ମାଛ ଧରିବାକୁ ଯାଇ ଭାସି ଯାଇଥିଲେ ଯୁବକ: ମିଳିଲା ମୃତଦେହ

ପାଟଣା,୧୨।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ଥାନା କପୁଣ୍ଡି ଗ୍ରାମ ଦେଇଯାଇଥିବା ବୈତରଣୀ ନଦୀରେ ମାଛ ଧରିବାକୁ ଯାଇ ସୋମବାର ଜଣେ ଯୁବକ ଭାସି ଯାଇଥିଲେ। ମଙ୍ଗଳବାର ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗ୍ରାମର ବାଲ୍ମୀକି ବିଶୋଇଙ୍କ ପୁଅ ସହଦେବ । ପାଲିସ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାହାଡ଼ରୁ ଖସି ପଡ଼ିଲେ ୨ ଭାଇ

ରାୟଗଡ଼(ଗଜପତି),୫ା୯(ଡି.ଏନ.ଏ.): ଗଜପତି ଜିଲା ମାର୍ଲବା ଘାଟିରେ ରବିବାର ବାଇକ୍‌ ସହ ପାହାଡ଼ ତଳକୁ ଖସିପଡ଼ି ୨ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ରାୟଗଡ଼ ବ୍ଲକ...

ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ଉଦ୍‌ଯାପିତ

ବାଙ୍ଗିରିପୋଷି,୩ା୧୨(ଡି.ଏନ୍‌.ଏ.)- ବାଙ୍ଗିରିପୋଷି ବ୍ଲକ ଅଧୀନ ଚନ୍ଦନପୁର ଗ୍ରାମର ଚନ୍ଦନପୁର ଯୁବକ ସଂଘ ଆନୁକୂଲ୍ୟରେ ନେହେରୁ ଯୁବକେନ୍ଦ୍ର ମୟୂରଭଞ୍ଜ,ବାରିପଦା ତରଫରୁ ବ୍ଲକସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା ୨ ଦିନ...

ଭଉଣୀ କାନ୍ଧରେ ଭାଇର ବୋଝ

ଚମ୍ପୁଆ, ୧୦।୧୨(ଡି.ଏନ.ଏ.)-ଗରିବ ଆଉ କେହି ରହିବେ ନାହଁି। ଅସହାୟଙ୍କଠାରୁ ଆରମ୍ଭ କରି ବିଧବା, ଭିନ୍ନକ୍ଷମ ଏପରିକ ବୃଦ୍ଧ ମାନଙ୍କ ପାଇଁ ସରକାର ଅନେକ ଯୋଜନା କରିଛନ୍ତି।...

ଭିନ୍ନକ୍ଷମ ପୁଅ ଚିନ୍ତାରେ ଘାରି ହେଉଛନ୍ତି ମା’ବାପା

କୋକସରା, ୧୪।୧୦ (ଡି.ଏନ.ଏ.) – କଳାହାଣ୍ଡି ଜିଲା କୋକସରା ବ୍ଲକ କାଉଡୋଲା ପଞ୍ଚାୟତ ଅନ୍ତର୍ଗତ କାଉଡୋଲା ଗ୍ରାମର ଡମ୍ବରୁଧର କର ଓ ଡାଲିମ୍ବ କରଙ୍କ ପୁଅ...

ଆଜିଠୁ ଅଲାରନାଥଙ୍କ ଅନବସର ଦର୍ଶନ

ବ୍ରହ୍ମଗିରି,୨୫।୬(ଡି.ଏନ୍‌.ଏ.): ସ୍ନାନପୂର୍ଣ୍ଣିମାରେ ଚତୁର୍ଦ୍ଧାମୂର୍ତ୍ତି ସ୍ନାନ କରି ଅଣସର ପିଣ୍ଡିରେ ବିଜେ କରିଛନ୍ତି। ଏହି ଅବସରରେ ଶୁକ୍ରବାରଠାରୁ ବ୍ରହ୍ମଗିରିସ୍ଥିତ ଅଲାରନାଥଙ୍କ ପୀଠରେ ଅନବସର ଦର୍ଶନ ଆରମ୍ଭ ହେବ।...

ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବ ଇକୋ ରିଟ୍ରିଟ୍‌

ଦାରିଙ୍ଗବାଡି,୨୪ା୧୦(ଡି.ଏନ୍‌.ଏ.): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଏବେ ଦୁଇଦିନ ହେଲା ଶୀତ ଅନୁଭୂତ ହେଉଛି। ପାରଦ ତଳମୁହାଁ ହେଉଛି। ସେପଟେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ...

ଲାଞ୍ଚ ନେଇ ଆର୍‌ଆଇ ଗିରଫ

କଟକ ଅଫିସ/ନିଶ୍ଚିନ୍ତକୋଇଲି (ସ୍ବ.ପ୍ର.), ୨୪।୯: ଲାଞ୍ଚ ନେବାବେଳେ ନିଶ୍ଚିନ୍ତକୋଇଲି ତହସିଲ ଅଧୀନ ଜିଗ୍ନୀପୁର ରାଜସ୍ବ ନିରୀକ୍ଷକ(ଆର୍‌ଆଇ) ଅଚ୍ୟୁତାନନ୍ଦ ସେଠୀ ଭିଜିଲାନ୍ସ ହାତରେ ଗିରଫ ହୋଇଛନ୍ତି। କଟକ...

ବିଦେଶୀ ନାଗରିକଙ୍କୁ ଗଞ୍ଜେଇ ଦେଲା କିଏ

ରାୟଗଡ଼ା,୨ା୧(ସ୍ବ.ପ୍ର.):ରାୟଗଡ଼ାରେ ରୁଷୀୟ ପର୍ଯ୍ୟଟକ ତଥା ସେଠାକାର ଏମ୍‌ପି ଆଣ୍ଟୋଭ ପାଭେଲ ଏବଂ ତାଙ୍କ ବନ୍ଧୁ ଭ୍ଲାଡିମିର ବିଦାନୋଭଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ କ୍ରାଇମବ୍ରାଞ୍ଚ ତଦନ୍ତ ବେଳେ...

Advertisement
Archives

Model This Week