କାର୍‌ ଭିତରେ ହେଲମେଟ୍‌ ନ ପିନ୍ଧିବାରୁ ଯୁବ ସାମ୍ବାଦିକଙ୍କୁ  ଜରିମାନା!

ଉତ୍ତରପ୍ରଦେଶ,୨୬।୮: କାର୍‌ ଭିତରେ ହେଲମେଟ୍‌ ନ ପିନ୍ଧିବାରୁ ଜରିମାନା ଦଣ୍ଡ। ଏପରି ଏକ ଅଭାବନୀୟ ଘଟଣା ଘଟିଛି ଉତ୍ତରପ୍ରଦେଶରେ।  ଜଣେ ଯୁବ ସାମ୍ବାଦିକ  କାର୍‌ ଭିତରେ ହେଲମେଟ ନ ପିନ୍ଧିବାରୁ ତାଙ୍କ ପାଖକୁ ଜରିମାନା ି। ନଅ ମାସ ପୂର୍ବେ, ରାମପୁରଠାରୁ ୧୮୮ କିଲୋମିଟର ଦୂରରେ ଥିବା ଗୌତମ ବୁଦ୍ଧ ନଗରରେ ତୁଷାର ସାକ୍ସେନା ନାମକ ଜଣେ ସାମ୍ବାଦିକଙ୍କଠାରୁ ପୋଲିସ ହଜାରେ ଟଙ୍କା ଜରିମାନା ଆଦାୟ କରିଥିଲା ।
ପ୍ରଥମେ ସେ ଏହାକୁ ଭୁଲ ଭାବି ଅଣଦେଖା କରୁଥିଲେ । ପରେ ବହୁ ମେଲ ଆସିବାରୁ ସେ ଏହାକୁ ନେଇ ଅଭିଯୋଗ କରିଛନ୍ତି । ସାମ୍ବାଦିକଙ୍କ କହିବା ଅନୁସାରେ, ସେ କେବେବି ନିଜ କାରକୁ ଏନ୍‌ସିଆର ଅଞ୍ଚଳରେ ଚଳାଇ ନାହାଁନ୍ତି । ଏହା ଛଡ଼ା କାରର ଭିତରେ  ହେଲମେଟ୍‌ର କି ଆବଶ୍ୟକତା ରହିଛି ବୋଲି ସେ ପ୍ରଶ୍ନ କରିଛନ୍ତି । ଅନ୍ୟପଟେ ଯଦି ସେ ଉକ୍ତ ଅର୍ଥକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ପୈଠ ନ କରନ୍ତି ତେବେ ତାଙ୍କୁ କୋର୍ଟରେ ହାଜର ହେବାକୁ ପଡ଼ିବ ବୋଲି ପୋଲିସ ଚେତାବନୀ ଦେଇଥିବା ସେ ଅଭିଯୋଗ କରିଛନ୍ତି । ଗତ ବର୍ଷ ମାର୍ଚ୍ଚରେ ତୁଷାର ଧଳା ହୁଣ୍ଡାଇ କାର କିଣିଥିଲେ।

Enter your email to get our daily news in your inbox.

All Right Reserved By Dharitri.Com

ମେଘାଳୟରେ ଭୟଙ୍କର ଖଣି ବିସ୍ଫୋରଣ: ୧୬ ଶ୍ରମିକଙ୍କ ମୃତ୍ୟୁ, ଅନେକ ଫସି ରହିଥିବା ଆଶଙ୍କା

ନୂଆଦିଲ୍ଲୀ,୫।୨: ମେଘାଳୟର ଏକ ବେଆଇନ ଖଣିରେ ବିସ୍ଫୋରଣ ଘଟି ୧୬ ଶ୍ରମିକ ମୃତ୍ୟୁବରଣ କରିଛନ୍ତି। ଗୁରୁବାର ସକାଳେ ଥାଙ୍ଗସ୍କୁ ଅଞ୍ଚଳରେ ଘଟିଥିବା ଏହି ଦୁର୍ଘଟଣାରେ ଏବେ ମଧ୍ୟ…

ଭାରତର ଏହି ଧାବିକା ହେଲେ ସସ୍‌ପେଣ୍ଡ

ନୂଆଦିଲ୍ଲୀ,୫ା୨: ଡୋପ୍‌ ଟେଷ୍ଟକୁ ଏଡାଇ ଭାରତର ଲଙ୍ଗ ଡିଷ୍ଟାନ୍ସ ଧାବିକା ପୂଜା ଆତ୍ମାରାମ ଆଥଲେଟିକ୍ସ ଇଣ୍ଡିଗ୍ରିଟି ୟୁନିଟ୍‌ (ଏଆଇୟୁ) ଦ୍ୱାରା ସାମୟିକ ସସ୍‌ପେଣ୍ଡ ହୋଇଛନ୍ତି। ପୂଜା ୫୦୦୦…

ଆସିଲା ନୂଆ ଆଇନ, ମହିଳାଙ୍କୁ ମିଳିଲା ମୋଟରସାଇକେଲ ଚଳାଇବାକୁ ଅନୁମତି

ତେହେରାନ,୫।୨: ଇରାନ ସରକାର ମହିଳାମାନଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସ୍ଥାନୀୟ ଗଣମାଧ୍ୟମ ଅନୁଯାୟୀ, ଇରାନ ମହିଳାମାନଙ୍କୁ ଆଇନଗତ ଭାବରେ ମୋଟରସାଇକେଲ ଚଲାଇବାକୁ ଅନୁମତି ଦିଆଯାଇଛି।…

ଲଜ୍ଜା: ମୂକ ଓ ବଧିର ଝିଅକୁ ବଳାତ୍କାର କରି ଗର୍ଭବତୀ କଲେ ଜନ୍ମକଲା ବାପା

ମୁମ୍ବାଇ,୫।୨: ମୁମ୍ବାଇର କଫ୍ ପ୍ୟାରେଡ୍ ଅଞ୍ଚଳରୁ ଏକ ଅମାନବୀୟ ତଥା ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜଣେ ୨୦ ବର୍ଷୀୟା ମୂକ ଓ ବଧିର ଯୁବତୀଙ୍କୁ ବଳାତ୍କାର…

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ୟୁରୋପ, ଆମେରିକା ପରେ ଭାରତ ଟାର୍ଗେଟରେ ଏସବୁ ଧନୀ ଦେଶ; ଖୁବଶୀଘ୍ର ହେବ ବାଣିଜ୍ୟ ଚୁକ୍ତି

ନୂଆଦିଲ୍ଲୀ,୫।୨: ଅନେକ ଆଲୋଚନା ପରେ ଭାରତ ୟୁରୋପ, ଆମେରିକା ସହିତ ବାଣିଜ୍ୟ ଚୁକ୍ତି କରିବାରେ ସଫଳ ହୋଇଛି। ଏହି ଚୁକ୍ତି ଭାରତ ଅର୍ଥନୀତି ପାଇଁ ଖୁବ ସୁଯୋଗ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri