କଲେଜ ଛକରେ ବସିଥିଲେ ଯୁବକ: ୧୦ରୁ ଅଧିକ ଆସି ନିର୍ଧୂମ ଛେଚିଲେ

ପଦ୍ମପୁର,୯।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ କରଞ୍ଜ ଆଡ଼ିଆ ଗ୍ରାମର ଜଣେ ଯୁବକଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଛି। ସେ ହେଲେ ଗ୍ରାମର ପ୍ରଫୁଲ୍ଲ କୁମାର ପୁହାଣ। ବୁଧବାର ରାତିରେ ପ୍ରଫୁଲ୍ଲ କରଞ୍ଜ ଆଡ଼ିଆ କଲେଜ ଛକଠାରେ ବସିଥିବା ବେଳେ ୧୦ରୁ ଊଦ୍ଧର୍‌ବ ଯୁବକ ମାରଣାସ୍ତ୍ରରେ ତାଙ୍କୁ ଆକ୍ରମଣ କରିଥିଲେ। ପ୍ରାଥମିକ ଚିକିତ୍ସା ପରେ ଗୁରୁତର ଅବସ୍ଥାରେ ତାଙ୍କୁ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଏ ନେଇ ଥାନାରେ କେସ ନଂ ୨୨୫/୨୧ ମାମଲା ରୁଜୁ ହୋଇ ତଦନ୍ତ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ ପରିସରରେ ମିଳିଲେ ଜୀବନସାଥୀ

ଚୌଦ୍ୱାର,୨୬।୨(ଡି.ଏନ.ଏ.): ଚୌଦ୍ୱାର ଜେଲ୍‌ ପ୍ରତୀକ୍ଷାଳୟ ଗୃହରେ ନବବଧୂ ବେଶରେ ସଜେଇ ହୋଇ ବସିଥିଲେ ମଞ୍ଜୁ ଚାତାର(୧୮)। କାଖରେ ଧରିଥିଲେ ୩ ମାସ ୪ଦିନର ଶିଶୁପୁତ୍ର। ସାଙ୍ଗରେ...

ସ୍ବାମୀଙ୍କୁ ବଞ୍ଚାଇବାକୁ ଗୁଳିରେ ମଲେ ସ୍ତ୍ରୀ

ନୂଆପଡ଼ା ଅଫିସ,୧୬।୯:ରାତି ଅଧରେ ଦାଦାବଟି ମାଗିବାକୁ ଆସିଲେ। ବନ୍ଧୁକ ଦେଖାଇ ଘର ମୁରବିଙ୍କୁ ଭୟଭୀତ କରାଇଲେ। ବନ୍ଧୁକଧାରୀଙ୍କ ଦାବି ମୁତାବକ ୧୦ ହଜାର ଟଙ୍କା ଦେବାରେ...

ବିଦେଶୀ ମଦ ଜବତ, ଜଣେ ଗିରଫ

ବ୍ରହ୍ମପୁର ଅଫିସ ,୧୯ା୪-କରୋନା ଦୃଷ୍ଟିରୁ ସାରା ଭାରତରେ ଲକ୍‌ଡାଉନ ଘୋଷଣା କରାଯାଇଛି। ସେହିପରି ଓଡ଼ିଶାରେ ମଧ୍ୟ ଲକ୍‌ଡାଉନ ବଳବତ୍ତର ଥିବା ବେଳେ ରାଜ୍ୟର ସମସ୍ତ ମଦ...

୨ ଭାଲୁ ଆକ୍ରମଣରେ ୬ ଗୁରୁତର

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି।...

ଜଳିଗଲା ୯ ବଖରା: ଖୋଲା ଆକାଶ ତଳେ ବିପନ୍ନ ପରିବାର

ସିଂହପୁର,୧୧।୧(ଡି.ଏନ୍‌.ଏ.) : ଯାଜପୁର ଜିଲା ବିଞ୍ଝାରପୁର ତହସିଲ ଅନ୍ତର୍ଗତ ଜରି ଓ ବାଙ୍ଗରାରେ ଭୟାବହ ଅଗ୍ନିକାଣ୍ଡ ଘଟି ୯ ବଖରା ଜଳି ପାଉଁଶ ହୋଇଯାଇଛି। ବାଙ୍ଗରା...

ପୋଲିସକୁ ମାମୁ ଡାକିବାରୁ ଛାତ୍ରଙ୍କୁ ମାଡ଼

ନିଶ୍ଚିନ୍ତକୋଇଲି,୩।୪(ସ୍ବ.ପ୍ର.): ପୋଲିସକୁ ମାମୁ ଡାକିବା ଜଣେ ପଞ୍ଚମ ଶ୍ରେଣୀ ଛାତ୍ରଙ୍କୁ ମହାଙ୍ଗା ପଡ଼ିଛି। ଏନେଇ ତାଙ୍କୁ ଜଣେ ପୋଲିସ ଅଧିକାରୀ ନିସ୍ତୁକ ମାଡ଼ ମାରିଛନ୍ତି। ସମ୍ପୃକ୍ତ...

ଅର୍ଚ୍ଚନାଙ୍କ ପୈତୃକ ବାସଭବନରେ ଇଡିର ଚଢ଼ାଉ

କେସିଙ୍ଗା/ଜୁନାଗଡ଼,୧୦ା୧୧(ଡି.ଏନ୍‌.ଏ.): ସମଗ୍ର ରାଜ୍ୟରେ ବହୁ ଚର୍ଚ୍ଚିତ ଲେଡି ବ୍ଲାକ୍‌ମେଲର ଅର୍ଚ୍ଚନା ନାଗଙ୍କ କଳାହାଣ୍ଡି ଜିଲା କେସିଙ୍ଗାସ୍ଥିତ ପିତାଙ୍କ ବାସଭବନରେ ଇଡି ଚଢ଼ାଉ କରିଛି। ଗୁରୁବାର ସକାଳେ...

ଆନନ୍ଦପୁରରେ ୫ ପରୀକ୍ଷାକେନ୍ଦ୍ରରେ ୧୪୪ ଧାରା

ଆନନ୍ଦପୁର,୧୯। ୨(ସ୍ବ.ପ୍ର.)- କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ୫ ମାଟ୍ରିକ୍‌ ପରୀକ୍ଷାକେନ୍ଦ୍ରରେ ୧୪୪ ଧାରା ଲାଗୁ କରାଯାଇଛି। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ଭାବେ ପରିଗଣିତ ଏହି...

Advertisement
Archives

Model This Week