ଓଡ଼ିଶାର ଦାବି ଆଗରେ ମୁଣ୍ଡ ନୁଆଁଇଲେ ପଶ୍ଚିମବଙ୍ଗ ସରକାର, ଦୀଘା ଜଗନ୍ନାଥ ମନ୍ଦିରରୁ ହଟିଲା ‘ଧାମ’ ଶବ୍ଦ

ଭୁବନେଶ୍ୱର,୨୬ା୧୧: ଦୀଘାସ୍ଥିତ ଜଗନ୍ନାଥ ମନ୍ଦିର ନାମରୁ ‘ଧାମ’ ଶବ୍ଦକୁ ହଟାଇ ଦେଇଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ । ଏନେଇ ସେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଅବଗତ କରାଇଛନ୍ତି।

ସୂଚନା ଅନୁଯାୟୀ, ଦୀଘା ଜଗନ୍ନାଥ ମନ୍ଦିରର ନାମ ପରିବର୍ତ୍ତନ କରାଯାଇଶ୍ରୀ ଶ୍ରୀ ଜଗନ୍ନାଥ ମନ୍ଦିର’ ରଖାଯାଇଛି ଏବଂ ମନ୍ଦିର ପରିସରର ନାମ ‘ଶ୍ରୀ ଶ୍ରୀ ଜଗନ୍ନାଥ କଲଚରାଲ ସେଣ୍ଟର’ ଭାବେ ନାମିତ ହୋଇଛି। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ପବିତ୍ର ଶ୍ରୀଜଗନ୍ନାଥ ଧାମ ପୁରୀ ପ୍ରତି ମୋର ଗଭୀର ସମ୍ମାନ ରହିଛି ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି। ଅନ୍ୟପଟେ ଓଡ଼ିଶାବାସୀଙ୍କ ଭାବାବେଗକୁ ସମ୍ମାନ ଜଣାଇ ନେଇଥିବା ଏହି ତ୍ୱରିତ ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନ ପୂର୍ବରୁ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ ୪୦ ହଜାର ପେନ୍‌ସନ୍‌!

ଲକ୍ଷ୍ନୌ, ୨୬।୧୧: ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ୨୦୨୭ ପୂର୍ବରୁ ନିଜର ନିର୍ବାଚନୀ ରଣନୀତିକୁ ଆଗକୁ ବଢ଼ାଇଛି ସମାଜବାଦୀ ପାର୍ଟି (ସପା)। ସମ୍ବିଧାନ ଦିବସ ଅବସରରେ ଗୁରୁବାର ଦଳ…

୪୦ କୋଟି ପାଇବେ ବୈଭବ! ହଇଚଇ ସୃଷ୍ଟି କଲା ପୂର୍ବତନ କ୍ରିକେଟର୍‌ଙ୍କ ବୟାନ, କହିଲେ-ଇତିହାସର ସବୁଠାରୁ…

ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟରେ ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ ଏବେ ନିଜର ବିସ୍ଫୋରକ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏସିଆ କପ ରାଇଜିଂ ଷ୍ଟାର୍ସ ୨୦୨୬ରେ ୟୁଏଇ…

ବାଲାଜୀ ମନ୍ଦିରକୁ ୧୬୦ କୋଟିର ସୁନା ଦାନକେଲ ବ୍ୟବସାୟୀ, ଟ୍ରକ୍‌ରେ ବୋହି ଆଣିଲେ

ନୂଆଦିଲ୍ଲୀ,୨୬।୧୧: ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁମଳା ତିରୁପତି ବାଲାଜୀ ମନ୍ଦିରକୁ ଜଣେ ଭକ୍ତଙ୍କ ପକ୍ଷରୁ ଦିଆଯିବାକୁ ଯାଉଛି ଏକ ବିରାଟ ସୁନା ଦାନ । ଗୁରୁବାର ଭଗବାନ ବେଙ୍କଟେଶ୍ୱରଙ୍କୁ…

ବିନା ହିଜାବରେ ଗାଇବାରୁ ଗାୟିକା ପରାସ୍ତୁ ଅହମଦିଙ୍କୁ ୭୪ ଥର ଚାବୁକମାଡ଼

ତେହରାନ,୨୬ା୧୧: ଇରାନର ଏକ ପୋଲିସ ହାଜତରେ ମହସା ଅମିନିଙ୍କ ମୃତ୍ୟୁ ଘଟଣାକୁ ନେଇ ବାଧ୍ୟତାମୂଳକ ହିଜାବ ଆଇନ ବିରୋଧରେ ଦେଶବ୍ୟାପୀ ବିକ୍ଷୋଭ ହୋଇଥିଲା। ଏହାର ୪ ବର୍ଷ…

ଟି-୨୦ରେ ୨୦୦ ରନ କରିବି… ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଭବିଷ୍ୟବାଣୀ, ଏହି କ୍ରିକେଟର୍‌ଙ୍କ ରେକର୍ଡ ଭାଙ୍ଗିବା ଲକ୍ଷ୍ୟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ କ୍ରିକେଟର ଯୁବ ସେନ୍ସେସନ ବୈଭବ ସୂର୍ଯ୍ୟବଂଶୀ ଏବେ ନିଜର ପରବର୍ତ୍ତୀ ଲକ୍ଷ୍ୟ ସ୍ଥିର କରିଛନ୍ତି। ଟି-୨୦ କ୍ରିକେଟ୍‌ରେ ୨୦୦ ରନ୍‌ର ଐତିହାସିକ ଇନିଂସ ଖେଳିବାକୁ…

ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଲେ ତାମିଲନାଡୁ ସରକାର

କର୍ନାଟକ, ୨୬ା୧୧: ଥିରୁପାରକୁନ୍ଦ୍ରମ ପାହାଡ଼ ଉପରେ ଥିବା ବିବାଦୀୟ ‘ଦୀପାଥୁନ’ଠାରେ ପାରମ୍ପରିକ ଦୀପ ଜଳାଇବାରେ ବିଫଳ ହୋଇଥିବାରୁ ତାମିଲନାଡ଼ୁ ସରକାର ବୁଧବାର ସୁପ୍ରିମକୋର୍ଟଙ୍କୁ କ୍ଷମା ମାଗିଛନ୍ତି। ରାଜ୍ୟ…

ଭିତ୍ତିଭୂମି ସରଞ୍ଜାମ ଉତ୍ପାଦନ କ୍ଷେତ୍ରରେ ଚାଇନାକୁ ଟକ୍କର

ନୂଆଦିଲ୍ଲୀ,୨୬ା୧୧: ନିର୍ମାଣ ଓ ଭିତ୍ତିଭୂମି କ୍ଷେତ୍ରରେ ଉପଯୋଗ ହେଉଥିବା ଭାରି ଯନ୍ତ୍ରପାତି ଉତ୍ପାଦନ ଦିଗରେ ଚାଇନାକୁ ଟକ୍କରଦେବା ପାଇଁ କେନ୍ଦ୍ର କ୍ୟାବିନେଟ ଏମ୍‌ଏସ୍‌ଏମ୍‌ଇ ପାଇଁ ୧୧,୦୦୦ କୋଟି…

ଇନଫ୍ଲୁଏନସରଙ୍କୁ ମାନହାନି ନୋଟିସ ପଠାଇଲେ ଶାହରୁଖ ଖାନ, ଅନନ୍ତ ଅମ୍ୱାନୀଙ୍କ ସହ କଥାବାର୍ତ୍ତା ଭିଡିଓକୁ ନେଇ ବଢ଼ିଲା ବିବାଦ

ମୁମ୍ୱାଇ: ବଲିଉଡ ସୁପରଷ୍ଟାର୍‌ ଶାହରୁଖ ଖାନ (Shah Rukh Khan) କଥିତ ଭାବେ ଜଣେ ସୋସିଆଲ ମିଡିଆ ଇନଫ୍ଲୁଏନସରଙ୍କୁ ଏକ ‘ମାନହାନିକାରକ’ (defamatory) ଇନଷ୍ଟାଗ୍ରାମ ରିଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?