Posted inଫୁରସତ

ବିଶ୍ୱର ସବୁଠୁ ମହଙ୍ଗା ପରିବା : କିଣିବା ତ ଦୂରର କଥା ହାତ ମାରିବାକୁ ବି ଡର

ସାଧାରଣତଃ ପନିପରିବା ମୂଲ୍ୟ ମାଛ,ମାଂସ ମୂଲ୍ୟଠାରୁ କମ। ମାତ୍ର ବିଶ୍ୱରେ ଏପରି ଏକ ପରିବା ଅଛି, ଯାହା ଏତେ ମୂଲ୍ୟବାନ ଯେ, ବଡ଼ ଧନୀ ଲୋକମାନେ ମଧ୍ୟ ଏହାକୁ କିଣିବା ପୂର୍ବରୁ ୧୦ ଥର ଚିନ୍ତା କରିବେ। ଏହି ପରିବାର ମୂଲ୍ୟ କିଲୋଗ୍ରାମ ପ୍ରତି ୧୦୦୦ ୟୁରୋ, ଭାରତୀୟ ଟଙ୍କା ଅନୁଯାୟୀ ଏହା କିଲୋଗ୍ରାମ ପିଛା ପ୍ରାୟ ୮୨ ହଜାର ଟଙ୍କା। ବର୍ତ୍ତମାନ ଆପଣ ନିଶ୍ଚିତ ଭାବରେ ଭାବୁଥିବେ ଏହି ପରିବାରେ କ’ଣ ଅଛି, ଯେଉଁ କାରଣରୁ ଏହାର ମୂଲ୍ୟ ଆକାଶ ଛୁଆଁ। ତେବେ ଏହା ବିଷୟରେ ଜାଣନ୍ତୁ…

ଏହି ପରିବାର ହେଉଛି ‘ହପ୍‌ ଶୁଟ’ ଏବଂ ଏଥିରେ ଥିବା ଫୁଲକୁ ’ହପ୍‌ କୋନ୍ସ’ କୁହାଯାଏ। ବାସ୍ତବରେ, ଏହାର ଫୁଲ ବିୟର ତିଆରି ପାଇଁ ବ୍ୟବହୃତ ହେଉଥିବା ବେଳେ ବାକି ଡାଳଗୁଡ଼ିକ ଖାଦ୍ୟ ଭାବରେ ବ୍ୟବହୃତ ହୁଏ। ମହଙ୍ଗା ହେତୁ ଏହି ପନିପରିବା ବଜାର କିମ୍ବା ଷ୍ଟୋରରେ କ୍ୱଚିତ୍‌ ଦେଖାଯାଏ।

ଏହା ଔଷଧୀୟ ଗୁଣରେ ଭରପୂର। ତେଣୁ ଏହାକୁ ଏକ ଔଷଧ ଭାବରେ ମଧ୍ୟ ବ୍ୟବହାର କରାଯାଏ। ଦାନ୍ତ ଲାଗି ବେଶି ଉପକାରୀ। ଏହା ବ୍ୟତୀତ ଏହା ଯକ୍ଷ୍ମା ପରି ଗୁରୁତର ରୋଗର ଚିକିତ୍ସାରେ ମଧ୍ୟ ବ୍ୟବହୃତ ହୁଏ। ଏଥିରେ ଆଣ୍ଟିବାୟୋଟିକ ଗୁଣ ମଧ୍ୟ ଅଛି।

ଲୋକମାନେ କଞ୍ଚା ‘ହପ୍‌ ଶୁଟ’ ମଧ୍ୟ ଖାଆନ୍ତି। ଯଦିଓ ଏହା ବହୁତ ପିତା ଅଟେ। ଏହାର ଡାଳଗୁଡିକ ସାଲାଡ୍‌ ଭାବରେ ବ୍ୟବହୃତ ହୁଏ। ଏହାର ଆଚାର ମଧ୍ୟ ତିଆରି କରାଯାଇପାରେ, ଯାହା ସ୍ବାଦିଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

Nana Lover Story: ଏହି ଅଭିନେତ୍ରୀଙ୍କ ପ୍ରେମରେ ଦିୱାନା ଥିଲେ ନାନା!, ରାଇଟର କଲେ ଖୁଲାସା…

ମୁମ୍ୱାଇ: ବଲିଉଡର ଦିଗ୍‌ଜ ଅଭିନେତା ନାନା ପାଟେକରଙ୍କ ୭୫ ବର୍ଷ ବୟସରେ ହୃଦଘାତରେ ଦେହାନ୍ତ ହୋଇଛି। ନିଜ ଦୀର୍ଘ ଅଭିନୟ କ୍ୟାରିୟରରେ ନାନା ପାଟେକରଙ୍କ ନାଁ କିଛି…

୧୩ ବର୍ଷ ବୟସରେ କମାଉଥିଲେ ୩୫ ଟଙ୍କା! ପ୍ରତିଦିନ ୮ କିମି ପାଦରେ ଚାଲି କେଉଁଠିକୁ ଯାଉଥିଲେ ନାନା ପାଟେକର?

ମୁମ୍ୱାଇ: ଦିଗ୍‌ଜ ଅଭିନେତା ବିଶ୍ୱନାଥ ପାଟେକର (ନାନା ପାଟେକର) ଆଜି ୮ ଅକ୍ଟୋବର ୨୦୨୬ରେ ୭୫ ବର୍ଷ ବୟସରେ ଦୁନିଆକୁ ଅଲବିଦା କହିଛନ୍ତି। ହୃଦଘାତ (କାର୍ଡିଆକ ଆରେଷ୍ଟ)…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି, ୭୦% ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ,୮।୧୦: କ୍ୟାନ୍ସର ଚିକିତ୍ସାରେ ଭାରି ଖର୍ଚ୍ଚକୁ ନେଇ ଚିନ୍ତିତ ରୋଗୀ ଓ ସେମାନଙ୍କ ପରିବାର ପାଇଁ କେନ୍ଦ୍ର ସରକାର ବଡ଼ ପଦକ୍ଷେପ ନେଇଛନ୍ତି । ସମସ୍ତ ନନ୍-ସେଡ୍ୟୁଲ୍…

ଭୋଟ୍‌ ବଞ୍ଚାଅ, ସମ୍ବିଧାନ ବଞ୍ଚାଅ ନାରାରେ କମ୍ପିଲା ଲାଞ୍ଜିଗଡ଼

ଲାଞ୍ଜିଗଡ଼,୮ା୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ପ୍ରଭାବ ଦେଖିବାକୁ ମିଳିଛି। ବନ୍ଦକୁ…

କ୍ରିକେଟ୍‌ରେ ଚାମ୍ପିୟନ୍‌ ହେଲା ଆମେରିକା: ଭାରତୀୟ ବଂଶୋଦ୍ଭବ କଲେ କମାଲ

ଡଲାସ,୮।୧୦:ଭାରତୀୟ ବଂଶୋଦ୍ଭବ ଅଧିନାୟକ ମୋନାଙ୍କ ପଟେଲଙ୍କ ଧମାକାଦାର ଶତକ ବଳରେ ନାମ୍ବିଆକୁ ୪ ଉଇକେଟରେ ପରାସ୍ତ କରି ICC Cricket World Cup League Two 2023-27ର…

କୋହଲିଙ୍କୁ ପିଛା ଛାଡ଼ୁନି ବିବାଦ: ଆଗେ ଫସୁଛନ୍ତି ପରେ ଦେଉଛନ୍ତି ସଫେଇ

ନୂଆଦିଲ୍ଲୀ,୮।୧୦: ଭାରତୀୟ କ୍ରିକେଟର ତାରକା ବିରାଟ କୋହଲିଙ୍କୁ ନେଇ ପୁଣିଥରେ ଏକ ବିବାଦ ଚର୍ଚ୍ଚାକୁ ଆସିଛି। ପ୍ରେମାନନ୍ଦ ମହାରାଜଙ୍କ ଆଶ୍ରମକୁ ବିରାଟ କୋହଲି ଏବଂ ତାଙ୍କ ସ୍ତ୍ରୀ…

ଗୁଡ଼ାରୀବାସୀଙ୍କ ପାଇଁ ବଡ଼ ଖବର: ଗୁଡ଼ାରୀ-ଢେପାଗୁଡ଼ା-କର୍ଲାଘାଟି ରାସ୍ତା ପ୍ରଶସ୍ତୀକରଣକୁ ମଞ୍ଜୁରି, ବିଧାୟକ କହିଲେ….

ଗୁଡାରି,୮ା୧୦(ପ୍ରମୋଦ କୁମାର ପତି ): ରାୟଗଡା ଜିଲାର ଗୁଡାରି – ଢେପାଗୁଡା – କର୍ଲାଘାଟି ରାସ୍ତାର ପ୍ରଶସ୍ତୀକରଣ ପ୍ରକଳ୍ପ ମଞ୍ଜୁର ହୋଇଛି । ଏନେଇ ପୂର୍ତ୍ତ ବିଭାଗ…

କଂଗ୍ରେସର ବନ୍ଦ ଡାକରା: ରାଜ୍ୟ ରାଜପଥ ଅବରୋଧ କଲେ ବିକ୍ଷୋଭକାରୀ

ବଞ୍ଚୋ,୮ା୧୦(ପ୍ରଦୋଷ ବିଶ୍ୱାଳ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାର ପ୍ରଭାବ ଆନନ୍ଦପୁରରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ ସମେତ ବାମପନ୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?