ନଦୀକୁ ଗାଧୋଇବାକୁ ଯାଇ ସୁଅରେ ଭାସିଗଲେ ଯୁବକ

ହିଞ୍ଜିଳିକାଟୁ,୧୯ା୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ପୁଟିଆପଦରଠାରେ ଋଷିକୂଲ୍ୟା ନଦୀକୁ ରବିବାର ପୂର୍ବାହ୍ନ୍ନରେ ଗାଧୋଇବାକୁ ଯାଇ ନଦୀ ପାଣିରେ ଜଣେ ନିଖୋଜ ହୋଇଛନ୍ତି। ନିଖୋଜ ଜଣକ ନନ୍ଦିକ ଗ୍ରାମର ମିଟୁ ଦାସ(୨୮)। ମିଟୁ ଅନ୍ୟମାନଙ୍କ ସହ ପୁଟିଆପଦର ନିକଟ ଋଷିକୂଲ୍ୟାକୁ ଗାଧୋଇବାକୁ ଯାଇଥିଲେ। ନଦୀ ସୁଅରେ କୌଣସି କାରଣରୁ ଭାସି ଯାଇଥିଲେ। ସେଠାରେ ଉପସ୍ଥିତ ଅନ୍ୟ ଲୋକମାନେ ମିଟୁଙ୍କୁ ଉଦ୍ଧାର ପାଇଁ ଉଦ୍ୟମ କରିଥିଲେ ମଧ୍ୟ ସକ୍ଷମ ହୋଇ ନ ଥିଲେ। ପରେ ଖବର ପାଇ ହିଞ୍ଜିଳି ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ଖୋଜାଖୋଜି ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

୬ ବାଲ୍ୟବିବାହ ରୋକିଲା ପ୍ରଶାସନ

ଆସିକା,୭ା୧(ଡି.ଏନ୍‌.ଏ.): ଆସିକା ବ୍ଲକ ଅନ୍ତର୍ଗତ ବଡଖୋଲି ପଞ୍ଚାୟତରେ ୬ଟି ବାଲ୍ୟ ବିବାହ ଲାଗି ପ୍ରସ୍ତୁତି ଚାଲିଥିଲା ବେଳେ ସୋମବାର ପ୍ରଶାସନ ପକ୍ଷରୁ ତାହାଂକୁ ବନ୍ଦ କରାଯାଇଛି।...

ଆମ୍ବଗଛରେ ପିଟିହେଲା ବାଇକ୍‌: ଚାଲିଗଲା ଦୁଇ ଜୀବନ, ଜଣେ ଗୁରୁତର

ରାଇକିଆ,୧୪ା୧୧(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ଥାନା ବାକିଙ୍ଗିଆ ଲେଶୁଡ଼ିମହା ନିକଟରେ ଏକ ବାଇକ୍‌ ଦୁର୍ଘଟଣାରେ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି।...

ଦ୍ୱାରଶୁଣି ଘାଟିରେ ଟ୍ରେଲର ଦୁର୍ଘଟଣାଗ୍ରସ୍ତ

ବାଙ୍ଗିରିପୋଷି,୨୮ା୨(ଡି.ଏନ୍‌.ଏ.): ବାଙ୍ଗିରିପୋଷି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥର ଦ୍ୱାରଶୁଣି ଘାଟିରେ ପୁଣି ଘଟିଛି ଦୁର୍ଘଟଣା ା ଗୁରୁବାର ମଧ୍ୟାହ୍ନରେ ଏକ ଆଇରନ ଡଷ୍ଟ...

ପାଣିରେ ବୁଡ଼ିଛି ପାଚିଲା ଧାନ

ଢେଙ୍କାନାଳ ଅଫିସ, ୬।୧୨:  ଗଭୀର ଅବପାତରେ ପରିଣତ ହେବାପରେ ଦୁର୍ବଳ ହୋଇଛି ସାମୁଦ୍ରିକ ଝଡ଼ ‘ଜଓ୍ବାଦ’। ଓଡ଼ିଶା ଉପରୁ ଯଦିଓ ବାତ୍ୟା ଭୟ ଟଳିଛି, ହେଲେ ସାମୁଦ୍ରିକ...

ବିଷାକ୍ତ ଖାଦ୍ୟ ନେଲା ମାଖନ ହାତୀ ଜୀବନ

ବନ୍ତଳା, ୫।୧(ଡି.ଏନ.ଏ.)-ଅନୁଗୋଳ ବନଖଣ୍ଡ ପୁପୁଣ୍ଡା ସେକ୍ସନ ବିଟ୍‌ ଅଧୀନ ବୃନ୍ଦାବନପୁର ଗ୍ରାମରୁ ରବିବାର ସକାଳେ ଏକ ମାଖନ ହାତୀର ମୃତଦେହ ଉଦ୍ଧାର କରାଯାଇଛି। ମୃତହାତୀର ଆନୁମାନିକ...

ପୌରସଂସ୍ଥାର ପ୍ରାକ୍ତନ ସଦସ୍ୟା, ସଦସ୍ୟଙ୍କୁ ମିଳୁ ପେନ୍‌ସନ

ବ୍ରହ୍ମପୁର ଅଫିସ,୨୬ା୮-ବ୍ରହ୍ମପୁର ପୌର ନିଗମ (ବିଏମସି)ର ପୂର୍ବତନ କାଉନସିଲର ଓ କର୍ପୋରେଟର ସଂଘର ସମାବେଶ ରବିବାର ଅନୁଷ୍ଠିତ ହୋଇଯାଇଛି । ଏମ୍‌ପି ଓ ବିଧାୟକଙ୍କ ଭଳି...

ସାବିତ୍ରୀ ରଥ ହେଲେ ହାଇକୋର୍ଟର ନୂଆ ବିଚାରପତି

କଟକ ଅଫିସ,୯।୬: ବରିଷ୍ଠ ଆଇନଜୀବୀ ସାବିତ୍ରୀ ରଥଙ୍କୁ ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ନିଯୁକ୍ତି ଦିଆଯାଇଛି। ଏ ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ...

ଏମ୍‌କେସିଜି କରୋନା ୱାର୍ଡରୁ ସନ୍ଦିଗ୍ଧ ଫେରାର

ବ୍ରହ୍ମପୁର ଅଫିସ,୧୬ା୩: ବ୍ରହ୍ମପୁର ବଡ ମେଡିକାଲରେ ଗତ ୧୪ ତାରିଖରେ ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଥିଲେ। ଶନିବାର ବିଳମ୍ବିତ ରାତିରେ ସେ ଫେରାର ହୋଇଯାଇଛନ୍ତି ।...

Advertisement


Archives

Model This Week