ବିଶ୍ୱକପ ବିଜେତା ଅଧିନାୟକ ନେଲେ ପ୍ରଥମ ଡୋଜ ଟିକା

ନୂଆଦିଲ୍ଲୀ,୩।୨: ବିଶ୍ୱକପ ବିଜେତା ଅଧିନାୟକ ତଥା ପୂର୍ବତନ ଭାରତ ଅଲ୍‌ରାଉଣ୍ଡର କପିଲ ଦେବ ବୁଧବାର କରୋନା ଟିକା ନେଇଛନ୍ତି। କପିଲ ହୃଦରୋଗ ନିର୍ଦ୍ଦେଶକ ଡକ୍ଟର ଅତୁଲ ମାଥୁର୍‌ଙ୍କ ତତ୍ତ୍ୱାବଧାନରେ ଦିଲ୍ଲୀର ଫୋର୍ଟିସ ହସ୍ପିଟାଲ ହାର୍ଟ ଇନ୍‌ଷ୍ଟିଚ୍ୟୁଟରେ ଟିକା ନେଇଥିଲେ। ଗତ ବର୍ଷ କିମ୍ବଦନ୍ତୀ କ୍ରିକେଟର ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ଅକ୍ଟୋବର ୨୩ରେ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ପରେ ସେ ଆଞ୍ଜିଓପ୍ଲାଷ୍ଟି କରିଥିଲେ। କପିଲ ଭାରତ ପାଇଁ ୧୩୧ ଟେଷ୍ଟ ଏବଂ ୨୨୫ ଦିନିକିଆ ମ୍ୟାଚ ଖେଳିଛନ୍ତି। ଖେଳର ଲମ୍ବା ଫର୍ମାଟରେ ଅଲ୍‌ରାଉଣ୍ଡର ୫୨୪୮ ରନ୍‌ ସଂଗ୍ରହ କରି ୪୩୪ ଉଇକେଟ ନେଇଥିଲେ। ତାଙ୍କ ନେତୃତ୍ୱରେ ଫାଇନାଲରେ ୱେଷ୍ଟଇଣ୍ଡିଜକୁ ପରାସ୍ତ କରି ୧୯୮୩ ବିଶ୍ୱକପ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କୁ ଏଫ୍‌ଆଇଏଚ୍‌ ପ୍ରେସିଡେଣ୍ଟ୍ସ ଆୱାର୍ଡ

ଭୁବନେଶ୍ୱର, ୩।୧୧(କ୍ରୀଡ଼ା ପ୍ରତିନିଧି)-ଓଡ଼ିଶାରେ କ୍ରୀଡ଼ା ଭିତ୍ତିଭୂମୀର ଦ୍ରୁତ ବିକାଶ ଘଟିଛି। ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ଯୋଗୁ ଏଠାରେ ଗତ କିଛିବର୍ଷ ଧରି ଅନ୍ତର୍ଜାତୀୟ ସ୍ତରରେ ବହୁ...

କୋହଲିଙ୍କୁ ୧୨ ଲକ୍ଷ ଜରିମାନା

ଦୁବାଇ,୨୬।୯(ପି.ଟି.): ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଅଧିନାୟକ ବିରାଟ କୋହଲିଙ୍କ ଉପରେ ୧୨ ଲକ୍ଷ ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି। ତାଙ୍କ ଦଳ ଇଣ୍ଡିଆନ ପ୍ରିମିୟର ଲିଗ୍‌...

ସୁପର୍‌ ଓଭରରେ ଜିତିଲା କୋଲକାତା

ଆବୁଧାବି, ୧୮।୧୦: ଆଇପିଏଲ୍‌ ଚଳିତ ସିଜନର ରବିବାର ଖେଳାଯାଇଥିବା ୩୫ତମ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ସୁପର୍‌ ଓଭରରେ ସନ୍‌ରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି।...

ଭାରତ ପାଇଁ ଆଜି ଐତିହାସିକ ଦିନ: ମୋଦି

କୋଲକତା,୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋଦି ଶୁକ୍ରବାର କୋଲକତାର ଚିତ୍ତରଂଜନ ଜାତୀୟ କର୍କଟ ପ୍ରତିଷ୍ଠାନର ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ଦେଶରେ ଚାଲିଥିବା ରେକର୍ଡ...

କୁମାର ଭରତ ‘ଭୁବନେଶ୍ୱର କୁମାର’

ପୁରୁଣା ଭୁବନେଶ୍ୱର, ୧୭।୪(ଡି.ଏନ.ଏ.)- ରାମେଶ୍ୱର କ୍ଲବ ଆନୁକୂଲ୍ୟରେ ‘ଭୁବନେଶ୍ୱର କୁମାର’ ଜିଲା ସ୍ତରୀୟ ସୁନ୍ଦରସ୍ବାସ୍ଥ୍ୟ ପ୍ରତିଯୋଗିତା ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଭୁବନେଶ୍ୱରର ବିଭିନ୍ନ ଜିମ୍ନାସିୟମ...

ହିନ୍ଦୁ ମହିଳାଙ୍କୁ ମନ୍ଦିର ଦର୍ଶନ କରାଇ ଦେବା ପାଇଁ କାନ୍ଧରେ ବସାଇ ନେଲେ ମୁସଲମାନ ଯବାନ

ଆନ୍ଧ୍ରପ୍ରଦେଶର ତିରୁମାଲାରେ ଧାର୍ମିକ ସମନ୍ବୟର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି। ଜଣେ ମୁସଲମାନ ଯବାନ ହିନ୍ଦୁ ମହିଳାଙ୍କୁ କାନ୍ଧରେ ବସାଇ ୬ କିଲୋମିଟର ନେଇଥିଲେ।...

ହ୍ୟାଟ୍ରିକ ମ୍ୟାନ୍‌ ଚହରଙ୍କୁ୍‌ ପୂର୍ବତନ କ୍ରିକେଟରଙ୍କ ପ୍ରଶଂସା

ନୂଆଦିଲ୍ଲୀ,୧୧।୧୧- ଅନ୍ତର୍ଜାତୀୟ ଟି୨୦ରେ ପ୍ରଥମ ଭାରତୀୟ ଭାବେ ହ୍ୟାଟ୍ରିକ ଉଇକେଟ ହାସଲ କରିବା ପରେ ମିଡିୟମ ପେସର ଦୀପକ ଚହରଙ୍କୁ ପ୍ରଶଂସାର ସୁଅ ଛୁଟିଛି। ପୂର୍ବତନ...

କୋଲକାତା ଅଗ୍ନିକାଣ୍ଡରେ ୯ ମୃତ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

କୋଲକାତା,୯ ।୩: ପଶ୍ଚିମବଙ୍ଗ କୋଲକାତାର କୋଲାଘାଟ ପ୍ରସାଦାର ୧୩ ମହଲାରେ ସୋମବାର ସନ୍ଧ୍ୟାରେ ଲାଗିଥିବା ନିଆଁରେ ଏପର୍ଯ୍ୟନ୍ତ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି...

Advertisement
Archives

Model This Week