ଖଇରା,୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା କ୍ଷିରିପଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଫୁଟାଉଥିବା ସମୟରେ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୁହଁ ପୋଡି ସେ ଗୁରୁତର ହୋଇଛନ୍ତି। ଗୁରୁତ ହେଲେ ସେକ ସକରୁଦ୍ଦିନ। ତାଙ୍କୁ ପ୍ରଥମେ ସୋର ଓ ପରେ ବାଲେଶ୍ୱର ମେଡିକାଲ ସ୍ଥାନାନ୍ତର କରାଯାଇଛି।
ଖଇରା,୪ା୧୧(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା କ୍ଷିରିପଦା ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବାଣ ଫୁଟାଉଥିବା ସମୟରେ ଦୁର୍ଘଟଣା ଘଟି ଜଣେ ଯୁବକଙ୍କ ମୁହଁ ପୋଡି ସେ ଗୁରୁତର ହୋଇଛନ୍ତି। ଗୁରୁତ ହେଲେ ସେକ ସକରୁଦ୍ଦିନ। ତାଙ୍କୁ ପ୍ରଥମେ ସୋର ଓ ପରେ ବାଲେଶ୍ୱର ମେଡିକାଲ ସ୍ଥାନାନ୍ତର କରାଯାଇଛି।
ମହେନ୍ଦ୍ରଗିରି ପର୍ୱତ, ଯେଉଁ ପର୍ୱତ ଦିନେ ଥିଲା ଶ୍ୱେତକମଣ୍ଡଳ ରାଜ୍ୟର ଅଂଶବିଶେଷ, ଯେଉଁ ପର୍ୱତକୁ ନିଜ କବିତାରେ ସ୍ଥାନ ଦେଇଛନ୍ତି ଗୋଦାବରୀଶ ମିଶ୍ର, ଗୋପବନ୍ଧୁ ଦାସ ଏବଂ…
ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…
ଖୋର୍ଦ୍ଧା,୧୫।୨(ପ୍ରଭାତ ପାଣିଗ୍ରାହୀ): ଖେର୍ଦ୍ଧା ବନଖଣ୍ଡ ଟାଙ୍ଗୀ ରେଜଂରେ କିଛି ଦିନ ହେଲା ଜଙ୍ଗଲୀ ହାତୀ ଓ ମଣିଷ ଲଢେଇ ଚାଲିଛି। କେତେବେଳେ ମଣିଷ ତ ଆଉ କେତବେଳେ…
କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…
ନୀଳଗିରି,୧୫ା୨(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ବରହମପୁର ଥାନା ଅଞ୍ଚଳର ଜଣେ ୧୬ ବର୍ଷୀୟା ନାବାଳିକା ଏକ କନ୍ୟା ସନ୍ତାନକୁ ଜନ୍ମଦେଇଛନ୍ତି। ଆଶାକର୍ମୀ ଦୀର୍ଘଦିନ…
ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାର୍ଦ୍ଦୁଳ ଗ୍ରାମରେ ଶୁକ୍ରବାର ବିଳମ୍ୱିତ ରାତିରେ ଏକ ଅମାନବୀୟ ଘଟଣା ଘଟିଛି। ଚୋର ସନ୍ଦେହରେ ଗ୍ରାମର କେତେଜଣ ଲୋକ ଜଣେ…
ଆମ ଦେଶରେ ଜାତୀୟତାବାଦର ଅତ୍ୟଧିକ ଚାହିଦା ରହିଛି, ହେଲେ ସବୁବେଳେ ଏଠାରେ ଏହାର ଅଭାବ ଥିବା ମନେହୁଏ। ମୋ ଜୀବନରେ ଅତିବାହିତ ସବୁ ଦଶନ୍ଧିରେ ‘ବନ୍ଦେ ମାତରମ୍’କୁ…
କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍ସ୍ତରୀୟ…