ହାତୀ ଘଉଡାଇବାକୁ ଯାଇ ଜୀବନ ହାରିଲେ ଯୁବକ

ବଣାଇଁ,୪।୯(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନାଞ୍ଚଳ ସରସରା ସେକସନ କୁଲୁକୁତାରେ ଏକ ଦୁଃଖଦ ଘଟଣା ଘଟିଛି। କୁଲୁକୁତା ଅଞ୍ଚଳରେ ପ୍ରାୟ ୭ ଦିନ ଧରି ଏକ ଗୋଠଛଡା ଦନ୍ତା ଘୁରି ବୁଲି ଆତଙ୍କ ସୃଷ୍ଟି କରୁଥିଲା l ଧନ ଜୀବନ ହାନୀ ଆଶଙ୍କାରେ ଅଞ୍ଚଳବାସୀ ବନବିଭାଗର ସହାୟତା ଲୋଡି ହାତୀ ଘଉଡାଇବା କାର୍ଯ୍ୟରେ ସହଯୋଗ କରିଥିଲେ। ଗତକାଲି କୁଲୁକୁତା ମୁଣ୍ଡାବସ୍ତିର ଗୋବିନ୍ଦ ମୁଣ୍ଡା ବନବିଭାଗ ସହ ହାତୀ ଘଉଡାଇବାକୁ ଯାଇ ହାତୀର ପାଲଟା ଆକ୍ରମଣର ଶିକାର ସାଜି ମୃତ୍ୟୁବରଣ କରିଥିବା ଜଣାପଡିଛି l ଆଜି ସକାଳେ ଘଟଣାସ୍ଥଳରୁ ବନବିଭାଗ ମୃତଦେହ ଉଦ୍ଧାର କରି ବଣାଇଁ ଉପଖଣ୍ଡ ଚିକିତ୍ସାଳୟକୁ ବ୍ୟବଚ୍ଛେଦ ନିମନ୍ତେ ପଠାଇଛନ୍ତି l ଗ୍ରାମରେ ଉତ୍ତେଜନା ନେଇ ବନବିଭାଗ ପକ୍ଷରୁ ବୁଝାସୁଝା ପରେ ପରିସ୍ଥିତି ଶାନ୍ତ ରହିଛି l ଏଭଳି ଘଟଣାରେ କ୍ଷତିଗ୍ରସ୍ତ ପରିବାର ପ୍ରତି ସମବେଦନା ଜଣାଇ ମୃତକଙ୍କ ପରିବାରବର୍ଗଙ୍କୁ ଉପଯୁକ୍ତ କ୍ଷତିପୂରଣ ଦିଆଯିବା ପ୍ରକ୍ରିୟା ଚାଲିଥିବା ବଣାଇଁ ଡିଏଫଓ ଲଳିତ ପାତ୍ର ସୂଚନା ଦେଇଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

୨୯୧ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା TMC: ନନ୍ଦିଗ୍ରାମ ନୁହେଁ, ଏହି ଆସନରୁ ଲଢିବେ ମମତା ବାନାର୍ଜୀ

କୋଲକାତା,୧୭।୫: ତୃଣମୂଳ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। କାଳିଘାଟସ୍ଥିତ ଟିଏମସି କାର୍ଯ୍ୟାଳୟରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର ସୁପ୍ରିମୋ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

କ୍ଷୁଦ୍ର ବ୍ୟବସାୟୀଙ୍କୁ ଥଇଥାନ କରାଯାଉ: ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୧୭।୩(ଦିଲ୍ଲୀପ ସାମଲ): ବ୍ରହ୍ମପୁର ନୂତନ ବସଷ୍ଟାଣ୍ଡର କ୍ଷୁଦ୍ର ବ୍ୟବସାୟୀ ମାଙ୍ଗଳିକ ସଂଘ ଥଇଥାନ ନିମନ୍ତେ ଜିଲାପାଳଙ୍କୁ ସାକ୍ଷାତ କରି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନା ଥାଉକି, ଦୀର୍ଘ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri