ଟ୍ରେନ ଧକ୍କାରେ ଯୁବକ ହରାଇଲେ ହାତ

କଣ୍ଟାବାଞ୍ଜି,୨୧।୫: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ରେଳ ଷ୍ଟେଶନ ନିକଟ ଟ୍ରେନ୍‌ ଲାଇନ୍‌ରୁ ଶୁକ୍ରବାର ଜଣେ ଯୁବକଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି। ଯୁବକଙ୍କ ଡାହାଣ ହାତ କଟି ଯାଇଛି। ଉଦ୍ଧାର ହୋଇଥିବା ଯୁବକ ଜଣକ ହେଲେ ଛତିଶଗଡ଼ ବାକବେହେରା ଗ୍ରାମର ଇମ୍ରାନ ହୁସେନ। ଇମ୍ରାନ କଣ୍ଟାବାଞ୍ଜିର ୧୫ ନମ୍ବର ୱାର୍ଡ ଆଶ୍ରାମପଡ଼ା ଶଶୁର ଘରେ ରହୁଥିଲେ। ମିଳିଥିବା ସୂଚନା ମୁତାବକ, ଇମ୍ରାନ ରେଳଷ୍ଟେସନ ପାଖ ୧୬୯ ୧-୨ ଖୁଣ୍ଟ ନିକଟରେ ଚେତାଶୂନ୍ୟ ଅବସ୍ଥାରେ ପଡିଥିଲେ। ଏକ ମାଳବାହୀ ଟ୍ରେନ ତାଙ୍କୁ ଧକ୍କା ଦେଇଥିବା ସନ୍ଦେହ କରାଯାଉଛି। ଫଳରେ ତାଙ୍କର ଡାହାଣ ହାତ କଟିଯାଇଛି। ଆର୍‌ପିଏଫ୍‌ ପୋଲିସ ଗୁରୁତର ଅବସ୍ଥାରେ ଇମ୍ରାନକୁ ଉଦ୍ଧାର କରି କଣ୍ଟାବାଞ୍ଜି ହସ୍ପିଟାଲରେ ଭର୍ତ୍ତି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାମୁରିଝରଣରେ ଅଗ୍ନିକାଣ୍ଡ, ୪ ବଖରା ଜଳିଗଲା

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଆଠମଲ୍ଲିକ ବ୍ଲକ ଆମ୍ବସରମୁ ପଞ୍ଚାୟତ ମାମୁରିଝରଣ ଗ୍ରାମରେ ଅଗ୍ନିକାଣ୍ଡ ଘଟି ପୁରୁଷୋତ୍ତମ ନାୟକ, ଟୁଟୁ ନାୟକଙ୍କ ୪ ବଖରା ଘର ଜଳିଯାଇଛି। ଅଗ୍ନିକାଣ୍ଡର ସଠିକ କାରଣ...

ଭାଜପା ପତାକା ଚିରି ଗାଡ଼ି ଭାଙ୍ଗିଲେ

ପିପିଲି/ଡେଲାଙ୍ଗ,୨୨।୯(ସ୍ବ.ପ୍ର./ଡି.ଏନ୍‌.ଏ.):ପିପିଲି ଉପନିର୍ବାଚନ ପାଇଁ ସୋମବାରଠାରୁ ବିଧିବଦ୍ଧ ପ୍ରଚାର ଆରମ୍ଭ ହୋଇଛି। ୩୦ତାରିଖରେ ଭୋଟ ହେବାକୁ ଥିବାରୁ ପ୍ରଚାର ପାଇଁ ହାତରେ ଆଉ ମାତ୍ର ୭ଦିନ ।...

ବ୍ୟବସାୟିକ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ ଘଟଣା: ଅଭିଯୁକ୍ତ ୩ ଭାଇ ଗଲେ ଜେଲ

ଦିଗପହଣ୍ଡି୨୮।୫(ଡି.ଏନ୍‌.ଏ.): ଦିଗପହଣ୍ଡି ପୋଲିସ ମଙ୍ଗଳବାର ଚକପଡ଼ା ଗ୍ରାମର ୩ ଭାଇଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ରଘୁନାଥ ପ୍ରଧାନ, ସୀତାରାମ ଓ...

ସରକାରୀ ଡାକ୍ତରଖାନାରେ ମିଳୁନି ବୁଷ୍ଟର ଡୋଜ

ଜି.ଉଦୟଗିରି,୨୫ା୪(ଡି.ଏନ୍‌.ଏ.): ଜି. ଉଦୟଗିରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ କନ୍ଧମାଳ ଜିଲାରେ ୬୦ ବର୍ଷରୁ କମ୍‌ ଲୋକଙ୍କୁ ବୁଷ୍ଟର ଡୋଜ ଦିଆ ଯାଉନାହିଁ। ଫଳରେ ଶହ ଶହ...

୫ ଫୁଟ୍‌ର ନାଗ ଉଦ୍ଧାର

ଚୌଦ୍ୱାର,୧୦।୫(ଡି.ଏନ.ଏ.)-ଚୌଦ୍ୱାର ପୌରପାଳିକା ଅନ୍ତର୍ଗତ ୧ନଂ ୱାର୍ଡ ଗୁପ୍ତେଶର ସାହି ସ୍ଥିତ ସନାତନ ଜେନାଙ୍କ ଘରୁ ରବିବାର ଏକ ୫ଫୁଟର ନାଗସାପ ଉଦ୍ଧାର କରାଯାଇଛି। ସାପଟି ସନାତନଙ୍କ...

ଏନ୍‌ଜିଟିରେ ବିଆର୍‌ପିଏଲ୍‌ ମାମଲା:ସାନି ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୮।୭: କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ (ବିଆର୍‌ପିଏଲ୍‌) କାରଖାନା ପରିସରରୁ ବାହାରକୁ ବର୍ଜ୍ୟଜଳ ନିର୍ଗତ ଅଭିଯୋଗ ଜଟିଳ ହେବାରେ ଲାଗିଛି। ରାଜ୍ୟ ପ୍ରଦୂଷଣ...

ସର୍ବ ଭାରତୀୟ ପ୍ରଧାନପାଟ୍‌ କପ୍‌ ଫୁଟବଲ ଟୁର୍ନାମେଣ୍ଟ: ଦେବଗଡ଼କୁ ହରାଇଲା ହୁଗୁଳି ଫୁଟବଲ ଏକାଡେମୀ

ଦେବଗଡ଼, ୧୦।୧(ଡି.ଏନ.ଏ.)-ପ୍ରଧାନପାଟ ଫୁଟବଲ କ୍ଲବ ଆନୁକୂଲ୍ୟରେ ସ୍ଥାନୀୟ ଇନ୍ଦିରାଗାନ୍ଧୀ ଷ୍ଟାଡିୟମଠାରେ ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ସର୍ବଭାରତୀୟ ପ୍ରଧାନପାଟ କପ ଫୁଟବଲ ଟୁର୍ନାମେଣ୍ଟ ପୁଲ...

ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ

କଟକ ଅଫିସ୍‌, ୬ା୭: ରାଜ୍ୟରେ ହାତୀବଂଶ ରକ୍ଷା ଏବଂ ସୁରକ୍ଷା ଦିଗରେ କ’ଣ ସବୁ ପଦକ୍ଷେପ ନିଆଯାଉଛି, ସେ ସମ୍ପର୍କରେ ବିସ୍ତୃତ ରିପୋର୍ଟ ସତ୍ୟପାଠ ମାଧ୍ୟମରେ...

Advertisement
Archives

Model This Week