Posted inଫୁରସତ

ବ୍ଲାକ୍‌ ହୋଲରୁ ବିଶ୍ୱ ସୃଷ୍ଟି

ବିଶ୍ୱ ସୃଷ୍ଟି ପଛରେ କି ରହସ୍ୟ ଅଛି ତାହା ଜାଣିବା ପାଇଁ ପ୍ରୟାସ ଜାରି ରହିଛି। ଏହି ତାଲିକାରେ ନିକଟରେ ଆଉ ଏକ ରୋମାଞ୍ଚକର ତଥ୍ୟ ସାମିଲ କରାଯାଇଛି। ଅଷ୍ଟ୍ରେଲିଆର ମହାକାଶବିଜ୍ଞାନୀମାନେ ଏ ନେଇ ଗବେଷଣା କରି ଏପରି ତଥ୍ୟ ବିଷୟରେ ଜାଣିପାରିଛନ୍ତି। ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ କରାଯାଇଛି ଯେ, ବ୍ଲାକ୍‌ ହୋଲ୍‌ (କୃଷ୍ଣ ଗର୍ତ୍ତ)ରୁ ବିଶ୍ୱର ସୃଷ୍ଟି ହୋଇଛି। ମହାକାଶରେ ତାରକାଗୁଡ଼ିକ ପରସ୍ପର ସହ ଧକ୍କା ହେବା ଦ୍ୱାରା ମୃତ ତାରକାଗୁଡ଼ିକରୁ ବ୍ଲାକ୍‌ ହୋଲ୍‌ ସୃଷ୍ଟି ହୋଇଥିଲା। ସମୟକ୍ରମେ ଏହି ବ୍ଲାକ୍‌ ହୋଲଗୁଡ଼ିକୁ ନେଇ ବିଶ୍ୱବ୍ରହ୍ମାଣ୍ଡର ସୃଷ୍ଟି ହୋଇଛି ବୋଲି ସେମାନେ ପୂର୍ବାନୁମାନ କରିଛନ୍ତି। ତେବେ ଏ ସମ୍ପର୍କରେ ଅଧିକ ତଥ୍ୟ ଜାଣିବାକୁ ଆହୁରି କିଛି ସମୟ ଲାଗିବ ବୋଲି ରିପୋର୍ଟରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ଭାତ ଖାଇବା ବେଳେ ଗଡ଼ିଲା ମୁଣ୍ଡ: ସାମାନ୍ୟ କଳିରୁ ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣିଲେ ସାନ ଭାଇ

ଭବାନୀପାଟଣା,୨୦।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବଳରାମପୁର ଗ୍ରାମରେ ଗୁରୁବାର ଅପରାହ୍ନରେ ଏକ ଅଭାବନୀୟ ତଥା ରକ୍ତାକ୍ତ ଘଟଣା ସାମ୍ନାକୁ ଆସିଛି।…

ଗାଧୋଇବା ବେଳେ ଭାସିଗଲେ ୩ ଯୁବକ, ଆଉ ତା’ପରେ…

ସମ୍ବଲପୁର,୨୦।୮,ସମ୍ବଲପୁର ଜିଲା ମାନେଶ୍ବର ମାଳତି ଯୋରରେ ଗୁରୁବାର ଏକ ଦୁଖଃଦ ଘଟଣା ଘଟିଛି। ଗାଧୋଇବା ବେଳେ ୩ଜଣ ଯୁବକ ଭାସି ଯାଇଥିଲେ। ଖବର ପାଇ ଅଗ୍ନିଶମ ବିଭାଗର…

କେତୁଙ୍କ ଘରେ ବୁଧଙ୍କ ପ୍ରବେଶ, ୩ ରାଶିଙ୍କ ଘରେ ପଡିଯିବ ଅକାଳ! ଆଖି ପିଛୁଳାକେ ଚାଲିଯିବ ସବୁ ଟଙ୍କା…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଗ୍ରହ ଏବଂ ନକ୍ଷତ୍ରମାନଙ୍କର ଚାଲି ପରିବର୍ତ୍ତନ ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ। ବୁଧ ଏବଂ କେତୁଙ୍କ ସ୍ଥିତି ଓ ନକ୍ଷତ୍ର…

ବ୍ରହ୍ମପୁରର ସୁନା ପୁଅ: ମହାକାଶ ବିଜ୍ଞାନରେ ଗବେଷଣା କରି ସୁନାମ ଆଣିଛନ୍ତି ବିଶ୍ୱଜିତ

ବ୍ରହ୍ମପୁର,୨୦।୮(ସୁବାସ ଚନ୍ଦ୍ର ପାଢ଼ୀ): ମହାକାଶ ବିଜ୍ଞାନ କ୍ଷେତ୍ରରେ ଅସାଧାରଣ ଗବେଷଣା କରି ବ୍ରହ୍ମପୁର ସହର ପାଇଁ ସୁନାମ ଆଣିଛନ୍ତି ହିଲପାଟଣା ନିବାସୀ ହୃଷିକେଶ ଦାଶ ଓ ସଂଯୁକ୍ତା…

ବାଂଲାଦେଶର ନୂଆ ରାଷ୍ଟ୍ରପତି ମିର୍ଜା ଫକରୁଲ୍: ଜାଣନ୍ତୁ ତାଙ୍କ ପତ୍ନୀଙ୍କ ଭାରତ କନେକ୍ସନ୍

ଢାକା,୨୦।୮: ବାଂଲାଦେଶ ନେସନାଲିଷ୍ଟ ପାର୍ଟି (BNP) ର ପ୍ରାର୍ଥୀ ମିର୍ଜା ଫକରୁଲ୍ ଇସଲାମ୍ ଆଲମଗୀର ସଂସଦୀୟ ନିର୍ବାଚନରେ ୨୫୫ଟି ଭୋଟ୍ ପାଇବା ପରେ ବାଂଲାଦେଶର ୨୩ତମ ରାଷ୍ଟ୍ରପତି…

SRCଙ୍କ କଡ଼ା ନିର୍ଦ୍ଦେଶ, ବନ୍ୟା ପ୍ରଭାବିତ ଏହି ୪ ଜିଲାକୁ ମିଳିବ ଚାଉଳ…

ଭୁବନେଶ୍ବର ୨୦।୮: ପ୍ରବଳ ବର୍ଷା ଓ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିବା ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାକୁ…

କାର୍‌ରେ ଟଙ୍କା ନେଇ ଆସୁଥିବା ବେଳେ ବାଟରେ ମାଡିବସିଲା ଭିଜିଲାନ୍ସ

ସୁନ୍ଦରଗଡ଼,୨୦।୮(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲାଠିକଟା ତହସିଲଦାର ମୁରଲୀଧର ଉର୍ମଳ ଗୁରୁବାର ଭିଜିଲାନ୍ସ ଜାଲରେ ପଡିଛନ୍ତି। ତହସିଲଦାର ମୁରଲୀଧର ଲାଠିକଟା ଅଫିସରୁ ରାଉରକେଲା ଆସିବା ବାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri