ବାଇକ୍‌ ଦୁର୍ଘଟଣାରେ ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୨୫ା୧୦(ଡି.ଏନ୍‌.ଏ.)-ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି – ଫାଶୀଗୁଡ଼ା ରାସ୍ତାରେ ରବିବାର ୨ ବାଇକ୍‌ ମୁହଁାମୁହିଁ ଧକ୍କା ହେବାରୁ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକ ହେଲେ ଦିଗପହଣ୍ଡି ଥାନା ଭୀଷ୍ମଗିରି ଗ୍ରାମ କାର୍ଯୀ ସାହିର ଶୁଭେନ୍ଦୁ ପଣ୍ଡା। ସେ ଡେଙ୍ଗାଓସ୍ତା ବଜାରରେ କାମସାରି ମା’ଙ୍କୁ ବାଇକ୍‌ରେ ନେଇ ଘରକୁ ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ପାଟପୁର ଥାନା କଲରାପଦର ଗ୍ରାମର ମନୋଜ ସେଠୀଙ୍କ ବାଇକ୍‌ ସହ ତାଙ୍କର ଧକ୍କା ହୋଇଥିଲା। ଏଥିରେ ଶୁଭେନ୍ଦୁ ଓ ମନୋଜ ଗୁରୁତର ହୋଇଥିଲେ। ଦିଗପହଣ୍ଡି ପୋଲିସ ପହଞ୍ଚତ୍ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲା। ସେଠାରେ ଡାକ୍ତର ଶୁଭେନ୍ଦୁଙ୍କୁ ମୃତ ଘୋଷଣା କରିଥିଲେ। ମନୋଜଙ୍କୁ ସଙ୍କଟାପନ୍ନ ଅବସ୍ଥାରେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ମା’ ଦୁର୍ଗାଙ୍କ ନବରାତ୍ର ପୂଜା ଆରମ୍ଭ, ଉତ୍ସବ ମୁଖର ଗାଁଠୁ ସହର

ଛତ୍ରପୁର,୧୧।୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ଅଗସ୍ତି ନୂଆଗାଁ ଗ୍ରାମର କଲ୍ୟାଣୀ ଯୁବକ ସଂଘ ପକ୍ଷରୁ ରବିବାର ମା’ ଦୁର୍ଗାଙ୍କ ନବରାତ୍ର ପୂଜା…

ଦିଗପହଣ୍ଡିରେ ଚର୍ଚ୍ଚା; ସ୍ୱପ୍ନରେ ଆସି ଏଭଳି କହିଲେ ମା’ କାଳୀ, ପୋଖରୀ ପାଣିରୁ ମିଳିଲା….

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମର ବି.ଯୁଧିଷ୍ଠିର ରେଡ୍ଡୀଙ୍କ ଝିଅ କାମିନୀ ରେଡ୍ଡୀଙ୍କ ସ୍ବପ୍ନରେ ଆସିଲେ ମା’ କାଳୀ…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

କୁଶପଲ୍ଲୀ ଚଳଚଞ୍ଚଳ: ମା’ ଚାମୁଣ୍ଡାଙ୍କ ପୀଠରେ ଆରମ୍ଭ ହେଲା ନବରାତ୍ର ପୂଜା

ଗଞ୍ଜାମ,୧୧ା୧୦(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ୍‌ ମଲାଡ଼ ପଞ୍ଚାୟତ ଅନ୍ତର୍ଗତ କୁଶପଲ୍ଲୀସ୍ଥିତ ମା’ ଚାମୁଣ୍ଡାଙ୍କ ପୀଠରେ ଶାରଦୀୟ ଦୁର୍ଗାପୂଜା ଅବସରରେ ୯ ଦିନବ୍ୟାପୀ ନବରାତ୍ର ପୂଜା ଓ ଅଖଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?