Advertisement

ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ପାପଡ଼ାହାଣ୍ଡି,୧୬ା୧୦(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ଜଟାବାଲ ଗ୍ରାମର ଝାରମୁଣ୍ଡାଠାରେ ବୁଡ଼ି ଜଣେ ଯୁବଙ୍କର ରବିବାର ମୃତ୍ୟୁ ଘଟିଛି। ତାଙ୍କ ନାମ ମିଳନ କୁଲଦୀପ(୧୮)। ସେ ପୋଖରୀକୁ ଗାଧୋଇବା ପାଇଁ କିଛି ପିଲାଙ୍କ ସହ ଯାଇଥିଲେ। ଏହି ସମୟରେ ସେ ପହଁରା ଜାଣି ନ ଥିବାରୁ ଗଭୀର ପାଣିରେ ବୁଡ଼ି ଯାଇଥିଲେ। କୁନିକୁନି ପିଲାମାନେ ବହୁ ସମୟ ଧରି ଦେଖି ମିଳନଙ୍କୁ ଡାକ ପକାଇଥିଲେ। ପରେ ଗ୍ରାମବାସୀଙ୍କୁ ଆସି ଖବର ଦେବା ପରେ ଗ୍ରାମବାସୀ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରି ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଯେଉଁଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତାଙ୍କ ଘର ଆଦିବାସୀଗୁଡ଼ାରେ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥ ଦାବି କରୁଛନ୍ତି ମହାପ୍ରୟାଣ ଗାଡ଼ି କର୍ମଚାରୀ : ପ୍ରହସନ ପାଲଟିଛି ଯୋଜନା

ରାଇସୁଆଁ,୮।୧୧(ଡି.ଏନ୍‌.ଏ.): ମହାପ୍ରୟାଣ ଗାଡ଼ିରେ ମେଡିକାଲରୁ ମୃତଦେହକୁ ସମ୍ମାନ ସହକାରେ ନେଇ ଶ୍ମଶାନରେ ପହଞ୍ଚାଇବା ପାଇଁ ସରକାର ବହୁ କୋଟି ଟଙ୍କା ଖର୍ଚ୍ଚ କରି ଚାଲିଛନ୍ତି। ମାତ୍ର...

ଆନନ୍ଦପୁର ଷ୍ଟାଡିୟମରେ ଖୋଲିଲା ପରିବା ବଜାର

ଆନନ୍ଦପୁର,୩୦।୩(ସ୍ବ.ପ୍ର.)-କରୋନା ଭାଇରସର ସଫଳ ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଉଛି। ପୌରପରିଷଦ ପକ୍ଷରୁ ଆନନ୍ଦପୁର ଅଞ୍ଚଳର ବିଭିନ୍ନ ସ୍ଥାନରେ ବୃଦ୍ଧି ପାଇଥିବା ପରିବା...

୩ ଇଞ୍ଜେକ୍ସନ ଦେବାରୁ ୨ ମାସର ଶିଶୁ ମୃତ

ଦଶମନ୍ତପୁର, ୨୭।୧୦(ଡି.ଏନ.ଏ.): ଏକା ସାଙ୍ଗରେ ୩ଟି ଇଞ୍ଜେକ୍ସନ ଦେବାରୁ ଏକ ୨ ମାସର ଶିଶୁପୁତ୍ରର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ଆଣିଛନ୍ତି ପରିବାର...

ଦଳୀୟ ପାର୍ଥିନୀଙ୍କ ସହ ପ୍ରଚାରରେ ବାହାରିଲେ କେନ୍ଦ୍ରମନ୍ତ୍ରୀ

ଝାରସୁଗୁଡ଼ା ଅଫିସ,୨୪।୫: ଆସନ୍ତା ୩୧ରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଛନ୍ତି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ...

ପୃଥକ୍‌ ଘଟଣାରେ ମିଳିଲା ୨ ଝୁଲନ୍ତା ମୃତଦେହ

ପାଟଣା,୧୩ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଓ ତୁରୁମୁଙ୍ଗା ଥାନା ଅଞ୍ଚଳରେ ସୋମବାର ପୃଥକ୍‌ ଘଟଣାରେ ୨ଜଣଙ୍କ ଝୁଲନ୍ତା ମୃତଦେହ ଜବତହୋଇଛି। ପାଟଣା ଥାନା ମାଛଗଡ଼ ପଞ୍ଚାୟତ...

ବନ୍ଦ ଘରୁ ମହିଳାଙ୍କ ମୃତଦେହ ଜବତ

ଦିଗପହଣ୍ଡି,୮ା୭(ଡି.ଏନ.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ସାହସପୁର ପଞ୍ଚାୟତ ହାଟପଦା ଗ୍ରାମରୁ ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି । ସେ ହେଲେ...

ଗାଁକୁ ମାଡ଼ି ଆସିଲା ସମୁଦ୍ର ଜୁଆର

ଗୋପାଳପୁର,୧୧।୭: ଗତ କିଛି ବର୍ଷ ଧରି ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମରେ ସମୁଦ୍ର ଜୁଆର ମାଡ଼ିଆସି ବହୁ ଧନ ସମ୍ପତ୍ତି ନଷ୍ଟ କରୁଛି।...

ଆଇସିୟୁ ପାଇଁ ଏମ୍‌ପି ପାଣ୍ଠିରୁ ୧କୋଟି ଦେଲେ ଭର୍ତ୍ତୃହରି

କଟକ ଅଫିସ, ୨୮ା୩: କଟକ ଏମ୍‌ପି ଭର୍ତ୍ତୃହରି ମହତାବ ରାଜ୍ୟରେ ‘କରୋନା’ ମୁକାବିଲା ପାଇଁ ଏମ୍‌ପି ପାଣ୍ଠିରୁ ୧କୋଟି ଟଙ୍କା ଏବଂ ୩ ମାସର ଦରମା...

Advertisement
Archives

Model This Week