ହାତ କାଟିଦେଲେ ନିଶାସକ୍ତ ଯୁବକ

କୁକୁଡ଼ାଖଣ୍ଡି,୨୫ା୭: ଗଞ୍ଜାମ ଜିଲା ନିମଖଣ୍ଡି ଫାଣ୍ଡି ଅଧୀନ ନିମଖଣ୍ଡି ଗ୍ରାମରେ ଜଣେ ଯୁବକ ନିଶାସକ୍ତ ଅବସ୍ଥାରେ ହାତ କାଟି ଦେଇଛନ୍ତି। ଯୁବକ ଜଣକ ଶନିବାର ରାତିରେ ମଦ ପିଇ ଲୋକଙ୍କୁ ଗାଳିଗୁଲଜ କରିବା ସହ ଆକ୍ରମଣ କରିଥିଲେ। ଏଥିରୁ ନିବୃତ୍ତ ରହିବା ପାଇଁ ତାଙ୍କ ବଡ଼ଭାଇ ତାଗିଦ୍‌ କରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ଯୁବକ ଜଣକ ଏକ ଧାରୁଆ ଅସ୍ତ୍ରରେ ହାତ କାଟି ଦେଇଥିଲେ। ଏନେଇ ବଡ଼ଭାଇ ପୋଲିସକୁ ଖବର ଦେଇଥିଲେ। ନିମଖଣ୍ଡି ଫାଣ୍ଡି ଅଧିକାରୀ ଜ୍ୟୋତିରଞ୍ଜନ ବେହେରା ପହଞ୍ଚି ତାଙ୍କୁ ଉଦ୍ଧାର କରି ବ୍ରହ୍ମପୁର ସିଟି ହସ୍ପିଟାଲରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପଥ ଉତ୍ସବର ତୃତୀୟ ଦିବସ: ପ୍ରାତଃରେ ଭକ୍ତିଭାବର ପରିବେଶ

କଟକ ଅଫିସ, ୧୬।୧୧: ବାଲିଯାତ୍ରା ପଡିଆରେ ଅନୁଷ୍ଠିତ ପଥ ଉତ୍ସବର ଶୁକ୍ରବାର ଥିଲା ତୃତୀୟ ଦିବସ। ସକାଳୁ ସକାଳୁ ପଥ ଉତ୍ସବକୁ ଉପଭୋଗ କରିବା ପାଇଁ...

ଭାଲୁ ଆକ୍ରମଣ ବୃଦ୍ଧ ଗୁରୁତର

ଲଖନପୁର,୨।୧୧(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ଭଇଁସାମୁଣ୍ଡା ଗ୍ରାମର ଜଣେ ବୃଦ୍ଧ ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ମନିଜର ବାରିକ(୬୫ ) ।...

ସଙ୍ଗରୋଧ ଗୃହରେ ଯୋଗ କଲେ ପ୍ରବାସୀ

ସୋରଡା,୭ା୫(ଡି.ଏନ୍‌.ଏ.)- ସୋରଡା ବ୍ଲକର ବିଭିନ୍ନ ସଙ୍ଗରୋଧ ଗୃହରେ ୨୨୦୮ ଜଣ ସୁରଟ ଫେରନ୍ତା ରହିଛନ୍ତି। ସେମାନଙ୍କ ମଧ୍ୟରୁ ପୁରୁଷ ୨୦୪୦, ମହିଳା ୯୬ ଓ ୭...

ଯୌତୁକ ଲାଗି ଝିଅକୁ ମାରିଦେଲେ

ବାସୁଦେବପୁର,୨୭।୧୨(ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ଅଞ୍ଚଳରେ ଯୌତୁକ ଲାଗି ଜଣେ ବନବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗୀତା ମଲିକ। ଶ୍ୱଶୁରଘର ଲୋକେ ଝିଅଙ୍କୁ ହତ୍ୟା...

ଶସ୍ତାରୁ ହୀନସ୍ତା ହେଲେଣି ଟମାଟୋ ଚାଷୀ

କେନ୍ଦ୍ରାପଡ଼ା ଅଫିସ, ୯ା୩: କେନ୍ଦ୍ରାପଡ଼ା ଜିଲାରେ ଦୁଇ ମାସ ପୂର୍ବେ ଟମାଟୋ ଦର ଆକାଶଛୁଆଁ ଥିଲା। ବଜାରରେ କେଜି ପ୍ରତି ୫୦ରୁ ୬୦ ଟଙ୍କା ପର୍ଯ୍ୟନ୍ତ...

ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା: ରୋଗୀ, ପର୍ଯ୍ୟଟକ ସମସ୍ତେ ଅଟକ

ନିମାପଡ଼ା,୩୦।୧୨(ଡି.ଏନ୍‌.ଏ): ନିମାପଡ଼ାରେ ଟ୍ରାଫିକ ଯନ୍ତ୍ରଣା ବଢ଼ିବାରେ ଲାଗିଛି। ନିତି ବହୁ ସଂଖ୍ୟାରେ ଯାନବାହାନ ଟ୍ରାଫିକ ଜାମ୍‌ ଯୋଗୁ ଅଟକି ରହୁଛି। ପର୍ଯ୍ୟଟକବାହୀ ଯାନ ହେଉ ଅବା...

ଯୋକଡ଼ିଆରେ ନିର୍ମାଣ ହେବ ୨ୟ ବ୍ୟାରେଜ

ରସୁଲପୁର,୧୩।୭(ଡି.ଏନ.ଏ.): ଯାଜପୁର ଜିଲାର ରସୁଲପୁର ବ୍ଲକ ଅଧୀନ ଯୋକଡ଼ିଆଠାରେ ୧୩୮ବର୍ଷ ପରେ ୨ୟ ବ୍ୟାରେଜ ନିର୍ମାଣ ହେବାର ପରିକଳ୍ପନା କରାଯାଇଛି। ଉକ୍ତ ବ୍ୟାରେଜ ନିର୍ମାଣ ପାଇଁ...

ଦାଦନ ଖଟିବାକୁ ଯାଉଥିବା ୮ନାବାଳକ ଷ୍ଟେଶନରୁ ଉଦ୍ଧାର

ରାୟଗଡା ଅଫିସ୍‌, ୧୮ା୬-  ଦାଦନ ଖଟିବାକୁ ଯାଉଥିବା ବେଳେ ମଙ୍ଗଳବାର ୮ଜଣ ନାବାଳକ ଉଦ୍ଧାର ହୋଇଛନ୍ତି । ଚାଇଲ୍ଡ ଲାଇନ୍‌ ସଦସ୍ୟ ଏମ୍‌.କ୍ରିଷ୍ଣାରାଓ, ଲକ୍ଷ୍ମଣ ଶବର,...

Advertisement
Archives

Model This Week