାଇ ବରୀ ପୋଲିସ ଓ ଅଗ୍ନିଶମ ବାହିନୀ ଏହି ମୃତଦେହକୁ ଉଦ୍ଧାର କରିଥିବା ବେଳେ ମୃତକ ଜଣଙ୍କ ଜଣେ ମହିଳା ବୋଲି ଜଣାପଡିଛି। ସେହି ମୃତ ମହିଳା ଜଣଙ୍କ ପରିଚୟ ଏଯାଏ ମିଳିପାରିନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

ମେସିଙ୍କ ଇଭେଣ୍ଟକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, କହିଲେ ମିଳିବ କ୍ଷତିପୂରଣ

କୋଲକାତା,୩୦।୮: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ ଲିଓନେଲ ମେସିଙ୍କ ଗସ୍ତକୁ ନେଇ ସୃଷ୍ଟି ହୋଇଥିବା ବିଶୃଙ୍ଖଳା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ଘୋଷଣା କରିଛନ୍ତି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ଏମିତି ଜାଗାରେ ଅଟୋଗ୍ରାଫ ଦେଲେ ପୁଟିନ, ଯାହାକୁ ନେଇ ହେଉଛି ଖୁବ ଚର୍ଚ୍ଚା

ମସ୍କୋ,୩୦।୮: ଏକ କାରଖାନା ପରିଦର୍ଶନ ସମୟରେ, ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ଚାଇନା-ଡିଜାଇନ କାରରେ ଯାତ୍ରା କରିଥିଲେ ଏବଂ ନିଜେ ଏହାକୁ ଚଲାଇଥିଲେ। ରୁଷିଆ ନିର୍ମିତ,…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

୧୩ ବର୍ଷର ଚାକିରି ପରେ IAS ପଦରୁ ଦିବ୍ୟାଙ୍କ ଇସ୍ତଫା, ଭାଇରାଲ ହେଉଛି ଫେସବୁକ୍ ପୋଷ୍ଟ

ଲକ୍ଷ୍ନୌ,୩୦ା୮:: ଉତ୍ତରପ୍ରଦେଶ କ୍ୟାଡରର IAS ଅଧିକାରୀ ଦିବ୍ୟା ମିତ୍ତଲ ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରାୟ ୧୩ ବର୍ଷ ଧରି ପ୍ରଶାସନିକ ସେବାରେ ରହିବା ପରେ…

ସୋଫିଆଙ୍କୁ ନେଇ ବଡ଼ ଖୁଲାସା କଲେ ମୋକିମ୍, ବିଧାନସଭା ନିର୍ବାଚନରେ କଂଗ୍ରେସରୁ ନୁହେଁ ଏହି ଦଳରୁ ଲଢ଼ିବେ

ଭୁବନେଶ୍ବର,୩୦ା୮: ସୋଫିଆ ଫିର୍ଦୋସଙ୍କୁ ନେଇ ବଡ଼ ଖୁଲାସା କରିଛନ୍ତି ବାପା ମହମ୍ମଦ ମୋକିମ୍ । ଆସନ୍ତା ବିଧାନସଭା ନିର୍ବାଚନରେ ଓଡ଼ିଶା ଜନତା କଂଗ୍ରେସରୁ ଲଢିବେ ସୋଫିଆ ।…

ବିରାଟଙ୍କ ନୂଆ ଲୁକ: ଟାଟୁ କଳାକାରଙ୍କ ସହ ନଜର ଆସିଲେ…

ନୂଆଦିଲ୍ଲୀ,୩୦।୮: ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କ ଟାଟୁ ପ୍ରତି ପ୍ରେମ କାହାକୁ ଅଛପା ନୁହେଁ; ବର୍ଷ ବର୍ଷ ଧରି ବିଭିନ୍ନ ଡିଜାଇନ ତାଙ୍କ ଶୈଳୀର ଏକ ଅବିଚ୍ଛେଦ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri