Posted inଫୁରସତ

କୁମ୍ଭୀର ପାଟିରେ ମୁଣ୍ଡ ପୁରାଇଲେ ଯୁବକ: ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ କୁମ୍ଭୀର ପାଟିରେ ଜଣ ଯୁବକ ମୁଣ୍ଡ ରଖିଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, କୁମ୍ଭୀରଟି ଆଁ କରି ରହିଛି। ଏହି ସମୟରେ ନାଲି ଡ୍ରେସ ପିନ୍ଧିଥିବା ଜଣେ ଯୁବକ ତାଙ୍କ ମୁଣ୍ଡକୁ ନେଇ କୁମ୍ଭୀର ପାଟିରେ ପୁରାଉଛନ୍ତି। କିଛି ସେକେଣ୍ଡ ପରେ ହଠାତ୍‌ କୁମ୍ଭୀରଟି ତାଙ୍କ ମୁଣ୍ଡକୁ କାମୁଡି ଦେଉଛି। ପରେ ଯୁବକ ଜଣକ କୌଶଳକ୍ରମେ କୁମ୍ଭୀର ପାଟିରୁ ବର୍ତ୍ତି ଯାଉଥିବା ଦେଖିବାକୁ ମିଳିଛି। ଏହି ଭିଡିଓକୁ When Animal Attack ପକ୍ଷରୁ ଟୁଇଟ କରାଯାଇଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।

https://twitter.com/Animalsandfools/status/1325176647469817856


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ଏଭଳି କହିଦେଲେ ଛାତ୍ରୀଛାତ୍ର, ଭାବବିହ୍ୱଳ ହୋଇଗଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଜବେକିସ୍ତାନ ଗସ୍ତ ସମୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ଉଜବେକିସ୍ତାନର ଛାତ୍ରୀଛାତ୍ରମାନେ ମୋଦିଙ୍କ ଦ୍ୱାରା ଲିଖିତ…

ନିଶାମୁକ୍ତ ସମାଜ, ସାଇବର ଠକେଇ ରୋକିବାକୁ ପୋଲିସର …

କେସିଙ୍ଗା, ୩୧ା୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଆଦର୍ଶ ଥାନା ପକ୍ଷରୁ ଉତ୍‌କେଲା ଫାଣ୍ଡି ଅଧୀନସ୍ଥ କିକିଆ ଗ୍ରାମରେ ନିଶାମୁକ୍ତ ଅଭିଯାନ ଓ ସାଇବର କ୍ରାଇମ୍‌…

ଏହି ୪ ରାଶିଙ୍କ ଉପରେ ଥାଏ ଭାଗ୍ୟର ଆଶୀର୍ବାଦ: କମ ପରିଶ୍ରମରେ ମିଳିଥାଏ ବଡ଼ ସଫଳତା

ଭୁବନେଶ୍ୱର: ଆପଣ ମଧ୍ୟ ଏପରି ଲୋକଙ୍କୁ ଦେଖିଥିବେ, ଯେଉଁମାନଙ୍କୁ ଜୀବନରେ ଅନେକ କିଛି ସହଜରେ ମିଳିଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ କିଛି ରାଶି ଜାତକଙ୍କ ଉପରେ ଗ୍ରହ…

ମୋଦି ସରକାରର ଦୁଇ ମନ୍ତ୍ରୀଙ୍କ ମଧ୍ୟରେ ପ୍ରବଳ ଝଗଡା: ପରସ୍ପର ଇସ୍ତଫା କଲେ ଦାବି: ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ,୩୧।୮: ମୋଦି କ୍ୟାବିନେଟର ଦୁଇ ମନ୍ତ୍ରୀ ଜିତନ ରାମ ମାଞ୍ଝି ଏବଂ ଚିରାଗ ପାସୱାନଙ୍କ ମଧ୍ୟରେ ଝଗଡା ଚରମସୀମାରେ ପହଞ୍ଚିଛି । ସେମାନଙ୍କ ମଧ୍ୟରେ ତିକ୍ତତା ଏପରି…

କଳା ଓ ସଙ୍ଗୀତରେ ଚମକିଲେ ଭାଇ-ଭଉଣୀ: ପ୍ରାଚୀଙ୍କ ସଙ୍ଗୀତରେ ଝୁମିଲେ ଦର୍ଶକ

ଗଞ୍ଜାମ, ୩୧/୮ (ବିଦ୍ୟାଧର ସାହୁ): ବିବିଧ ଫାଉଣ୍ଡେଶନ୍‌ କଳା ଓ ସଂସ୍କୃତି ପକ୍ଷରୁ ଆୟୋଜିତ ପ୍ରତିଯୋଗିତାରେ ପାରଦର୍ଶିତା ଦେଖାଇଛନ୍ତି ଗଞ୍ଜାମ ସହରର ଭାଇ-ଭଉଣୀ। ପ୍ରାଚୀଙ୍କ ସଙ୍ଗୀତର ମୂର୍ଚ୍ଛନାରେ…

ଦିନେ ମୋଦି କରିଥିଲେ ପ୍ରଶଂସା, ଏବେ ଜୀବିକା ହରାଇବେ ଏହି ମହିଳା: କାହାଣୀ ଶୁଣିଲେ…

ନୂଆଦିଲ୍ଲୀ,୩୧।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ କି ବାତ’ର ୧୩୭ତମ ଏପିସୋଡରେ ବେଙ୍ଗାଲୁରୁର ଜଣେ ରାସ୍ତା ବିକ୍ରେତା ଟି.ଏସ. ନିଙ୍ଗାମ୍ମାଙ୍କ କାହାଣୀ ଶେୟାର କରିଥିଲେ। ପ୍ରଧାନମନ୍ତ୍ରୀ ତାଙ୍କ…

ଭୁବନେଶ୍ୱର, ଝାରସୁଗୁଡ଼ା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌

ଢେଙ୍କାନାଳ,୩୧।୮(ରତନ ନାୟାର): ଭୁବନେଶ୍ୱର, ଝାରସୁଗୁଡା ପରେ ଢେଙ୍କାନାଳରେ ଖୋଲିଲା ଚାଉଳ ଏଟିଏମ୍‌। ସୋମବାର ସ୍ଥାନୀୟ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ନିକଟରେ ଖାଦ୍ୟ, ଯୋଗାଣ ଓ ଖାଉଟି…

ଜିଲାସ୍ତରୀୟ ଜନଶୁଣାଣି: ୨୨୧ ଅଭିଯୋଗ ଶୁଣିଲେ ଜିଲାପାଳ-ଏସପି

ଦାରିଙ୍ଗବାଡି, ୩୧।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତ ସମିତି କାର୍ଯ୍ୟାଳୟ ଠାରେ ଥିବା ସଭାଗୃହରେ ସୋମବାର ଜିଲାସ୍ତରୀୟ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri