ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ

କଣ୍ଟାମାଳ,୧୫ା୧୧(ଡି.ଏନ୍‌.ଏ.): ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳ ପେଟ୍ରୋଲ ପମ୍ପ୍‌ ନିକଟରେ ସୋମବାର ସକାଳେ ସୁବଳ ତେଲଗଁାକୁ (୨୫)ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଘଟଣାସ୍ଥଳରେ ମୃତଦେହ ପଡ଼ିରହିଛି। ମନମୁଣ୍ଡା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ମୃତକଙ୍କ ମୁଣ୍ଡ ଓ ବେକରେ କ୍ଷତଚିହ୍ନ ରହିଛି । ଘୁବୁକୁଡୁ ବାଦକ ସୁବଳଙ୍କ ବାପା ବନମାଳୀଙ୍କ ସହ ରବିବାର ସନ୍ଧ୍ୟାରେ ପରିବାର ରତାଖଣ୍ଡି ଗାଁରୁ ଆସିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚିକିଛା ସାହାଯ୍‌ ଆଶ୍‌ରେ କୈଳାସ

ଲାଠୋର,୯।୩ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲାଠୋର ଗଁାର କୈଳାସ ମହାନନ୍ଦ (୫୦)। ଅନେକ ଦିନ୍‌ ହେଲା ପରିଶ୍ରା ଜନିତ ସମସିଆରେ ପୀଡ଼ିତ ଅଛନ୍‌।...

ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ: ଏକ ସୁସ୍ଥ ଶିଶୁ ଦେଶର ଉଜ୍ଜ୍ୱଳ ଭବିଷ୍ୟତ

ନୂଆପଡା ଅଫିସ,୬ା୮: ଏକ ସୁସ୍ଥ ଶିଶୁ ସୁସ୍ଥ ନାଗରିକ ହୋଇ ଗଢିତୋଳି ହୁଅନ୍ତି । ସୁସ୍ଥ ନାଗରିକ ଦେଶର ଉଜ୍ଜ୍ୱଳ ଭବିଷ୍ୟତ । ତେଣୁ ଏକ...

ସ୍ନାୟୁ ରୋଗରେ ଆକ୍ରାନ୍ତ ଶିଶୁ: ଚିକିତ୍ସାରେ ଅର୍ଥ ବାଧକ

ଜହ୍ନାପଙ୍କ,୩୦।୧୨(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଜଗତି ଗାଁର ଦେଢବର୍ଷର ଶିଶୁ ନିହାରିକା ବେହେରା ସ୍ନାୟୁ ରୋଗରେ ଆକ୍ରାନ୍ତ। ବର୍ତ୍ତମାନ ତାଙ୍କର ଅଧିକ ଚିକିତ୍ସାର ଆବଶ୍ୟକ...

ଶିକ୍ଷକ ନିଯୁକ୍ତି ଦାବିରେ ସ୍କୁଲରେ ତାଲା: ରାସ୍ତାରେ ବସିଲେ ଛାତ୍ରୀଛାତ୍ର

ବନ୍ତଳା, ୭।୧୨(ଡି.ଏନ.ଏ.) – ଅନୁଗୋଳ ଜିଲା ବନ୍ତଳା ଥାନା ନନ୍ଦପୁର ପ୍ରାଥମିକ ବିଦ୍ୟାଳୟରେ ବିଭିନ୍ନ ସମସ୍ୟାକୁ ନେଇ ସ୍ଥାନୀୟ ସରପଞ୍ଚ, ଅଭିଭାବକମାନେ ଶୁକ୍ରବାର ସକାଳେ ବିଦ୍ୟାଳୟ...

ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ: ଠାକୁରଙ୍କ ସୁନାବେଶ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼

ଖଣ୍ଡପଡ଼ା,୧୧ା୧(ସ୍ବ.ପ୍ର.): ପବିତ୍ର ପୌଷ ପୂର୍ଣ୍ଣମୀ ଅବସରରେ ଶୁକ୍ରବାର ଶ୍ରୀ ନୀଳମାଧବ ଜୀଉଙ୍କ ଦେବାଭିଷେକ ପାରମ୍ପରିକ ରୀତିରେ ଅନୁଷ୍ଠିତ ହୋଇଯାଇଛି। ଭୋର ୫ଟାରେ ଶ୍ରୀ ଜୀଉଙ୍କ ପହଡ...

ମନ ଛୁଉଁଛି ମେଗା ଟିକାକରଣ

ଅନୁଗୋଳ ଅଫିସ, ୧୯ା୫ – ଅନୁଗୋଳ ଜିଲାର ବିଭିନ୍ନ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ କୋଭିଡ୍‌ ଟିକା ପ୍ରଦାନ କରାଯାଉଥିଲେ ମଧ୍ୟ ଜିଲା ପ୍ରଶାସନ ପକ୍ଷରୁ ଅନୁଗୋଳ ଷ୍ଟାଡିୟମ୍‌ଠାରେ...

ଦାଦାବଟି ଆଦାୟ ଅଭିଯୋଗ: ଯୁବ କଂଗ୍ରେସ ନେତା ଗିରଫ

କଟକ ଅଫିସ, ୯ା୧୨: ଖ୍ରୀଷ୍ଟ ମହାବିଦ୍ୟାଳୟ ଓ ବକ୍ସିବଜାର ଅଞ୍ଚଳରେ ଆତଙ୍କରାଜ ଚଳାଇବା ଏବଂ ଦାଦାବଟି ଆଦାୟ କରିବା ଅଭିଯୋଗରେ କ୍ୟାଣ୍ଟନମେଣ୍ଟ ଥାନା ପୋଲିସ ଯୁବ...

ରାସ୍ତାରେ ଖେଳୁଥିବା ବେଳେ ଶିଶୁପୁତ୍ରଙ୍କ ଉପରେ ମାଡ଼ିଗଲା ଟ୍ରକ୍‌: ଡ୍ରାଇଭରଙ୍କୁ ଧରି ଛେଚିଲେ ଲୋକେ

ହାଟଡିହୀ, ୨୪।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ ଷଡ଼ଙ୍ଗ ପଞ୍ଚାୟତ ନଶିର୍‌ପୁରଠାରେ ରବିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲିବୋଝେଇ ଟ୍ରକ...

Advertisement


Archives

Model This Week