ଆଖିରେ ପଟି ବାନ୍ଧି ୫ ସେକେଣ୍ଡ୍‌ରେ ପିଆଜ କାଟୁଛନ୍ତି ଯୁବକ

ମୁମ୍ବାଇ,୨ା୧୦: ମହାରାଷ୍ଟ୍ରର ଜଣେ ଯୁବକ ଆଖିରେ ପଟି ବାନ୍ଧି ପିଆଜ କାଟି ପକାଉଛନ୍ତି। ଓ୍ବାଶିମ ଜିଲାର ସେଲୁ ବଜାରରେ ରହୁଥିବା ଜିତେଶଙ୍କ ଏପରି ଅଭିନବ କାମ ସମସ୍ତଙ୍କୁ ଚକିତ କରିଦେଇଛି। ଜିତେଶ ଯୁକ୍ତ ଦୁଇ ପର୍ଯ୍ୟନ୍ତ ପଢ଼ିଛନ୍ତି। ତାଙ୍କ ପିତା ୩୫ ବର୍ଷ ଧରି ଏକ ଛୋଟ ଚା’-ଜଳଖିଆ ଦୋକାନ କରିଛନ୍ତି।

ଜିତେଶଙ୍କ ପିତା କୁହନ୍ତି, ଜିତେଶ ଯେତେବେଳେ ଛୋଟ ଥିଲେ ସେ ତାଙ୍କୁ ପିଆଜ କାଟିବା କାମ ଦେଉଥିଲେ। ପିଆଜ କାଟିବା ଜିତେଶଙ୍କର ୧୭ ବର୍ଷ ହୋଇଗଲାଣି। ତାଙ୍କର ଏପରି ପିଆଜ କାଟିବା ଶୈଳୀ ଆଜି ପୂରା ଦୁନିଆରେ ଚର୍ଚ୍ଚାରେ ରହିଛି। ମାତ୍ର ୫ ସେକେଣ୍ଡରେ ଜିତେଶ ପିଆଜ କାଟି ଦେଇଥାନ୍ତି।

ଜିତେଶ କୁହନ୍ତି, ସେ ଛୋଟବେଳେ ଦୁଇଥର ଆଘାତ ପାଇଛନ୍ତି। ମାତ୍ର ପିଆଜ କାଟିବା ବନ୍ଦ କରିନାହାନ୍ତି। ସେ ପିଆଜକଟାରେ ଏତେ ଅଭ୍ୟସ୍ତ ହୋଇଗଲେ ଯେ, ଛୁରି ତାଙ୍କର ସାଥୀ ପାଲଟିଗଲା। ପିଆଜ କାଟିଲେ ଆଖିରୁ ଲୁହ ବାହାରେ ବୋଲି ଜିତେଶ ପ୍ରଥମେ ପଟି ବାନ୍ଧି ଥିଲେ। ଏହା ଏବେ ତାଙ୍କ ଅଭ୍ୟାସରେ ପରିଣତ ହୋଇଯାଇଛି। ଯାହା ଏବେ ଚର୍ଚ୍ଚାରେ ରହିଛି। ତାଙ୍କ ଦୋକାନକୁ ଆସୁଥିବା ଗ୍ରାହକମାନେ ଜିତେଶଙ୍କର ଏପରି କାମ ଦେଖି ଖୁବ୍‌ ପ୍ରଶଂସା କରନ୍ତି। ଦୋକାନରେ ପ୍ରତିଦିନ ୮ କେଜି ପିଆଜ କଟାଯାଏ। ଯାହାକୁ ୧ଘଣ୍ଟାରେ କାଟିଦିଅନ୍ତି ଜିତେଶ। ତାଙ୍କର ଏପରି କାର୍ଯ୍ୟ ଦେଖି ସମସ୍ତେ ପ୍ରଶଂସା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆଶାକର୍ମୀଙ୍କ ଆନ୍ଦୋଳନ

