ଗାଧୋଉଥିବା ବେଳେ ନାଳରେ ବୁଡିଗଲେ ଯୁବକ

ଦେବଗଡ, ୭ା୧୨(ଡି.ଏନ.ଏ)-ବାରକୋଟ ଥାନା ଅନ୍ତର୍ଗତ ଗୁରୁସଙ୍ଗ ଗ୍ରାମରେ ରବିବାର ନାଳରେ ଗାଧୋଉଥିବା ସମୟରେ ଗୋଡ ଖସିଯିବାରୁ ପାଣିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଗୁରୁସଙ୍ଗ ଗ୍ରାମର ଦେବ ପ୍ରଧାନ(୨୫) ମଧ୍ୟାହ୍ନରେ ଗାଁ ନିକଟସ୍ଥ ଯୌତୁକ ନାଳରେ ଗାଧୋଉଥିଲେ । ଗୋଡ ଖସିଯିବାରୁ ପାଣିରେ ବୁଡିଯାଇଥିଲେ ା ଏହା ଦେଖି ନିକଟରେ ଗାଧୋଉଥିବା କେତେକ ଲୋକ ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ କରିଥିଲେ ମଧ୍ୟ ଏହା ସମ୍ଭବ ହୋଇ ନ ଥିଲା ା ଫଳରେ ସେମାନେ ଅଗ୍ନିସମ ବିଭାଗକୁ ଏ ସମ୍ପର୍କରେ ସୂଚନା ଦେଇଥିଲେ ା ସୂଚନା ପାଇ ବାରକୋଟ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ଘଟଣା ସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ଗଭୀର ଜଳ ମଧ୍ୟରୁ ଦେବଙ୍କର ମୃତଦେହ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ମିଶିଲେ ଦେବଗଡ଼ର ରାଣୀ ଅରୁନ୍ଧତୀ

ଭୁବନେଶ୍ୱର,୧୬।୪: ବିଜେଡିରେ ମିଶିଲେ ସମ୍ବଲପୁରର ଭାଜପା ଏମପି ନିତେଶ ଗଙ୍ଗଦେବଙ୍କ ପତ୍ନୀ ଅରୁନ୍ଧତୀ କୁମାରୀ ଦେବୀ। ଆଜି ସେ ବିଜେଡିରେ ସାମିଲ ହୋଇଛନ୍ତି । ସେ...

ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ପ୍ରାଣୀଧନ ଚିକିତ୍ସାଧିକାରୀ

ଦେବଗଡ଼,ରିଆମାଳ,୨୨ା୩( ଶଶାଙ୍କ ଶେଖର ଝାଙ୍କର/ନିରଞ୍ଜନ ବେହେରା):କୁକୁଡା ଫାର୍ମ ପାଇଁ ବିଦ୍ୟୁତ୍‌ ସଂଯୋଗ ଓ ସବ୍‌ସିଡି ପ୍ରଦାନ ପାଇଁ ଜଣେ ଚାଷୀଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା...

କଂଗ୍ରେସ ସାଧାରଣ ସମ୍ପାଦିକା ନିଯୁକ୍ତ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ମହିଳା କଂଗ୍ରେସର ବରିଷ୍ଠ ନେତ୍ରୀ ମିନତୀ ନାଏକ ପ୍ରଦେଶ ମହିଳା କଂଗ୍ରେସର ସାଧାରଣ ସମ୍ପାଦିକା ଭାବେ ନିଯୁକ୍ତ...

ମୋର ଟିକେଟ ଫାଇନାଲ

ଦେବଗଡ଼, ୧୪।୩ (ଶଶାଙ୍କ ଶେଖର ଝାଙ୍କର)ଦେବଗଡ଼ ଜିଲା ଗୋଟିଏ ବିଧାନସଭା ନିର୍ବାଚନମଣ୍ଡଳୀ। ଏଠାରେ ସବୁ ଦଳରେ ଅନେକ ଟିକେଟ ଆଶାୟୀ ଅଛନ୍ତି। ତେବେ ଟିକେଟ କିଏ...

ସ୍ବାମୀ-ପୁଅଙ୍କୁ ଛାଡି ପ୍ରେମିକଙ୍କ ସହ ଯାଇଥିଲେ, ମାଟିତଳୁ ମିଳିଲା ମୃତଦେହ

ଦେବଗଡ,୫।୩: ସ୍ବାମୀ ଓ ପୁଅକୁ ଛାଡି ପ୍ରେମିକ ସହ ଫେରାର ହୋଇଥିଲେ। ହେଲେ ଯେଉଁ ପ୍ରେମିକଙ୍କ ହାତ ଧରି ଘରର ଏରୁଣ୍ଡି ଡେଇଁଥିଲେ, ସିଏ ସାଜିଲା...

ମାଟିତଳୁ ମିଳିଲା ମହିଳାଙ୍କ ଗଳିତ ମୃତଦେହ: କୁକୁର ଟାଣିଟାଣି କାଢ଼ୁଥିଲା

ଦେବଗଡ଼,୨।୩(ଶଶାଙ୍କ ଶେଖର ଝାଙ୍କର): ମାଟି ତଳେ  ପୋତା ଯାଇଥିବା ମହିଳାଙ୍କ ଗଳିତ ମୃତଦେହ ଠାବ ହୋଇଛି। ତାଙ୍କୁ କେହି  ହତ୍ୟା କରିଥିବା  ସନ୍ଦେହ କରାଯାଉଛି। ଏଭଳି...

ଜଙ୍ଗଲ ଭିତରେ ନରକଙ୍କାଳ ଠାବ

ଦେଗଗଡ଼,୧୨ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା କାଉଁଶିବାହାଳ ଗାଁ ନିକଟ ଜଙ୍ଗଲ ଭିତରେ ସୋମବାର ଏକ ନରକଙ୍କାଳ ଠାବ କରାଯାଇଛି । ମଗରମୁହିଁ ହୁଲି ଜଙ୍ଗଲ...

ଲୁହାପଥର ଚୋରା ଚାଲାଣ କରୁଥିଲେ: ଧରାପଡ଼ିଲେ ପୋଲିସ କନଷ୍ଟେବଳ

ଦେବଗଡ଼,୯।୨(ଶଶାଙ୍କ ଶେଖର ଝାଙ୍କର): ଡେପୁଟି ଡାଇରେକ୍ଟର ଅଫ୍‌ ମାଇନ୍ସ ପକ୍ଷରୁ ଜବତ କରାଯାଇଥିବା ଲୁହାପଥର ଚାଲାଣ ବେଳେ ପୋଲିସ କନେଷ୍ଟବଳଙ୍କ ସହ ୪ଜଣ ଗିରଫ ହୋଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri