Posted inଖେଳ

ପୁଣି ବିଶ୍ୱରେକର୍ଡ କଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌

ଓ୍ବେଷ୍ଟଇଣ୍ଡିଜର ଭେଟେରାନ କ୍ରିସ ଗେଲ ବିଶ୍ୱର ସମସ୍ତ ଟି -୨୦ ଲିଗରେ ନିଜର ଧମାକା ଦେଖାଇସାରିଛନ୍ତି। ନିକଟରେ ସେ ପାକିସ୍ତାନ ସୁପର ଲିଗ (ପିଏସଏଲ)ରେ ଅର୍ଦ୍ଧଶତକ ହାସ କରି ଏକ ନୂଆ ରେକର୍ଡ ସୃଷ୍ଟି କରିଛନ୍ତି। ପାକିସ୍ତାନରେ ଟି -୨୦ରେ ଏହା ତାଙ୍କର ପ୍ରଥମ ୫୦ରୁ ଅଧିକ ସ୍କୋର ଥିଲା। ଗେଲ ଏପର୍ଯ୍ୟନ୍ତ ୧୨ଟି ଦେଶରେ ଏହି କୀର୍ତ୍ତିମାନ କରିଛନ୍ତି। ଅନ୍ୟ କୌଣସି ଖେଳାଳିଙ୍କ ନାଁରେ ଏପରି ରେକର୍ଡ ନାହିଁ । କ୍ରିସ ଗେଲଙ୍କ ସାମଗ୍ରିକ ଟି -୨୦ କ୍ୟାରିୟର ବିଷୟରେ କହିବାକୁ ଗଲେ ସେ ଭାରତରେ ୩୭+ ସର୍ବାଧିକ ସ୍କୋର କରିଛନ୍ତି। ଭାରତର ଗେଲ ଏବଂ ରୋହିତ ଶର୍ମା ୧୧-୧୧ଟି ଦେଶରେ ଏହି କୀର୍ତ୍ତିମାନ କରିଥିଲେ।
କିନ୍ତୁ ଗେଲ ପାକିସ୍ତାନରେ କ୍ୱେଟା ଗ୍ଲାଡିଏଟର୍ସ ପାଇଁ ୬୮ ରନର ଇନିଂସ ଖେଳି ବିଶ୍ୱ ରେକର୍ଡ ହାସଲ କରିଛନ୍ତି। ଭାରତ ବ୍ୟତୀତ ଗେଲ ଓ୍ବେଷ୍ଟଇଣ୍ଡିଜ୍‌ରେ ୨୦, ଇଂଲଣ୍ଡରେ ୭, ଦକ୍ଷିଣ ଆଫ୍ରିକାରେ ୭, ନ୍ୟୁଜିଲାଣ୍ଡରେ ୧, ଅଷ୍ଟ୍ରେଲିଆରେ ୭, ଜିମ୍ବାୱେରେ ୩, ବାଂଲାଦେଶରେ ୧୧, ଆମେରିକାରେ ୧୧, ଶ୍ରୀଲଙ୍କାରେ ୩, ୟୁଏଇରେ ୮ ଏବଂ ପାକିସ୍ତାନରେ ୧ଟି ୫୦+ ସ୍କୋର କରିଛି। ସେହିପରି ରୋହିତ ଶର୍ମା ଭାରତ ବ୍ୟତୀତ ଦକ୍ଷିଣ ଆଫ୍ରିକା, ଇଂଲଣ୍ଡ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା, ବାଂଲାଦେଶ, ୟୁଏଇ, ଅଷ୍ଟ୍ରେଲିଆ, ଆମେରିକା, ଆୟର୍ଲାଣ୍ଡ ଏବଂ ନ୍ୟୁଜିଲାଣ୍ଡ ସମେ ଅଟେ। ରୋହିତ ଦେଶରେ ସର୍ବାଧିକ ୪୦ରୁ ୫୦+ ସ୍କୋର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri