ଗାଧୋଉଥିବା ବେଳେ ନାଳରେ ବୁଡିଗଲେ ଯୁବକ

ଦେବଗଡ, ୭ା୧୨(ଡି.ଏନ.ଏ)-ବାରକୋଟ ଥାନା ଅନ୍ତର୍ଗତ ଗୁରୁସଙ୍ଗ ଗ୍ରାମରେ ରବିବାର ନାଳରେ ଗାଧୋଉଥିବା ସମୟରେ ଗୋଡ ଖସିଯିବାରୁ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁସଙ୍ଗ ଗ୍ରାମର ଦେବ ପ୍ରଧାନ(୨୫) ମଧ୍ୟାହ୍ନରେ ଗାଁ ନିକଟସ୍ଥ ଯୌତୁକ ନାଳରେ ଗାଧୋଉଥିଲେ । ଗୋଡ ଖସିଯିବାରୁ ପାଣିରେ ବୁଡିଯାଇଥିଲେ ା ଏହା ଦେଖି ନିକଟରେ ଗାଧୋଉଥିବା କେତେକ ଲୋକ ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ଏହା ସମ୍ଭବ ହୋଇ ନ ଥିଲା ା ଫଳରେ ସେମାନେ ଅଗ୍ନିସମ ବିଭାଗକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ ା ସୂଚନା ପାଇ ବାରକୋଟ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ଗଭୀର ଜଳ ମଧ୍ୟରୁ ଦେବଙ୍କର ମୃତଦେହ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା

ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ…

ଖେଳ ପଡିଆରୁ ଟେକି ନେଇ ନାବାଳିକାଙ୍କୁ ବଳାତ୍କାର, ୫୯ ବର୍ଷୀୟ ବ୍ୟକ୍ତି ଗିରଫ

ଦେବଗଡ,୧୦।୨(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୪ ବର୍ଷୀୟା ନାବାଳିକାକୁ ବଳାତ୍କାର ଅଭିଯୋଗରେ ଦେବଗଡ ଥାନା ପୋଲିସ ସୋମବାର ଖୁଂଟିଆପାଲି ଗ୍ରାମର ଗୌରହରୀ ବିଶ୍ୱାଳ(୫୯) ନାମକ ଜଣେ ବ୍ୟକ୍ତିକୁ…

ପଥର କୋଇଲା ବୋଝେଇ ପିକ୍‌ଅପ୍‌ ଜବତ, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ଦେବଗଡ଼,୨ା୨(ଶଶାଙ୍କ ଶେଖର ଝାଙ୍କର): ରିଆମାଳ ବ୍ଲକ ତଥା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଖିଲେଇ ନିକଟରୁ ବେଆଇନ ପଥର କୋଇଲା ବୋଝେଇ ଏକ ପିକ୍‌ଅପ୍‌କୁ ପୋଲିସ ଜବତ କରିଛି।…

ବଜେଟକୁ ନେଇ ପ୍ରତିକ୍ରିୟା ଦେଲେ ଶିକ୍ଷାବିତ୍, ସବୁ ଦିଗକୁ ଖୁସି…

ଦେବଗଡ,୧ା୨(ଶଶାଙ୍କ ଶେଖର ଝାଙ୍କର): ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୬ ବଜେଟ ଉପସ୍ଥାପିତ କରିଛନ୍ତି । ଏହାପରେ ଶିକ୍ଷାବିତଙ୍କ ଠାରୁ ଆରମ୍ଭ କରି ସାଧାରଣ ଲୋକଙ୍କ ପ୍ରତିକ୍ରିୟା ମଧ୍ୟ…

ନାବାଳିକା ପ୍ରେମିକା ଉଦ୍ଧାର : ବଳାତ୍କାର ଅଭିଯୋଗରେ ପ୍ରେମିକ ଗିରଫ

ଦେବଗଡ, ୧।୨ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାର ଜଣେ ନାବାଳିକା ପ୍ରେମିକାଙ୍କୁ ଉଦ୍ଧାର କରାଯାଇଥିବା ବେଳେ ବଳାତ୍କାର ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ଦେବଗଡ ପୋଲିସ…

ଅସଲି ଟ୍ରେଡିଂ କମ୍ପାନୀର ଫେକ୍‌ ଆପ୍‌, ହ୍ବାଟ୍ସଆପ୍‌ ଗ୍ରୁପ କରି ଲୁଟିଥିଲେ ୯୪.୬୨ ଲକ୍ଷ ଟଙ୍କା; ୩ ଯୁବକଙ୍କୁ ବାନ୍ଧିଲା…

ଦେବଗଡ, ୨୯ା୧ (ଶଶାଙ୍କ ଶେଖର ଝାଙ୍କର): ଅବସର ପ୍ରାପ୍ତ ଜଣେ ସରକାରୀ କର୍ମଚାରୀଙ୍କ ଠାରୁ ୯୪ ଲକ୍ଷ ୬୨ ହଜାର ୪୬୧ ଟଙ୍କା ସାଇବର ଠକେଇ ଅଭିଯୋଗରେ…

ଜିଲା ପ୍ରଶାସନର ଖାମଖିଆଲ ମନୋଭାବ: ଜିଲାପାଳଙ୍କ ସୋସିଆଲ ମିଡ଼ିଆ ପୋଷ୍ଟକୁ ନେଇ ବଢୁଛି ଦ୍ୱନ୍ଦ୍ୱ

ଦେବଗଡ,୨୭।୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା ପ୍ରଶାସନ ପକ୍ଷରୁ ପ୍ରଶାସନିକ ଯେକୌଣସି କାର୍ଯ୍ୟକ୍ରମ ସରିଲା ପରେ ନିଜର ସୋସିଆଲ ମିଡିଆରେ ପୋଷ୍ଟ କରିଥାନ୍ତି। ଯଦ୍ୱାରା ଜନସାଧାରଣଠୁ ଆରମ୍ଭ…

ଦେବଗଡ଼ରେ ଲଜ୍ଜା: ନାମଯଜ୍ଞ ଦେଖିବାକୁ ଯାଇ ବଳାତ୍କାରର ଶିକାର ହେଲେ ଶିଶୁକନ୍ୟା, ଚିତ୍କାର କରିବାରୁ…

ଦେବଗଡ଼,୨୬ା୧(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅଞ୍ଚଳରେ ୫ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ରବିବାର ରାତିରେ ନାମଯଜ୍ଞ ଦେଖିବାକୁ ଯାଇଥିବା ବେଳେ ବଳାତ୍କାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri