ଆଜିଠୁ ରଥଭଙ୍ଗା କାମ ଆରମ୍ଭ, ରଥ ଭଙ୍ଗାଯିବା ପରେ ଏହି କାଠ କ’ଣ ହୁଏ ଜାଣନ୍ତୁ…

ପୁରୀ,୨୨ା୮: ଶୁକ୍ରବାରଠାରୁ ଆରମ୍ଭ ହୋଇଛି ରଥଭଙ୍ଗା କାମ। ଭୋଇ ସର୍ଦ୍ଦାରଙ୍କ ନେତୃତ୍ୱରେ ଭୋଇ ସେବକମାନେ ଏହି ରଥଭଙ୍ଗା କାର୍ଯ୍ୟ କରିଥାନ୍ତି। ପ୍ରଥମେ ଦେବୀ ସୁଭଦ୍ରାଙ୍କ ରଥ ଦେବଦଳନ ଭଙ୍ଗାଯିବା ପରେ ପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥ ଭଙ୍ଗାଯିବ। ଶେଷରେ ନନ୍ଦିଘୋଷ ରଥ ଭଙ୍ଗାଯିବା ପରମ୍ପରା ରହିଛି।

ତେବେ ଅନେକଙ୍କ ମନରେ ପ୍ରଶ୍ନ ଥାଏ ଏହି ରଥ କାଠ ଭଙ୍ଗା ଯିବା ପରେ କ’ଣ ହୁଏ। ଜାଣନ୍ତୁ ଏ ସମ୍ପର୍କରେ…

ରଥର ଚକ, ପ୍ରଭା, ଦ୍ୱାର ବେଢା, କୋଣଗୁଜ ଆଦି ନିଲାମ ହେବ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏହି ନିଲାମ କରାଯିବ। କୋଠଭୋଗ ପ୍ରସ୍ତୁତିରେ ଟୁକୁରା କାଠଗୁଡ଼ିକ ବ୍ୟବହାର କରାଯିବ। ରଥଯାତ୍ରା ସମୟରେ ଏହି ରଥ ଦେଖିବାକୁ ଲୋକଙ୍କର ପ୍ରବଳ ଆଗ୍ରହ ଥିଲା। ନୀଳାଦ୍ରି ବିଜେ ପରଠାରୁ ଏହି ରଥଗୁଡ଼ିକ ଯେମିତି ଶ୍ରୀହୀନ ହୋଇପଡ଼ିଛନ୍ତି। ଆଜି ରଥଭଙ୍ଗା ପରମ୍ପରା ରହିଥିବାରୁ ଭଙ୍ଗା ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଣପୁର ରେଳ ଷ୍ଟେଶନରେ ଯୁବକଙ୍କୁ ଧକ୍କା ଦେଲା ଟ୍ରେନ, ମୃତଦେହ ଉପରେ ପୁଣି ମାଡ଼ିଗଲା ଇଞ୍ଜିନ

ଗୁଣପୁର,୨୧ା୧(ସଂକେତ ପାତ୍ର): ଗୁଣପୁର ରେଳ ଷ୍ଟେଶନରେ ଦୁର୍ଘଟଣା । ଟ୍ରନ ଧକ୍କାରେ ଯୁବକଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ତେବେ ଯୁବକଙ୍କ ଅସାବଧାନତା ପାଇଁ ଦୁର୍ଘଟଣା...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍‌ ଘଟିଲା ଏମିତି…

କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ...

ଲକ୍ଷ୍ମୀସାଗର ବୁଦ୍ଧନଗର ଅଞ୍ଚଳରେ ଯୁବତୀଙ୍କୁ ବଳାତ୍କାର, ଭଡ଼ାଘରେ ରହି…

ଭୁବନେଶ୍ୱର,୨୧ା୧ : ରାଜଧାନୀ ଭୁବନେଶ୍ବରରେ ଯୁବତୀଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ଅଭିଯୋଗ ଆଧାରରେ ପୋଲିସ ତଦନ୍ତ କରି ଜଣେ ଯୁବକଙ୍କୁ...

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri