Posted inଖେଳ

ପୁଣି ବିଶ୍ୱରେକର୍ଡ କଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଓ୍ବେଷ୍ଟଇଣ୍ଡିଜର ଭେଟେରାନ କ୍ରିସ ଗେଲ ବିଶ୍ୱର ସମସ୍ତ ଟି -୨୦ ଲିଗରେ ନିଜର ଧମାକା ଦେଖାଇସାରିଛନ୍ତି। ନିକଟରେ ସେ ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ ଅର୍ଦ୍ଧଶତକ ହାସ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପାକିସ୍ତାନରେ ଟି -୨୦ରେ ଏହା ତାଙ୍କର ପ୍ରଥମ ୫୦ରୁ ଅଧିକ ସ୍କୋର ଥିଲା। ଗେଲ ଏପର୍ଯ୍ୟନ୍ତ ୧୨ଟି ଦେଶରେ ଏହି କୀର୍ତ୍ତିମାନ କରିଛନ୍ତି। ଅନ୍ୟ କୌଣସି ଖେଳାଳିଙ୍କ ନାଁରେ ଏପରି ରେକର୍ଡ ନାହିଁ । କ୍ରିସ ଗେଲଙ୍କ ସାମଗ୍ରିକ ଟି -୨୦ କ୍ୟାରିୟର ବିଷୟରେ କହିବାକୁ ଗଲେ ସେ ଭାରତରେ ୩୭+ ସର୍ବାଧିକ ସ୍କୋର କରିଛନ୍ତି। ଭାରତର ଗେଲ ଏବଂ ରୋହିତ ଶର୍ମା ୧୧-୧୧ଟି ଦେଶରେ ଏହି କୀର୍ତ୍ତିମାନ କରିଥିଲେ।
କିନ୍ତୁ ଗେଲ ପାକିସ୍ତାନରେ କ୍ୱେଟା ଗ୍ଲାଡିଏଟର୍ସ ପାଇଁ ୬୮ ରନର ଇନିଂସ ଖେଳି ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତ ବ୍ୟତୀତ ଗେଲ ଓ୍ବେଷ୍ଟଇଣ୍ଡିଜ୍‌ରେ ୨୦, ଇଂଲଣ୍ଡରେ ୭, ଦକ୍ଷିଣ ଆଫ୍ରିକାରେ ୭, ନ୍ୟୁଜିଲାଣ୍ଡରେ ୧, ଅଷ୍ଟ୍ରେଲିଆରେ ୭, ଜିମ୍ବାୱେରେ ୩, ବାଂଲାଦେଶରେ ୧୧, ଆମେରିକାରେ ୧୧, ଶ୍ରୀଲଙ୍କାରେ ୩, ୟୁଏଇରେ ୮ ଏବଂ ପାକିସ୍ତାନରେ ୧ଟି ୫୦+ ସ୍କୋର କରିଛି। ସେହିପରି ରୋହିତ ଶର୍ମା ଭାରତ ବ୍ୟତୀତ ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା, ବାଂଲାଦେଶ, ୟୁଏଇ, ଅଷ୍ଟ୍ରେଲିଆ, ଆମେରିକା, ଆୟର୍ଲାଣ୍ଡ ଏବଂ ନ୍ୟୁଜିଲାଣ୍ଡ ସମେ ଅଟେ। ରୋହିତ ଦେଶରେ ସର୍ବାଧିକ ୪୦ରୁ ୫୦+ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri