ମାଛ ଧରିବାକୁ ଯାଇ ଆଉ ଘରକୁ ଫେରିଲେନି ବ୍ୟକ୍ତି

ନିଶ୍ଚିନ୍ତକୋଇଲି,୧୩।୯(ସ୍ବପ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ଥାନା ଅଧୀନ ପଟନାଲିରେ ମାଛ ଧରିବାକୁ ଯାଇ ସଞ୍ଜୟ ରାଉତ ନାମକ ଜଣେ ବ୍ୟକ୍ତି ନିଖୋଜ ଥିଲେ। ତେବେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।
ସୂଚନାଯୋଗ୍ୟ, ସଞ୍ଜୟ ମାଛ ଧରିବା ପାଇଁ ଗ୍ରାମର ତ୍ରିନାଥ ମନ୍ଦିର ନିକଟରେ ଥିବା ଏକ କାଢ଼ା ନାଳରେ ଜାଲ ପକାଉଥିଲା ବେଳେ ପ୍ରଖର ଜଳସ୍ରୋତରେ ଭାସିଯାଇଥିଲେ। ଏହାଦେଖି ସ୍ଥାନୀୟ ଲୋକେ ଅଗ୍ନିଶମ କର୍ମଚାରୀଙ୍କୁ ସୂଚନା ଦେଇଥିଲେ। କର୍ମଚାରୀମାନେ ପହଞ୍ଚି ଖୋଜାଖୋଜି ଜାରି ରଖିଥିଲେ। ପରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଚାନକ ହସ୍ପିଟାଲ ପରିଦର୍ଶନ କଲେ ଏସ୍‌ପି, ପଚାରି ବୁଝିଲେ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା

ଛତ୍ରପୁର,୧୪।୧୧(ଡି.ଏନ୍‌.ଏ.): ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ଗୁରୁବାର ଅଚାନକ ଛତ୍ରପୁର ହସ୍ପିଟାଲ ପରିଦର୍ଶନ କରିବା ସହ ରୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ରୋଗୀଙ୍କୁ ଉତ୍ତମ...

କର୍ଲାପାଟ ହାତୀ ମୃତ୍ୟୁ ଘଟଣା: ନିଲମ୍ବିତ ହେଲେ ପ୍ରାଣୀଧନ ନିରୀକ୍ଷକ

ଭବାନୀପାଟଣା,୨୨।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାପାଟ ହାତୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ପ୍ରାଣୀ ସମ୍ପଦ ବିଭାଗ। କାର୍ଯ୍ୟରେ ଅବହେଳା ନେଇ କର୍ଲାପାଟ ପ୍ରାଣୀଧନ ନିରୀକ୍ଷକ...

ଅଟୋ ରିକ୍ସା ଧୋଇବାକୁ ନେବାବେଳେ ଦୁର୍ଘଟଣା; ଖସି ପଡି ଶିଶୁ ମୃତ, ଚଳାଉଥିବା ଛାତ୍ରଙ୍କ ଆତ୍ମହତ୍ୟା ଉଦ୍ୟମ

କେନ୍ଦୁଝର, ୧୨ା୮(ଡି.ଏନ.ଏ.): କେନ୍ଦୁଝର ସଦର ଥାନା ଅନ୍ତର୍ଗତ କେରୀ ଗ୍ରାମରେ ପିଉସା ଘରେ ରହି ପାଠ ପଢ଼ୁଥିବା ରାଜା ମହାନ୍ତ ନାମକ ଜଣେ ୧୦ମ ଶ୍ରେଣୀର...

ନୟାଗଡ଼ରେ ପୁଣି ଶିଶୁ ନିଖୋଜ

ଖଣ୍ଡପଡ଼ା,୧୩ା୧(ସ୍ବ.ପ୍ର): ନୟାଗଡ଼ ଜିଲା ଖଣ୍ଡପଡା ବ୍ଲ୍ଳକ ଅଧୀନ କିଆଝର ପଞ୍ଚାୟତର କିଆଝରପାଟଣା ଗ୍ରାମର ଜଣେ ୬ ବର୍ଷର ଶିଶୁ ମଙ୍ଗଳବାର ଅପରାହ୍ନରୁ ନିଖୋଜ ହୋଇଯାଇଛନ୍ତି। ଏ...

ମାଲକାନଗିରିରେ ବନ୍ୟା ପରିସ୍ଥିତି: କ୍ଷୟକ୍ଷତିର ସମୀକ୍ଷା କଲେ ରାଜସ୍ବ ମନ୍ତ୍ରୀ

କୋରୁକୋଣ୍ଡା,୩୧।୭(ଡି.ଏନ୍‌.ଏ.): ରାଜସ୍ବ ମନ୍ତ୍ରୀ ସୁଦାମ ମାରାଣ୍ଡୀ ବୁଧବାର ମାଲକାନଗିରି ଗସ୍ତରେ ଯାଇ ବନ୍ୟା ଜନିତ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି। ଗତ ୪ ଦିନ ଧରି ଲଗାଣ...

ମଧ୍ୟାହ୍ନଭୋଜନରେ ପୁଷ୍ଟିକର ଖାଦ୍ୟ ଦେବା ଲକ୍ଷ୍ୟ : ୧୮୫ ବିଦ୍ୟାଳୟରେ କିଚେନ ଗାର୍ଡେନ ବ୍ୟବସ୍ଥା

ନୟାଗଡ଼ ଅଫିସ,୧୬ା୯: ରାଜ୍ୟରେ ବିଭିନ୍ନ ସମୟରେ ମଧ୍ୟାହ୍ନଭୋଜନରେ ଛାତ୍ରୀଛାତ୍ରଙ୍କୁ ଭାତ ସହିତ ପାଣିଆ ଡାଲି ଦିଆଯାଉଥିବା ଅଭିଯୋଗ ହୋଇଥାଏ। ପିଲାଙ୍କୁ ଯେପରି ସୁଷମ ଓ ପୁଷ୍ଟିକର...

ବନ୍ଧଟିଆରେ ୧୨୦ ବର୍ଷ ଧରି ପୂଜା ପାଇ ଆସୁଛନ୍ତି ଗଜାନନ

ଧାମନଗର,୨।୯:(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବନ୍ଧଟିଆସ୍ଥିତ ଗଣେଶ ମଣ୍ଡପରେ ଗଜାନନଙ୍କ ପୂଜା ସୋମବାର ଧୂମ୍‌ଧାମ୍‌ରେ ପାଳିତ ହୋଇଛି। ଏହିଠାରେ ୧୨୦ ବର୍ଷ ପୂର୍ତ୍ତି ଉପଲକ୍ଷେ...

ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ଉଦ୍‌ଯାପିତ

ରିଷିଡା,୨୧।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ଉଚ୍ଚ ବିଦ୍ୟାଳୟରେ ବ୍ଲକସ୍ତରୀୟ ଶାରଦୀୟ କ୍ରୀଡ଼ା ଉତ୍ସବ ବୁଧବାର ଉଦ୍‌ଯାପିତ ହୋଇଯାଇଛି। ଏଥିରେ ୧୫୧ଜଣ ପ୍ରତିଯୋଗୀ...

Advertisement
Archives

Model This Week