ଆନନ୍ଦପୁର/ଘସିପୁରା,୩ା୭(ସ୍ବ.ପ୍ର./ଡି.ଏନ୍.ଏ.):କେନ୍ଦୁଝର ଜିଲା ଘସିପୁରା ଥାନା ଗୋପାଳପୁର ଗ୍ରାମ ନିକଟରେ ଥିବା ଏକ ଚାଷଜମିରୁ ରବିବାର ଜଣେ ଯୁବକଙ୍କ ମୃତଦେହ ଜବତ କରାଯାଇଛି। ମୃତଦେହ ଖାଳିଆମେଣ୍ଟା ହରିଜନ ସାହିର ହୃଷୀକେଶ ମଲ୍ଲିକଙ୍କର ବୋଲି ଜଣାପଡିଛି। ଖବର ପାଇ ଘସିପୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତକଙ୍କ ବାପା ବାଇନ ମଲ୍ଲିକ ପୁଅକୁ କେହି ହତ୍ୟା କରିଥିବା ଅଭିଯୋଗ କରିଛନ୍ତି। ତାଙ୍କ କହିବା ଅନୁଯାୟୀ, ଶନିବାର ସକାଳୁ କାମ କରିବାକୁ ଯାଇ ହୃଷୀକେଶ ଆଉ ଘରକୁ ଫେରି ନ ଥିଲେ। ବହୁ ଆଡେ ଖୋଜାଖୋଜି କରି ପରିବାର ଲୋକେ ନିରାଶ ହୋଇଥିଲେ। କିଛି ଦିନ ପୂର୍ବରୁ ହୃଷୀକେଶଙ୍କର ଗ୍ରାମର ଅନ୍ୟ ଜଣେ ଯୁବକଙ୍କ ସହିତ କୌଣସି କାରଣକୁ ନେଇ ପାଟିତୁଣ୍ଡ ଗଣ୍ଡଗୋଳିଆ ପରିସ୍ଥିତି ସୃଷ୍ଟି ହୋଇଥିବା ବାପା ପ୍ରକାଶ କରିଥିବାବେଳେ, ପୁଅକୁ ହତ୍ୟା କରାଯାଇଥିବା ସେ ଅଭିଯୋଗ କରିଛନ୍ତି। ପୋଲିସ ଏହି ଘଟଣାରେ ଜଣକୁ ଅଟକ ରଖି ପଚରାଉଚରା ଜାରି ରଖିଥିବାବେଳେ ସାଇଣ୍ଟିଫିକ୍ ଟିମ୍ ପହଞ୍ଚିବା ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ପୋଲିସ ସୂଚନା ଦେଇଛି।
ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ
ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…
ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍କୁ ନିଜେ ଦଖଲ କର’
ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…
ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ
ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…
୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା
ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…
ଶିବମ୍ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍-ସଟ୍’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା
ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…
ଅବସରକୁ ନେଇ ମୁହଁ ଖୋଲିଲେ ଶାମି
ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…
ଭାଜପାରେ ଯୋଗଦେଲେ ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍
ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍ କିମ୍ବଦନ୍ତୀ ଲିଆଣ୍ଡର ପେସ୍ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍…
LIVE ମ୍ୟାଚ୍ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO
ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK) ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…
Archives

