Posted inଫୁରସତ

ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିଲେ ଯୁବକ: ଆଉ ତା ପରେ ଘଟିଲା ଏମିତି…

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେବାରେ ଲାଗିଛି। ବର୍ତ୍ତମାନ ଜଣେ ଯୁବକ ଘୋଡା ଉପରେ ବସିବାକୁ ଉଦ୍ୟମ କରୁଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ଗୋଟିଏ ଘୋଡା ପଡିଆରେ ଠିଆ ହୋଇଛି। ସେହି ସମୟରେ ଜଣେ ଯୁବକ ଘୋଡା ପଛରୁ ଆସି ଘୋଡା ଉପରେ ବସିବାକୁ ଉଦ୍ୟମ କଲାବେଳେ ଘୋଡାଟି ତାଙ୍କୁ ପଛରୁ ଲାତ ମାରୁଥିବା ଦେଖାଯାଇଛି। ଏହାପରେ ଯୁବକ ଜଣକ ପଛକୁ ଛିଟିକି ପଡୁଛନ୍ତି। ଏହି ଭିଡିଓକୁ When Animal Attack ପକ୍ଷରୁ ଟୁଇଟ କରାଯାଇଛି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚେତୁନି ଚାଇନା, ପୁଣି ଚଳାଇଛି ପଶୁପକ୍ଷୀଙ୍କ ଅଙ୍ଗରୁ ଔଷଧ ପ୍ରସ୍ତୁତି ପ୍ରୟାସ

ନୂଆଦିଲ୍ଲୀ: ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ମହାମାରୀ କରୋନା ଭୂତାଣୁ ଆଜି ସମଗ୍ର ବିଶ୍ୱକୁ ଗ୍ରାସ କରିସାରିଲାଣି। ଏଥିରେ ଲକ୍ଷାଧିକ ଲୋକ ଆକ୍ରାନ୍ତ ହୋଇଥିବା...

ଛୋଟ ପିଲାଙ୍କ ମୋବାଇଲ୍‌ ଅଭ୍ୟାସ ଛଡ଼ାଇବା ପାଇଁ ଷ୍ଟାର୍ଟ-ଅପ୍‌ ଆରମ୍ଭ କଲେ ୧୧ବର୍ଷ ବୟସ୍କା ବାଳିକା

ସୁରଟ,୭।୩ : ସମ୍ପ୍ରତି ଛୋଟପିଲାଙ୍କ ମଧ୍ୟରେ ମୋବାଇଲ୍‌ ଅଭ୍ୟାସ ବଢ଼ିବାରେ ଲାଗିଛି। ଭବିଷ୍ୟତରେ ଏହାର ଖରାପ ପ୍ରଭାବ ସେମାନଙ୍କ ପଡ଼ିବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ...

ଟଙ୍କା-ମୋବାଇଲ ସ୍କ୍ରିନ୍‌ରେ ୨୮ ଦିନ ଜୀବିତ ରୁହେ କରୋନା ଭୂତାଣୁ

ସିଡ୍‌ନୀ, ୧୨।୧୦: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ସଂକ୍ରମିତଙ୍କଠାରୁ ଭିନ୍ନ ଭିିନ୍ନ ମାଧ୍ୟମରେ କରୋନା ଭୂତାଣୁ ସୁସ୍ଥ ଲୋକଙ୍କ ପାଖକୁ ଆସିଥାଏ।...

କରୋନା ପଜିଟିଭ୍ ଚିହ୍ନଟ ପାଇଁ ଭାରତୀୟ ବୈଜ୍ଞାନିକ ତିଆରି କଲେ ପେପର ଷ୍ଟ୍ରିପ୍ କିଟ୍‌: ମାତ୍ର ୫୦୦ ଟଙ୍କାରେ ହେବ ପରୀକ୍ଷା

ନୂଆଦିଲ୍ଲୀ,୫।୪: କରୋନା ସଂକ୍ରମଣ ଯୋଗୁ ଭାରତରେ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି । ସଂକ୍ରମିତଙ୍କୁ ଚିହ୍ନଟ କରିବା ଯାଞ୍ଚ୍ ବ୍ୟବସ୍ଥାରେ ଅଧିକ ଲାଗୁଥିବାରୁ...

ଏହି ମୁସ୍‌ଲିମ୍‌ ଦେଶରେ ରହିଛି ଭଗବାନ ବିଷ୍ଣୁଙ୍କ ସୁଉଚ୍ଚ ପ୍ରତିମୂର୍ତ୍ତି

ହିନ୍ଦୁଧର୍ମରେ ଭଗବାନ ବିଷ୍ଣୁଙ୍କୁ ପୃଥିବୀର ପାଳନକର୍ତ୍ତା ଭାବେ ବିବେଚନା କରାଯାଏ। ଯଦିଓ ଭାରତର ପ୍ରତ୍ୟେକ କୋଣ ଅନୁକୋଣରେ ଭଗବାନ ବିଷ୍ଣୁଙ୍କ ମନ୍ଦିର ରହିଛି ତଥାପି ବିଦେଶରେ...

ଏମିତି ଗାଁ, ଯେଉଁଠି ଲୋକେ ରୁହନ୍ତି ମାଟିତଳେ

ସାଧାରଣତଃ ଲୋକେ ଘର ତିଆରି କରିବା ପାଇଁ ଖୋଲା ଏବଂ ଆରାମଦାୟକ ସ୍ଥାନକୁ ପସନ୍ଦ କରିଥା’ନ୍ତି। ଯେଉଁଠି ବାୟୁ ଚଳାଚଳ ଭଲ ଭାବେ କରିପାରୁଥିବ। କିନ୍ତୁ...

ଦୁଇ ହାତୀ ଛୁଆଙ୍କ ମଧ୍ୟରେ ଲଢେଇ

ସୋସିଆଲ ମିଡିଆରେ ବନ୍ୟଜନ୍ତୁଙ୍କ ଅନେକ ଭିଡିଓ ଭାଇରାଲ ହେଉଛି। କେତେବେଳେ ମାଙ୍କଡ ମୁହଁରେ କନା ଗୁଡାଇ ବୁଲୁଛି ତ ଆଉବେଳେ ବାଘ ମଣିଷ ଭିତରେ ଥିବା...

ପ୍ରେମ କରି ଚର୍ଚ୍ଚାରେ ବିଶ୍ୱର ଏହିସବୁ ଲୋକପ୍ରିୟ ନେତା

ନିକଟରେ ବ୍ରିଟେନର ପ୍ରଧାନମନ୍ତ୍ରୀ ବୋରିସ ଜନସନ ୱେଷ୍ଟମିଂଷ୍ଟର କ୍ୟାଥେଡ୍ରଲରେ ତାଙ୍କ ଗର୍ଲଫ୍ରେଣ୍ଡ କ୍ୟାରି ସାଇମଣ୍ଡସଙ୍କୁ ଗୁପ୍ତରେ ବିବାହ କରିଥିଲେ। ୫୬ ବର୍ଷ ବୟସରେ ବୋରିସ ତୃତୀୟ...

Advertisement


Archives

Model This Week

Why Dharitri