ବ୍ରିଜ୍‌ ଉପରୁ ମହାନଦୀକୁ ଡେଇଁଲେ ଯୁବକ

କଟକ ଅଫିସ,୧୧ା୩: କଟକ ଜିଲା କାନପୁର ଥାନା ଅନ୍ତର୍ଗତ ସିଧାମଳା ବ୍ରିଜ ଉପରୁ ମହାନଦୀକୁ ଡେଇଁ ଜଣେ ଯୁବକ ନିଖୋଜ ହୋଇଯାଇଛନ୍ତି। ଯୁବକଙ୍କ ପରିଚୟ ମିଳିପାରି ନାହିଁ। ଯୁବକଙ୍କୁ ପ୍ରାୟ ୨୫ ବର୍ଷ ହେବ ବୋଲି ସ୍ଥାନୀୟ ଲୋକେ କହିଛନ୍ତି।

ସ୍ଥାନୀୟ ଲୋକଙ୍କ କହିବାନୁଯାୟୀ, ପୂର୍ବାହ୍ନରେ ଜଣେ ଯୁବକ ସାଇକେଲରେ ଆସି ସିଧାମଳା ବ୍ରିଜ୍‌ ଉପରେ ସାଇକେଲ ରଖିଥିଲେ। ପରେ ମହାନଦୀକୁ ଡେଇଁ ପଡ଼ିଥିଲେ। ଏହା ଦେଖି ସ୍ଥାନୀୟ ଲୋକେ ଏନେଇ ପୋଲିସ ଓ ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ଲୋକେ ଯୁବକଙ୍କୁ ଖୋଜାଖୋଜି କରୁଛ


Enter your email to get our daily news in your inbox.

All Right Reserved By Dharitri.Com

କାନ୍ଥ ଧସି ୧ ମୃତ, ୨ ଆହତ

ସମ୍ବଲପୁର, ୧୩।୯(ବ୍ୟୁରୋ): ସମ୍ବଲପୁର ଜିଲା ଅଇଁଠାପାଲି ଥାନା ମାଲିପାଲି ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଘରର କାନ୍ଥ ଧସି ଜଣଙ୍କ ମୃତ୍ୟୁ...

ଡଙ୍ଗା ଯୋଗାଣରେ ଦୁର୍ନୀତି ଅଭିଯୋଗକୁ ବିିତିଲା ୩ ବର୍ଷ: ପୁନଃ ତଦନ୍ତ ଲାଗି ରାଜ୍ୟପାଳଙ୍କୁ ପତ୍ର

ଗୋପ,୨୫।୭(ଡି.ଏନ୍‌.ଏ.): ଗୋପରେ ୨୦୧୧ମସିହା ବନ୍ୟା ସମୟରେ ଗୋପ ବ୍ଲକ୍‌ରେ ଡଙ୍ଗା ଯୋଗାଣ ନାଁରେ ୧୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଦୁର୍ନୀତି ହୋଇଥିବା ଅଭିଯୋଗକୁ ତିନି ବର୍ଷ...

ଜରାଜୀର୍ଣ୍ଣ ବାତ୍ୟା ଆଶ୍ରୟସ୍ଥଳ, ତଟବନ୍ଧର ସୁରକ୍ଷା ଚିନ୍ତା

ପଟ୍ଟାମୁଣ୍ଡାଇ,୩୦।୧୦(ସ୍ବ.ପ୍ର.): ୧୯୯୯ ଅକ୍ଟୋବର ୨୯ ମହାବତ୍ୟାକୁ ୨୩ ବର୍ଷ ା ଆଜି ବି ଲୋକେ ଭୁଲି ପାରିନାହାନ୍ତି ସେଦିନ ା ସମୁଦ୍ରର ବିଶାଳ ଢ଼େଉ ,୩୦୦...

ଆଜି ରାଜ୍ୟରେ ୨୬ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ବୁଧବାର ୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୪ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ...

ବସ୍‌ ଓଲଟି ୩୦ରୁ ଊର୍ଦ୍ଧ୍ୱ ଆହତ: ୨ ଗୁରୁତର

ଢେଙ୍କାନାଳ ଅଫିସ,୨୨।୩: ଢେଙ୍କାନାଳ ଜିଲା ସଦର ଥାନା ବଣସିଂମେଡିକାଲ ଛକ ନିକଟରେ ମଙ୍ଗଳବାର ମଧ୍ୟାହ୍ନରେ ମା ସମଲେଈ ନାମକ ଏକ ଯାତ୍ରୀ ବାହି ବସ୍‌ ଦୁର୍ଘଟଣାଗ୍ରସ୍ତ...

ଅବହେଳିତ ଅବସ୍ଥାରେ ମା’ ଭଣ୍ଡାରଘରଣୀଙ୍କ ମୂଳପୀଠ

ନନ୍ଦାହାଣ୍ଡି,୨।୯(ଡି.ଏନ୍‌.ଏ.):ନବରଙ୍ଗପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମାଁ ଭଣ୍ଡାରଘରଣୀ। ନବରଙ୍ଗପୁର ଜିଲାବାସୀଙ୍କ ସହାୟତା ଓ ଚେଷ୍ଟା ଫଳରେ ନବରଙ୍ଗପୁର ସହର ମଝିରେ ମାଁ ଙ୍କର ଅତି ସୁନ୍ଦର...

ଏନ୍‌କାଉଣ୍ଟରରେ ୭ ମାଓବାଦୀ ନିହତ

ମାଲକାନଗିରି,୨୮ା୭ (ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତବର୍ତ୍ତୀ ଛତିଶଗଡରେ ଶନିବାର ପୋଲିସ ଏନ୍‌କାଉଣ୍ଟରରେ ୭ମାଓବାଦୀ ନିହତ ହୋଇଛନ୍ତି। ବସ୍ତର ଜିଲା ପିରିୟମକୋଟ ଜଙ୍ଗଲରେ ମାଓବାଦୀଙ୍କ ବୈଠକ ଚାଲିଥିବା ଏବଂ...

‘କଳା,ସଂସ୍କୃତିର ପରିଚୟ ମୟୂରଭଞ୍ଜ ମହୋତ୍ସବ’

ବାରିପଦା ଅଫିସ,୧୯ା୧୧: ବଣ ଜଙ୍ଗଲ ପରିବେଷ୍ଟିତ ମୟୂରଭଞ୍ଜ ଜିଲା କଳା ଓ ସଂସ୍କୃତି ପାଇଁ ବିଶ୍ୱ ଦରବାରରେ ପ୍ରସିଦ୍ଧ। ଜିଲାର କୋଣ ଅନୁକୋଣରେ ଲୁଚି ରହିଥିବା...

Advertisement
Archives

Model This Week