ଟାଓ୍ୱାର ଉପରେ ଚଢ଼ିଗଲେ ଯୁବକ, ଆଉ ତା’ପରେ…

ତରଭା,୮ା୧(ମାନଭଞ୍ଜନ ମିଶ୍ର): ସୁବର୍ଣ୍ଣପୁର ଜିଲା ତରଭା ସହରସ୍ଥିତ ମାରୱାଡି ଧର୍ମଶାଳା ପଛପଟେ ଥିବା ଏକ ଘରୋଇ ମୋବାଇଲ କମ୍ପାନୀ ଟାଓ୍ୱାର ଉପରେ ଗୁରୁବାର ଜଣେ ଯୁବକ ଚଢି ଯାଇଥିଲେ। ତାଙ୍କୁ ଯେତେ କହିଲେ ବି ସେ ଓହ୍ଲାଇ ନ ଥିଲେ। ଏହାକୁ ନେଇ ଘଟଣାସ୍ଥଳରେ ଲୋକଙ୍କ ଭିଡ ଜମିଥିଲା। ଯୁବକ ଜଣକ ତରଭା ସହର ସୁନାରିପଡାର ସୁମିତ ସାହୁ(୨୭) ବୋଲି ଜଣାପଡିଥିଲା।

ଖବର ପାଇ ତରଭା ପୋଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚତ୍ ଥିଲେ। ଦମକଳ ବାହିନୀର ଦୁଇ ଜଣ ଟାୱାର ଉପରକୁ ଚଢି ଯୁବକଙ୍କୁ ବୁଝାଶୁଝା କରି ତଳକୁ ଓହ୍ଲାଇବାରେ ସଫଳ ହୋଇଥିଲେ। ତାଙ୍କୁ ତୁରନ୍ତ ତରଭା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା l ତରଭା ଥାନା ଏସଆଇ ରବୀନ୍ଦ୍ର ସାହୁ, ଏଏସଆଇ ସୁଧୀର ଜେନାଙ୍କ ସହ ପୋଲିସ କର୍ମଚାରୀ ଓ ଅଗ୍ନିଶମ ଅଧିକାରୀ ଅନିଲ ମିଶ୍ରଙ୍କ ନେତୃତ୍ୱରେ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ। ଯୁବକ ଜଣକ ଟାଓ୍ୱାରକୁ କାହିଁ ଚଢିଥିଲେ ତାହାର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ସୁନାରୂପା ଦରକୁ ନେଇ ଚାଇନାରୁ ଆସିଲା ବଡ଼ ଅପଡେଟ୍‌, ସୁନା କିଣୁଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍‌ଲୀ,୨୬।୨: ସୁନା ଏବଂ ରୂପା ବଜାରରେ ନିବେଶକଙ୍କ ପାଇଁ ଚାଇନାରୁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଆସିଛି। ବିଶ୍ୱର ସର୍ୱବୃହତ ବୁଲାନ ବାଣିଜ୍ୟ ପ୍ଲାଟଫର୍ମ ମଧ୍ୟରୁ ଗୋଟିଏ, ସାଂଘାଇ…

ଆଜି ରଶ୍ମିକା-ବିଜୟଙ୍କ ପଡିବ ହାତଗଣ୍ଠି: ଏହି ଖାସ୍‌ ‘ଥିମ୍‌’ ସହିତ କରିବେ ବିବାହ

ମୁମ୍ବାଇ: ଅଭିନେତା ବିଜୟ ଦେବରକୋଣ୍ଡା ଏବଂ ରଶ୍ମିକା ମନ୍ଦାନା ଆଜି ଉଦୟପୁରରେ ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଏହି କପଲ ସେମାନଙ୍କର ତେଲୁଗୁ ଏବଂ କୋଡାଭା…

କୋରାପୁଟ ପୋଲିସକୁ ବଡ଼ ସଫଳତା: ୨୦୦ କୋଟିର ହାଶିଶ ତେଲ ଜବତ

କୋରାପୁଟ, ୨୬।୨(ଅମିତାଭ ବେହେରା ): କୋରାପୁଟ ପୋଲିସ ଜିଲାରେ ଚାଲୁଥିବା ଏକ ଆନ୍ତରାଜ୍ୟ ହାଶିଶ ତେଲ ତିଆରି କାରଖାନାକୁ ଧ୍ୱଂସ କରି ଐତିହାସିକ ସଫଳତା ହାସଲ କରିଛି।…

ଶାହିନ ଆଫ୍ରିଦିଙ୍କୁ ନେଇ ଶ୍ୱଶୁର ଶାହିଦ ଆଫ୍ରିଦି କ’ଣ କହିଲେ? ଏବେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୬।୨: ପାକିସ୍ତାନର ଦ୍ରୁତ ବୋଲର ଶାହିନ ଆଫ୍ରିଦି ICC T20 ବିଶ୍ୱକପ ୨୦୨୬ ସମୟରେ ଖରାପ ଫର୍ମ ଦେଇ ଗତି କରୁଥିଲେ। ତାଙ୍କୁ ଟିମ ଇଣ୍ଡିଆ ବିପକ୍ଷରେ…

ଏହି ଯୋଜନାରେ ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୫୦୦ ଟଙ୍କା , ଜାଣନ୍ତୁ କେଉଁମାନେ ପାଇବେ …

ନୂଆଦିଲ୍ଲୀ,୨୬।୨: କେନ୍ଦ୍ର ସରକାର ଦେଶର ବିଭିନ୍ନ ବର୍ଗ ପାଇଁ ଅନେକ ଯୋଜନା ଚଳାନ୍ତି, ଯାହାର ଲକ୍ଷ୍ୟ ଅର୍ଥନୈତିକ ସୁରକ୍ଷା ଏବଂ ସାମାଜିକ ସଶକ୍ତିକରଣ। ଏହି ଯୋଜନାଗୁଡ଼ିକ ଚାଷୀ,…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି: ଏହି ଦିନ ହେବ…

ଭୁବନେଶ୍ୱର,୨୬।୨: ରାଜ୍ୟ ସଭା ନିର୍ବାଚନ ପାଇଁ ଗୁରୁବାର ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମାର୍ଚ୍ଚ ୫ ଯାଏ ନାମାଙ୍କନ ଦାଖଲ ପ୍ରକ୍ରିୟା ହେବ। ୬ରେ ଯାଞ୍ଚ…

ମୋଦିଙ୍କୁ ଇସ୍ରାଏଲ ସଂସଦର ସର୍ବୋଚ୍ଚ ସମ୍ମାନ: ସତ୍ୟ, ବାସ୍ତବତାକୁ ଆପଣାଇଛି ଭାରତ

ଜେରୁଜେଲମ୍‌,୨୬ା୨:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଶତ ପ୍ରଶଂସାରେ ପୋତି ପକାଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍‌ ନେତାନ୍ୟାହୁ। ମୋଦି କେବଳ ଉତ୍ତମ ବନ୍ଧୁ ନୁହନ୍ତି, ଭାଇଠାରୁ ବି ଅଧିକ। ଭାରତ-ଇସ୍ରାଏଲ…

ଭାରତର ଚିକେନ-ଅଣ୍ଡାକୁ ବ୍ୟାନ୍‌; ଏହି ଦେଶ ନେଲା ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୬।୨: ସାଉଦି ଆରବ ଭାରତୀୟ କୁକୁଡ଼ା ଶିଳ୍ପ ପାଇଁ ଗୁରୁତ୍ୱପୂର୍ଣ୍ଣ ଏବଂ ଚିନ୍ତାଜନକ ଖବର ଜାରି କରିଛି। ସାଉଦି ଆରବର ଖାଦ୍ୟ ଏବଂ ଔଷଧ ପ୍ରାଧିକରଣ (SFDA)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri