ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୧।୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ, ଜଲଦି ଆବେଦନ କରନ୍ତୁ, ଟଙ୍କା ଦେବୁ। ଚତୁର୍ଥ ପର୍ଯ୍ୟାୟରେ ୨୦ ଲକ୍ଷରୁ ଊଦ୍ଧର୍‌ବ ମହିଳାଙ୍କୁ ମିଳିବ ଟଙ୍କା।

ଏ ମାସର ଶେଷ ସପ୍ତାହରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ୪ର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଯିବ। ହେଲେ ବଡ଼ମ୍ବନା ଏବେ ମଧ୍ୟ ୨ ଲକ୍ଷରୁ ଅଧିକ ମହିଳା ନିଜର E-KYC ଅପଡେଟ୍‌ କରିନାହାନ୍ତି। ଅଜାଣତରେ ଅପ୍ଟ ଆଉଟ ହୋଇଥିବା ୩୧ ହଜାର ମହିଳାଙ୍କ ମଧ୍ୟରୁ ୧୭ ହଜାର ଅପ୍ଟ ଇନ କରିଛନ୍ତି। ତେଣୁ ସରକାର ମାସ ଶେଷ ଆଡ଼କୁ ୪ର୍ଥ ପର୍ଯ୍ୟାୟ ଟଙ୍କା ଦେବାକୁ ପ୍ରସ୍ତୁତ ହେଉଥିବାରୁ ଯଥାଶୀଘ୍ର KYC ଅପଡେଟ୍‌ କରିବାକୁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ହିତାଧିକାରୀଙ୍କୁ ଅପିଲ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

 ୭୨ ବର୍ଷୀୟ ବୃଦ୍ଧଙ୍କ ନାଁରେ ଅସଦାଚରଣ ଅଭିଯୋଗ: କୋର୍ଟ ଚାଲାଣ ପରେ ଥାନା ଘେରିଲେ ଗ୍ରାମବାସୀ 

ତିହିଡ଼ି,୧।୨(ସଞ୍ଜିତ ବଳ): ତିହିଡି଼ ଥାନା ମୁକୁନ୍ଦପୁର ପଞ୍ଚାୟତ ଅଧୀନ ଆରସା ଗ୍ରାମର ଶତାଧିକ ଅଧିବାସୀ ରବିବାର ପୂର୍ବାହ୍ନରେ ଥାନା ଘେରାଉ କରିଛନ୍ତି l ଗ୍ରାମର ଜଣେ ବୃଦ୍ଧଙ୍କୁ…

Budget 2026: ବଡ ଘୋଷଣା କରିଦେଲେ ଅର୍ଥମନ୍ତ୍ରୀ, ଓଡ଼ିଶାରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୧।୨: ୨୦୨୬-୨୭ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରି ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଦେଶର ଖଣିଜ ସମ୍ପଦର ସଦୁପଯୋଗ ଏବଂ ଆମଦାନୀ…

ପୋଲିସ ଗାଡି ଧକ୍କାରେ ଗଲା ଜୀବନ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା ପେଟ୍ରୋଲ ପମ୍ପର ନିକଟ ବୁଲାଣି ରାସ୍ତାରେ ଶନିବାର ରାତିରେ ଭୟଙ୍କର ଦୁର୍ଘଟଣା ଘଟିଛି। ମୋଟର ସାଇକେଲରେ ଆସୁଥିବା…

ଗାଁ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଉପକୃତ ହେବେ ଗ୍ରାମୀଣ ଯୁବକ

ନୂଆଦିଲ୍ଲୀ,୧ା୨: ରବିବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ବଜେଟ୍‌ ୨୦୨୬-୨୭ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଲଗାତର ୯ମ ଥର ପାଇଁ ବଜେଟ ଆଗତ…

Union Budget: ବଜେଟରେ ‘ସମସ୍ତଙ୍କ ପାଇଁ ବୀମା’ ସ୍ବପ୍ନ ସାକାର ହେବ କି? ଜାଣନ୍ତୁ ସବିଶେଷ ତଥ୍ୟ

ନୂଆଦିଲ୍ଲୀ,୧।୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର, ଫେବୃଆରୀ ୧, ୨୦୨୬ରେ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବୀମା ଶିଳ୍ପ ଏଥିପାଇଁ ବହୁତ…

ବାପା ହେଲେ ସୁପରଷ୍ଟାର ରାମ ଚରଣ: ଉପାସନା ଜନ୍ମ ଦେଲେ ଯମଜ ସନ୍ତାନ

ମୁମ୍ବାଇ: ଟଲିଉଡର ପାୱାର କପଲ ରାମ ଚରଣ ଏବଂ ଉପାସନା କୋନିଡେଲାଙ୍କ ଘରକୁ ଆସିଛନ୍ତି ଦୁଇ ନୂଆ ଅତିଥି। ଉପାସନା ଏକ ପୁତ୍ର ଏବଂ ଏକ କନ୍ୟା…

ଟ୍ରେନରେ ଯାତ୍ରା କରୁଥିଲେ ଖୁସିଖବର, ୫୦% କମିଯିବ ଟ୍ରେନଭଡା!

ନୂଆଦିଲ୍ଲୀ,୧।୨: ଦେଶର ଲକ୍ଷ ଲକ୍ଷ ରେଳ ଯାତ୍ରୀ ଆଗାମୀ କେନ୍ଦ୍ର ବଜେଟ 2026 କୁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ସବୁବେଳେ ପରି, ସାଧାରଣ ଲୋକ ଆଶା…

୨୦୨୫ରେ ଦେଶ ଛାଡିଛନ୍ତି ୭ ଲକ୍ଷରୁ ଅଧିକ ପାକିସ୍ତାନୀ, ରିପୋର୍ଟରେ ବଡ଼ ଦାବି

ଇସଲାମାବାଦ,୧।୨: ୨୦୨୫ ମସିହାରେ ୭,୬୦,୦୦୦ ରୁ ଅଧିକ ପାକିସ୍ତାନୀ ନିଯୁକ୍ତି ଖୋଜିବାକୁ ଦେଶ ଛାଡିଥିଲେ। ଏହି ସଂଖ୍ୟା ଦେଶରେ ବଢୁଥିବା ଆର୍ଥିକ ଚାପ ଏବଂ ନିଯୁକ୍ତି ସୁଯୋଗର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri