ଧାନବିଲରୁ ମିଳିଲା ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହ, ପାଖରେ ପଡ଼ିଥିଲା ଟାଙ୍ଗିଆ

ବୌଦ୍ଧ,୧୭ା୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା ସଦର ଥାନା ଅନ୍ତର୍ଗତ ସରସରା ଗ୍ରାମର ୫୭ ନଂ. ଜାତୀୟ ରାଜପଥ ପାର୍ଶ୍ୱ ଏକ ଧାନବିଲରୁ ଯୁବକଙ୍କ ରକ୍ତ ଜୁଡୁବୁଡୁ ମୃତଦେହକୁ ଜବତ କରିଛି ବୌଦ୍ଧ ପୋଲିସ। ଏହା ସହିତ ମୃତଦେହ ନିକଟରେ ପଡ଼ିଥିବା ଏକ ଟାଙ୍ଗିଆକୁ ମଧ୍ୟ ଜବତ କରିଛି ପୋଲିସ।

ସୂଚନାନୁଯାୟୀ, ସରସରା ଗ୍ରାମର ଅନାମୁ ମିର୍ଦ୍ଧା ନାମକ ଯୁବକଙ୍କ ମୃତଦେହ ରାସ୍ତାକଡ଼ର ଏକ ଧାନ ବିଲରେ ପଡ଼ିଥିବା ଦେଖିବାକୁ ମିଳିଛି। ଅନାମୁଙ୍କୁ ଟାଙ୍ଗିଆରେ ହତ୍ୟା କରାଯାଇଥିବା ପାରିପାଶର୍‌ବିକ ପରିସ୍ଥିତିରୁ ଜଣାପଡୁଛି। ଜଣେ ମେଳାପୀ ଯୁବକ ହୋଇଥିବାରୁ ତାଙ୍କୁ କିଏ ଓ କାହିଁକି ବୀଭତ୍ସ ଭାବେ ହତ୍ୟା କରିଛି ତାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଘଟଣାସ୍ଥଳରେ ବୌଦ୍ଧ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରି ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଯାଇଛି। ଅନ୍ୟପଟେ ପରିବାର ଲୋକ ପକ୍ଷରୁ ମଧ୍ୟ ଥାନାରେ ଅଭିଯୋଗ ହୋଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୧୦୦ ବର୍ଷ ମଧ୍ୟରେ ପ୍ରଥମ: ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ ସ୍ଥଗିତ

ନୂଆଦିଲ୍ଲୀ,୧୮।୮: କୋରମ ଅଭାବରୁ ଟାଟା ସନ୍ସର ବାର୍ଷିକ ସାଧାରଣ ବୈଠକ (AGM) ସ୍ଥଗିତ ରଖାଯାଇଛି। ବୈଠକ ପାଇଁ ଆବଶ୍ୟକ ସଂଖ୍ୟକ ସଦସ୍ୟ ଉପସ୍ଥିତ ନଥିଲେ, ଯାହା ଫଳରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଏକାସାଙ୍ଗରେ ଗଠନ ହେବ ୬ ଗ୍ରହଙ୍କ ବିରଳ ମହାସଂଯୋଗ: ମାଲାମାଲ ହେବେ କର୍କଟ ସମେତ ଏହି ୬ ରାଶି

ଗ୍ରହ ଗୋଚର ଦୃଷ୍ଟିରୁ ସେପ୍ଟେମ୍ବର ମାସର ପ୍ରଥମ ତାରିଖ ଅତ୍ୟନ୍ତ ବିଶେଷ ଏବଂ ଗୁରୁତ୍ୱପୂର୍ଣ୍ଣ ରହିବ। ଏହି ଦିନ କେବଳ ଗୋଟିଏ କିମ୍ବା ଦୁଇଟି ନୁହେଁ, ବରଂ…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri