ବାଲେଶ୍ୱର ଅଫିସ, ୨।୨: ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ବାଜିତପୁର ପଞ୍ଚାୟତ ବରବରିଆ ଗ୍ରାମରେ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମଙ୍ଗଳବାର ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗ୍ରାମର ଜୟନାରାୟଣ ପ୍ରଧାନ(୩୮)।
ପ୍ରକାଶ ଯେ, ଜୟନାରାୟଣ ନିଜ ପାନ ବରଜକୁ ପାଣି ଦେବାକୁ ଯାଇଥିବା ବେଳେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ । ତେବେ ପରିବାର ଲୋକେ ଖବର ପାଇ ତାଙ୍କୁ ଉଦ୍ଧାର କରି ଜଲେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପରେ ତାଳସାରି ପୋଲିସ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ କରାଇବା ସହ କେସ୍ ନଂ. ୨୧/୧ ରେ ଏକ ଅପମୃତୁ ମାମଲା ରୁଜୁ କରିଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ
ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…
ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…
ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍ଭିନ୍ କରୁଛି ସାଇଣ୍ଟିଫିକ୍ ଟିମ୍
ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…
ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ
ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…
ବିନା କାଗଜପତ୍ରରେ ଖୁଲମଖୁଲା ଚାଲାଣ ହେଉଥିଲା ବାଲି-ପଥର, ୧୧ ହାଇୱା ଜବତ ପରେ…
ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ସାମୁଦ୍ରିକ ଝଡ଼, ସୁନାମି, ଭୂକମ୍ପ ପ୍ରବଣରୁ ସୁରକ୍ଷା ପାଇଁ ଜନବସତି ପାର୍ଶ୍ୱରେ ସୁଉଚ୍ଚ…
‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’
ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…
ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ
ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…
ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…
ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…
Archives

