Posted inଫୁରସତ

ମାଲିକ ଚାକିରିରୁ ବାହାର କରିଦେବାରୁ ଯୁବକ ନେଲେ ଏମିତି ପଦକ୍ଷେପ

ମାଲିକ ଚାକିରିରୁ ବାହାର କରିଦେବା ଜଣେ ବ୍ୟକ୍ତିଙ୍କ ପାଇଁ ନିଶ୍ଚିତ ଅପମାନଜନକ ହୋଇଥାଏ। କିଛି ଲୋକ ଚୁପ୍‌ଚାପ ଚାଲି ଯାଉଥିବା ବେଳେ ଆଉ କିଛି ଲୋକ ଅପମାନକୁ ବରଦାସ୍ତ କରିପାରନ୍ତି ନାହିଁ। ତେଣୁ ଏହାର ପ୍ରତିଶୋଧ ନେବା ପାଇଁ ପ୍ରୟାସ କରିଥାନ୍ତି।

ଆମେରିକାର ଜଣେ ଯୁବକଙ୍କ କ୍ଷେତ୍ରରେ ଏପରି ଘଟିଛି। ଉତ୍ତର କ୍ୟାରୋଲିନାର ଥଣ୍ଡର ରୋଡ୍‌ସ୍ଥିତ ଓ୍ବାଲମାର୍ଟ ଷ୍ଟୋରରେ ଜେଣ୍ଟ୍ରି ନାମକ ଜଣେ ୩୨ ବର୍ଷୀୟ ଯୁବକ କାମ କରୁଥିଲେ। କୌଣସି କାରଣରୁ ମାଲିକ ତାଙ୍କୁ ଚାକିିରିରୁ ବାହାର କରିଦେଲେ। ଏଥିରେ ସେ ରାଗି ଘରକୁ ଆସି କାର୍‌ ନେଇ ସିଧା ଷ୍ଟୋର୍‌ ଭିତରେ ପୂରାଇ ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଚଳାଇଛି। ପୋଲିସ କହିଛି ଦୋକାନରେ ଅନ୍ୟ କୌଣସି କ୍ଷତି ଘଟିନାହିଁ। ମାତ୍ର ବହୁତ ସାମଗ୍ରୀ ନଷ୍ଟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋବୋଡଗ୍‌ ଆଷ୍ଟ୍ରୋ

ଫ୍ଲେ।ରିଡା ଆଟ୍‌ଲାଣ୍ଟିକ ୟୁନିଭର୍ସିଟିର ଗବେଷକମାନେ ଏକ ରୋବୋଡଗ୍‌ ବିକାଶ କରିଛନ୍ତି। ଏହାର ନାମ ରଖାଯାଇଛି ଆଷ୍ଟ୍ରୋ। ଡୋବରମ୍ୟାନ୍‌ ମୁଣ୍ଡ ଆକାରର ୩ଡି ପ୍ରିଣ୍ଟେଡ ମୁଣ୍ଡ ଥିବା...

ଅଦରକାରୀ ପାର୍ଟସ୍‌ରେ ଦିବ୍ୟାଙ୍ଗ ତିଆରି କଲେ ଇ-ବାଇକ୍‌

ସୁରଟ୍‌: ଦୃଢ଼ ଇଚ୍ଛାଶକ୍ତି ଆଗକୁ ବାଟ କଢାଇନିଏ ଯାହା ହୋଇଛି ବିଷ୍ଣୁ ପଟେଲଙ୍କ କ୍ଷେତ୍ରରେ। ଗୁଜରାଟର ସୁରଟ୍‌ ନିବାସୀ ବିଷ୍ଣୁ ଜଣେ ଦିବ୍ୟାଙ୍ଗ। ବୟସ ୬୦...

ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ

ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା...

କଭି କଭି ମେରେ ଦିଲ୍‌ ମେଁ…

୧୯୭୬ରେ ୟସ୍‌ ଚୋପ୍ରା ନିର୍ମାଣ କରିଥିଲେ ଫିଲ୍ମ ‘କଭି କଭି’। ‘କଭି କଭି’ ରିଲିଜ୍‌ ହେବା ପରେ ଭାରତୀୟ ସଙ୍ଗୀତ ଜଗତରେ ଚହଳ ପକେଇ ଦେଇଥିଲା...

ଆଜି ହୋଇଥିଲା ଦେଶରେ ପ୍ରଥମ ମୋବାଇଲ କଲ୍‌, ଜାଣନ୍ତୁ କିଏ କାହାକୁ କରିଥିଲେ ଫୋନ୍‌

ଆଜିର ସମୟରେ, ମୋବାଇଲ ଫୋନ ବିନା ଜୀବନ କଳ୍ପନା କରାଯାଇପାରିବ ନାହିଁ। କିନ୍ତୁ ୨୫ ବର୍ଷ ପୂର୍ବେ, ଲୋକମାନେ ମୋବାଇଲ ଫୋନ ବିନା ନିଜ କାମ...

ବିକ୍ରି ହେବ ସବୁଠୁ କ୍ଷୀପ୍ର ଗତିରେ ଚାଲୁଥିବା କାର୍‌

ସବୁଠୁ କ୍ଷୀପ୍ର ଗତିରେ ଚାଲୁଥିବା କାର୍‌ ବିକ୍ରି ହେବା ପାଇଁ ପ୍ରସ୍ତୁତି ହୋଇରହିଛି। ଏହି କାର୍‌ର ନାମ ବ୍ଲଡହାଉଣ୍ଡ ସୁପରସୋନିକ୍‌ କାର୍‌। ଏହା ୨୦୧୯ ମସିହାରେ...

ନବଜାତ ଶିଶୁ କେବଳ ମା’ କଥା ହିଁ ବୁଝିପାରେ

ନ୍ୟୁୟର୍କ: ନୂଆକରି ଦୁନିଆକୁ ଆସିଥିବା ଶିଶୁ ପାଇଁ ସବୁ ଜିନିଷ ଅଲଗା ଅଲଗା ଲାଗିଥାଏ। ଅନ୍ୟ କେଉଁ ଶବ୍ଦ ନ ଜାଣିଲେ ମଧ୍ୟ ନବଜାତ ଶିଶୁ...

ଲିଜାର୍ଡ ଡେ: ଏବେ ସଙ୍କଟରେ

ଲିଜାର୍ଡ ଡେ, ପ୍ରତିବର୍ଷ ଅଗଷ୍ଟ ୧୪ରେ ପାଳନ ହୋଇଥାଏ। ଗୋଧିଠାରୁ ଆରମ୍ଭ କରି ଏଣ୍ଡୁଅ, ଝିଟିପିଟି ଆଦି ଏହି ଶ୍ରେଣୀର ଅନ୍ତର୍ଭୁକ୍ତ। ତେବେ ବିଭିନ୍ନ କାରଣରୁ...

Advertisement

BGU

Archives

Model This Week

Why Dharitri