Posted inଫୁରସତ

ହେଲିକପ୍ଟର ପଙ୍ଖା ଉପରେ ଚଢିଗଲେ ଯୁବକ: ଆଉ ତାପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ହେଲିକପ୍ଟର ପଙ୍ଖାରେ ଜଣେ ଯୁବକ ଚଢି ଦୋଳି ଖେଳୁଥିବା ଭିଡିଓ ବେଶ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ଯୁବକ ଜଣକ ହେଲିକପ୍ଟର ପଙ୍ଖାରେ ବସିଛନ୍ତି। ଅନ୍ୟ ଜଣେ ଯୁବକ ତଳେ ରହି ପଙ୍ଖାକୁ ଜାବୁଡି ଛାଡି ଦେଉଛନ୍ତି। ଫଳରେ ପଙ୍ଖା ଉପରେ ବସିଥିବା ଯୁବକ ଜଣକ ତଳକୁ ଉପର ହେଉଥିବା ଦେଖାଯାଇଛି। ଏହି ଭିଡିଓକୁ ଆଇଏଫଏସ ସୁଶାନ୍ତ ନନ୍ଦ ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ଚନ୍ଦ୍ରଗ୍ରହଣ: କେଉଁ ରାଶି ପାଇଁ ଶୁଭ ଆଉ ଅଶୁଭ, ଜାଣନ୍ତୁ…

ଚନ୍ଦ୍ରଗ୍ରହଣକୁ ଏକ ଗୁରୁତ୍ୱପୂର୍ଣ୍ଣ ଖଗୋଳବିଜ୍ଞାନ ଘଟଣା ଭାବରେ ବିବେଚନା କରାଯାଏ, ଯାହାକୁ ରକ୍ତ ଚନ୍ଦ୍ର, ଆଂଶିକ ଚନ୍ଦ୍ରଗ୍ରହଣ, ଚନ୍ଦ୍ରଗ୍ରହଣ ଏବଂ ପେନମ୍ବ୍ରାଲ ଚନ୍ଦ୍ରଗ୍ରହଣ ମଧ୍ୟ କୁହାଯାଏ। ଚନ୍ଦ୍ରଗ୍ରହଣ…

ଜବତ ହେଲା ଦେଶୀ ମହୁଲି, ଗାଁ ନିକଟରେ ଯାଉଥିବାବେଳେ ମାଡିବସିଲା ଅବକାରୀ ବିଭାଗ, ଘଟଣାରେ…

ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ମହାବିରୋଡ ଥାନା ଚାନ୍ଦପୁର ଗ୍ରାମ ନିକଟରେ ଯାଉଥିବା ଏକ ଇଣ୍ଡିଗୋ କାର୍‌ରୁ ୧୪୦ ଲିଟର ଦେଶୀ ମହୁଲି ଜବତ ହୋଇଛି। ତଦନ୍ତ…

ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ: ଏହି ବୟସର ଝିଅଙ୍କୁ ମିଳିବ ଟିକା

ପରଜଙ୍ଗ,୨।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସୋମବାର ଜରାୟୁ ଗ୍ରୀବା କର୍କଟ ନିରୋଧ ପାଇଁ HPV ଟିକାକରଣ କାର୍ଯ୍ୟକ୍ରମ ଉଦ୍‌ଘାଟିତ ହୋଇଛି। ଏହି…

ଏସବୁ ଲକ୍ଷଣ ଦେଖାଯାଉଛି କି, ହୋଇପାରେ କିଡନୀ ଡ୍ୟାମେଜ୍‌

କିଡ୍‌ନୀ ଏପରି ଏକ ଅଙ୍ଗ, ଯାହାର କାର୍ଯ୍ୟ ଅକ୍ଷମତା ଅନେକ ଡେରିରେ ଧରାପଡ଼େ। ଅଙ୍ଗଟି ପ୍ରାୟ ୮୦-୯୦ ଶତାଂଶ ଅକ୍ଷମ ନ ହୋଇପଡ଼ିବାର ପୂର୍ବ ପର୍ଯ୍ୟନ୍ତ ରୋଗୀକୁ…

ଜୟପୁର ଜିଲା କୋର୍ଟରେ ଫେରାର ଥାନା ଅଧିକାରୀଙ୍କ ଆତ୍ମସମର୍ପଣ, ଗଞ୍ଜେଇ ବେପାରୀଙ୍କୁ ସହଯୋଗ….

ଜୟପୁର,୨।୩(ପବନ ପାଣିଗ୍ରାହୀ): ଗଞ୍ଜେଇ ଚୋରା ଚାଲାଣକାରିଙ୍କୁ ଆଶ୍ରୟ ଦେବା ଅଭିଯୋଗରେ ଫେରାର ଥିବା ଥାନା ଅଧିକାରୀ ଜୟପୁର ଜିଲା ଜଜ୍ କୋର୍ଟରେ ଆତ୍ମ ସମର୍ପଣ । ଥାନା…

କିଙ୍ଗ୍‌ କୋହଲିଙ୍କ ମହାରେକର୍ଡ ଭାଙ୍ଗିଲେ ସଞ୍ଜୁ ସାମସନ, ଏମିତି କରି…

ନୂଆଦିଲ୍ଲୀ,୨।୩: ୨୦୨୬ ଟି୨୦ ବିଶ୍ୱକପର ସୁପର ୮ରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ରନ ଚେଜ ସମୟରେ ସଞ୍ଜୁ ସାମସନ ୫୦ଟି ବଲରେ ୧୨ଟି ଚୌକା ଏବଂ ୪ଟି ଛକା…

‘ମୁଁ ସୁରକ୍ଷିତ ଅଛି’, ଆମେରିକା-ଇରାନ ଉତ୍ତେଜନା ମଧ୍ୟରେ ଦୁବଇରେ ଫସିଥିବା ସୋନାଲ ଚୌହାନ ଦେଲେ ବଡ଼ ଅପଡେଟ, କହିଲେ…

ଦୁବଇ,୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ସାମରିକ କାର୍ଯ୍ୟାନୁଷ୍ଠାନ ପରେ ମଧ୍ୟପ୍ରାଚ୍ୟ ବର୍ତ୍ତମାନ ଏକ ଉତ୍ତେଜନାପୂର୍ଣ୍ଣ ପରିବେଶ ଅନୁଭବ କରୁଛି। ଏହି ସମୟରେ, ଦୁବାଇରେ ଫସି…

ଗାଙ୍ଗମାଙ୍କ ରତ୍ନ ମୁଦ ପ୍ରତିଷ୍ଠା: ଶତାଧିକ ଶ୍ରଦ୍ଧାଳୁ ସାମିଲ

ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମାସ୍ଥିତ ଗ୍ରାମଦେବୀ ମା’ଗାଙ୍ଗମାଙ୍କ ରତ୍ନ ମୁଦ ପ୍ରତିଷ୍ଠା ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶତାଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri