‘ମୋ ଦୃଷ୍ଟିରେ ଦୁନିଆ ଏକ ପରିବାର’

ନ୍ୟୁୟର୍କ,୨୪ା୯: ମିଳିତ ଜାତିସଂଘର ସାଧାରଣ ସଭାରେ ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌ ଜୟଶଙ୍କର ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି, ଅଷ୍ଟାଦଶ ଶତାବ୍ଦୀରେ ଭାରତ ବିଶ୍ୱର ମୋଟ୍‌ ଅର୍ଥନୀତିର ଏକ ଚତୁର୍ଥାଂଶ ଥିଲା, କିନ୍ତୁ ବିଂଶ ଶତାବ୍ଦୀର ମଧ୍ୟଭାଗରେ ଦାସତ୍ୱ ହେତୁ ଅବସ୍ଥା ଆହୁରି ଖରାପ ହୋଇଗଲା। ଯେଉଁଥିପାଇଁ ଦୁନିଆର ଗରିବ ଦେଶ ଭାବରେ ପରିଗଣିତ ହେଲା।

ଏବେ ପୁଣି ଥରେ ଭାରତ ନିଜର ସାମର୍ଥ୍ୟକକୁ ହୃଦୟଙ୍ଗମ କରିଛି। ୭୫ ବର୍ଷର ସ୍ବାଧୀନତା ପରେ ଭାରତ ବିଶ୍ୱର ୫ମ ବୃହତ୍ତମ ଅର୍ଥନୀତିରେ ପରିଣତ ହୋଇଛି। ବିକାଶ ପଥରେ ଭାରତ ଦ୍ରୁତ ଗତିରେ ଆଗକୁ ବଢୁଛି। ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି ଉପରେ ଆମର ବିକାଶ ଏପରି ଢଙ୍ଗରେ କରାଯାଇଛି ଯେ, କୌଣସି ନାଗରିକ ପଛରେ ରହିବେ ନାହିଁ।

ସେ ଆହୁରି ମଧ୍ୟ କହିଛନ୍ତି, ପୃଥିବୀ ପାଇଁ ଉଜ୍ଜ୍ୱଳ ଭବିଷ୍ୟତ ନିଶ୍ଚିତ କରିବାକୁ ମିଳିତ ଜାତିସଂଘ ସହ ସହଭାଗିତାକୁ ମଜଭୁତ କରିବାକୁ ଭାରତ ପ୍ରତିବଦ୍ଧ। ମିଳିତ ଜାତିସଂଘର ନୀତି ଏବଂ ଚାର୍ଟର ଉପରେ ଆମର ସମ୍ପୂର୍ଣ୍ଣ ବିଶ୍ୱାସ ଅଛି। ମୋ’ ଦୃଷ୍ଟିରେ ସାରା ବିଶ୍ୱ ହେଉଛି ଗୋଟିଏ ପରିବାର।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲରେ ଜଳିଗଲେ ୨୦ ଛାତ୍ରୀଛାତ୍ର

ନିଆମେ,୯।୧୧: ଦକ୍ଷିଣ ଆଫ୍ରିକୀୟ ରାଷ୍ଟ୍ର ନାଇଜର ଦ୍ୱିତୀୟ ବୃହତ୍‌ ସହର ମାରାଡି ସ୍ଥିତ ଏକ ପ୍ରାଥମିକ ସ୍କୁଲରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ...

ରେଡିଏଶନ୍‌କୁ ଭିଜା ଲୋଡ଼ା ନାହିଁ

ମସ୍କୋ/କିଭ୍‌ , ୫ା୯: ୟୁକ୍ରେନ୍‌ ଉପରେ ୬ ମାସରୁ ଅଧିକ ସମୟ ହେଲା ରୁଷିଆ ଆକ୍ରମଣ ଜାରି ରଖିଛି। ଯୁଦ୍ଧ ଆରମ୍ଭ ହେବାଦିନରୁ ଆମେରିକା ସମେତ...

ବ୍ରାଜିଲରେ ଜନ୍ମ ନେଲା ୭.୩ କିଲୋର ଶିଶୁ, ଡାକ୍ତର ଆଶ୍ଚର୍ଯ୍ୟ

ଲୌକେଷ୍ଟର,୩ ।୨: ବ୍ରାଜିଲରେ ନିକଟରେ ୨ ଫୁଟ ଲମ୍ବା ଓ ୧୬ ପାଉଣ୍ଡ ଅର୍ଥାତ୍ ୭.୩ କିଲୋଗ୍ରାମର ଏକ ଶିଶୁ ଜନ୍ମ ନେଇଛି । ଶରିର...

ଓ୍ବିକି ଲିକ୍ସର ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜଙ୍କୁ ଆମେରିକା ପ୍ରତ୍ୟର୍ପଣର ବାଟ ବନ୍ଦ କଲେ ବ୍ରିଟେନ କୋର୍ଟ

ଲଣ୍ଡନ,୪ା୧- ୱିକି ଲିକ୍ସର ପ୍ରତିଷ୍ଠାତା ଜୁଲିୟାନ ଆସେଞ୍ଜଙ୍କୁ ଆମେରିକାକୁ ପ୍ରତ୍ୟର୍ପଣର ବାଟ ବନ୍ଦ କରିଦେଇଛନ୍ତି ବ୍ରିଟେନର ଜିଲା କୋର୍ଟ। ଏକ ଦଶନ୍ଧି ତଳେ ସେ ଆମେରିକୀୟ...

ଏସ୍‌. ଜୟଶଙ୍କରଙ୍କୁ ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ,୭।୬: ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଭାବେ ଏସ୍‌. ଜୟଶଙ୍କର ଦାୟିତ୍ୱ ଗ୍ରହଣ କରିବା ପରେ ପାକିସ୍ତାନ ବୈଦେଶିକ ମନ୍ତ୍ରୀ ଶାହ ମହମ୍ମୁଦ କ୍ୟୁରେସି ପତ୍ର...

ପାକିସ୍ତାନ ପରେ ବାଂଲାଦେଶ ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା, ଅଭିଯୁକ୍ତ ଗିରଫ

ଢାକା,୨୨।୭: ପାକିସ୍ତାନ ପରେ ଏବେ ବାଂଲାଦେଶର ହିନ୍ଦୁ ମନ୍ଦିରରେ ଭଙ୍ଗାରୁଜା ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ବ୍ରାହ୍ମଣବରିଆ ଜିଲାର ଜଣେ ୩୬ବର୍ଷ ବୟସ୍କ ବ୍ୟକ୍ତି ହିନ୍ଦୁ...

ଆୟୁଷ୍ମାନ ଖୁରାନାଙ୍କ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ‘ର ତାରିଫ୍‌ କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୨୨।୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତ ଗସ୍ତ ପୂର୍ବରୁ ଆୟୁଷ୍ମାନ ଖୁରାନାଙ୍କ ଫିଲ୍ମ ‘ଶୁଭ ମଙ୍ଗଳ ଜ୍ୟାଦା ସାବଧାନ’ର ତାରିଫ୍‌ କରିଛନ୍ତି। ସେ ଟୁଇଟ୍‌...

କରୋନା ସଂକ୍ରମଣ ସଂଖ୍ୟା ପ୍ରକାଶ ବନ୍ଦ କଲା ଚାଇନା

ବେଜିଂ,୨୫ା୧୨: ଗତ କିଛି ଦିନ ମଧ୍ୟରେ ଚାଇନାରେ ପାଖାପାଖି ୨୫ କୋଟି ଲୋକ କରୋନାରେ ସଂକ୍ରମିତ ହୋଇଥିବା ଏକ ସରକାରୀ ଦସ୍ତାବିଜ୍‌ ସୋସିଆଲ ମିଡ଼ିଆରେ ପ୍ରସାରିତ...

Advertisement
Archives

Model This Week