ଯୁବକଙ୍କୁ ରାସ୍ତାରେ ଗୋଡେଇ ଗୋଡେଇ ହାଣିଲେ ଦୁର୍ବୃତ୍ତ

ସମ୍ବଲପୁର,୧୦ା୧୦(ବ୍ୟୁରୋ)-ସମ୍ବଲପୁର ଟାଉନ ଥାନା ଅଧୀନ ହାଟପଡା କଲ୍ୟାଣ ମଣ୍ଡପ ନିକଟସ୍ଥ ଏକ ପାନ ଦୋକାନରେ ଶନିବାର ଜଣେ ଯୁବକଙ୍କୁ ହାଣି ହତ୍ୟା କରାଯାଇଛି। ୪ ଜଣ ଯୁବକ ବାବଲୁ ନାଏକ (୪୨) ନାମକ ଜଣେ ବ୍ୟକ୍ତିଙ୍କୁ ରାସ୍ତାରେ ଗୋଡ଼େଇ ଗୋଡ଼େଇ ହାଣି ହତ୍ୟା କରିଛନ୍ତି। ଅଇଁଠାପାଲି ଡାକ୍ତରଖାନାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଏହି ଘଟଣା ପରେ ଦାନିପାଲି ଅଞ୍ଚଳରେ ଉତ୍ତେଜନା ଲାଗି ରହଛି। ତେଣୁ ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତାୟନ କରାଯାଇଛି । ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ପୋଲିସ ଚଢାଉ ଜାରି ରଖିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦ ଜଳଭଣ୍ଡାରର ୬ଟି ସ୍ଲୁଇସ୍‌ ଗେଟ୍‌: ମୋଟ ୨୬ଟି ଗେଟ୍‌ରେ ବନ୍ୟାଜଳ ନିଷ୍କାସନ ଜାରି

ସମ୍ବଲପୁର, ୨୭/୯ (ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବଢ଼ିବାରୁ ରୁଲ୍‌କର୍ଭର ଉତ୍ତମ ପରିଚାଳନା ସ୍ୱରୂପ ରବିବାର ପର୍ଯ୍ୟାୟକ୍ରମେ ଆଉ ୬ଟି ସ୍ଲୁଇସ୍‌…

ନାବାଳକଙ୍କୁ ହତ୍ୟା କରି ଦୁଇ କୋଠା ମଝିରେ ଫିଙ୍ଗିଦେଲେ ଦୁର୍ବୃତ୍ତ

ସମ୍ବଲପୁର,୨୭ା୯(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଢିପାପଡ଼ା ଅଞ୍ଚଳରେ ରବିବାର ସକାଳେ ଏକ ନାବାଳିକଙ୍କ ମୃତଦେହକୁ ଠାବ କରିଛି ପୋଲିସ। ଉଦ୍ଧାର ମୃତଦେହଟି ଓ୍ବାନ୍‌ ଆର୍‌ କଲୋନୀର…

ହୀରାକୁଦରେ ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ: ଜାରି ରହିଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର, ୨୬।୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ ବନ୍ୟାଜଳ ପ୍ରବେଶ ପରିମାଣ ପୁଣି ବୃଦ୍ଧି ପାଇଛି। ଏହାକୁ ଦୃଷ୍ଟିରେ ରଖି ଜଳଭଣ୍ଡାରର ସୁପରିଚାଳନା ଏବଂ ଆଗୁଆ ପ୍ରତିଷେଧମୂଳକ ପଦକ୍ଷେପ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?