ଛତ୍ରପୁର,୯।୭(ଦିଲ୍ଲୀପି ସାମଲ): ଭାରତୀୟ ମଜଦୁର ସଂଘ ଅନୁମୋଦିତ ଓଡ଼ିଶା ରାଜ୍ୟ ଆଶାକର୍ମୀ ସଂଘ ଗଞ୍ଜାମ ଜିଲା ପକ୍ଷରୁ ୯ ଦଫା ଦାବି ନେଇ ଗୁରୁବାର ଗଞ୍ଜାମ ଜିଲାପାଳଙ୍କ…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

ସରକାରଙ୍କ ଅଣଦେଖା! ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଆଶାକର୍ମୀ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ କାର୍ଯ୍ୟରତ ଆଶାକର୍ମୀଙ୍କ ପ୍ରତି ସରକାର ଅଣଦେଖା ମନୋଭାବ ପୋଷଣ କରୁଛନ୍ତି । ଏଭଳି ଅଭିଯୋଗ ଆଣି ଗୁରୁବାର ଜିଲାପାଳଙ୍କ କାର୍ଯ୍ୟାଳୟରେ ରଣହୁଙ୍କାର ଦେଇଛନ୍ତି…

ପ୍ରଧାନମନ୍ତ୍ରୀ ମୋଦି କ୍ରିକେଟ ମ୍ୟାଚ ସହ ଟସ ବିଷୟରେ କାହିଁକି କହିଲେ? ହସ ରୋକି ପାରିଲେନି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଆଲବାନିଜ

ମେଲବୋର୍ନ,୯।୭: ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମେଲବୋର୍ନରେ ତାଙ୍କ ଭାଷଣ ସମୟରେ କ୍ରିକେଟ ବିଷୟ ଉଠାଇ ପରିବେଶକୁ ହାଲୁକା କରିଥିଲେ। ଏକ ମିଳିତ ପ୍ରେସ…

ଔଷଧୀୟ ଚାରାରୋପଣ କଲେ ବିଧାୟକ

ଛତ୍ରପୁର,୯।୭(ଦିଲ୍ଲୀପ ସାମଲ): ରୋଗୀଙ୍କ ନିରୋଗ ସ୍ବାସ୍ଥ୍ୟ କାମନା ନିମନ୍ତେ ଅଗ୍ରପୂଜ୍ୟ ମହାପ୍ରଭୁ ଶ୍ରୀ ଗଣେଶଙ୍କ ମୂର୍ତ୍ତୀ ଗୁରୁବାର ସ୍ଥାନୀୟ ଉପକଣ୍ଠ ଚିକିତ୍ସାଳୟରେ ପ୍ରତିଷ୍ଠା କରାଯାଇଛି। ଏହି ଅବସରରେ…

NDAରେ ଯୋଗ ଦେବେ ଶରଦ ପାଓ୍ବାର? କଳ୍ପନା ଜଳ୍ପନା ମଧ୍ୟରେ ଦଳ ଭିତରେ ମତଭେଦ

ମୁମ୍ବାଇ,୯।୭: ମହାରାଷ୍ଟ୍ରରେ ପୁଣି ଥରେ ଏକ ବଡ଼ ରାଜନୈତିକ ଅସ୍ଥିରତା ସୃଷ୍ଟି ହେବାର ଚର୍ଚ୍ଚା ଜୋର ଧରିଛି। ‘ଅପରେସନ ଟାଇଗର’ ପରେ, ‘ଅପରେସନ ଟୁଟାରି’ ସମ୍ପର୍କରେ ଆଲୋଚନା…

ମେଡ଼ିକାଲ ଯିବା ବାଟରେ ଖରାପ ହେଲା ଆମ୍ବୁଲାନ୍ସ: ୩ ଘଣ୍ଟା ଛଟପଟ ହୋଇ ଚାଲିଗଲା ନାବାଳିକାଙ୍କ ଜୀବନ

ଭବାନୀପାଟଣା,୯।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାରେ ଗୁରୁବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏକ ଆମ୍ବୁଲାନ୍ସ ଦୀର୍ଘ ୩ ଘଣ୍ଟା ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri