ଜନ୍ମଦିନରେ ଜେଲ୍‌ ଗଲେ ଯୁବକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନାଗପୁର,୨୩ା୧୦: ମନ ଆନନ୍ଦରେ ଜନ୍ମଦିନ ପାଳନ କରୁଥିବା ଜଣେ ୧୯ ବର୍ଷୀୟ ଯୁବକଙ୍କୁ ପୋଲିସ ଗିରଫ କରିଛି। କାରଣ ଯୁବକ ଜଣଙ୍କ ତାଙ୍କ ଜନ୍ମଦିନରେ ଖଣ୍ଡାରେ କେକ୍‌ କାଟିଥିଲେ। ଏହା ପରେ ନାଗପୁର ପୋଲିସ ତାଙ୍କୁ ଗିରଫ କରିଥିଲା।
ପାରଡି ଥାନାଧିକାରୀ କୁହନ୍ତି, ଅଭିଯୁକ୍ତ ନିଖିଲ ୨୧ ଅକ୍ଟୋବରରେ ତାଙ୍କ ଜନ୍ମଦିନ ପାଳନ କରୁଥିଲେ। ଏହି ପରିପ୍ରେକ୍ଷୀରେ ସେ ୪ଟି ବଡ଼ ବଡ଼ କେକ୍‌ ଆଣିଥିଲେ। ଏହାକୁ ସେ ଖଣ୍ଡାରେ କାଟିଥିଲେ। ଯାହାର ଭିଡିଓ ହ୍ବାଟ୍ସଆପ୍‌ ଏବଂ ଅନ୍ୟ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହା ପରେ ପୋଲିସ ନିଖିଲଙ୍କୁ ଘରୁ ଉଠାଇ ନେଇଥିଲା। ତାଙ୍କ ନାମରେ କେସ୍‌ ରୁଜୁ ପରେ ହାଜତକୁ ପଠାଇ ଦିଆଯାଇଛି। ପୋଲିସ କହିବା ଅନୁଯାୟୀ, ନିଖିଲ ଆଇନ୍‌ର ଖିଲାପ କରି ଘରେ ଅସ୍ତ୍ରଶସ୍ତ୍ର ରଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ବର୍ଷା ଯୋଗୁ ଜଳାର୍ଣ୍ଣବ ମୁମ୍ବାଇ: ଉଚ୍ଚ ଜୁଆରର ଆଲର୍ଟ ସହ ଲୋକଙ୍କୁ ଘରେ ରହିବାକୁ ଅପିଲ୍‌

ମୁମ୍ବାଇ,୬।୮: ମହାରାଷ୍ଟ୍ରରେ କରୋନା ଆତଙ୍କ ଖେଳାଇଥିବା ବେଳେ ଏବେ ବର୍ଷାରେ ବେହାଲ ହୋଇପଡ଼ିଛି ମାୟାନଗରୀ। ବୁଧବାର ହୋଇଥିବା ଲଗାତର ବର୍ଷା ଯୋଗୁୁ ଆରବ ସାଗର ଫୁଲି...

ମୋଦିଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରୀ ଅପମାନଜନକ: ବ୍ରିଟେନ୍‌ ସାଂସଦ

ନୂଆଦିଲ୍ଲୀ/ଲଣ୍ଡନ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ବିସିସିଆଇର ଡକ୍ୟୁମେଣ୍ଟାରୀକୁ ନେଇ ବିବାଦ ଥମିବାର ନାଁ ଧରୁନାହିଁ। ଏହି ମାମଲାରେ ବ୍ରିଟେନର ଜଣେ ସାଂସଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ନିର୍ଭୟା ମାମଲାକୁ ନେଇ ଗମ୍ଭୀରଙ୍କ ଟୁଇଟ

ନୂଆଦିଲ୍ଲୀ,୭।୧: ନିର୍ଭୟା ଗଣହତ୍ୟା ମାମଲାରେ ୪ ଦୋଷୀଙ୍କ ବିରୋଧରେ ମଙ୍ଗଳବାର ପଟିଆଲା ହାଉସ୍‌ କୋର୍ଟ ଡେଥ୍‌ ଓ୍ବାରେଣ୍ଟ ଉପରେ ଶୁଣାଣି କରିଛନ୍ତି। ଅଭିଯୁକ୍ତ ଅକ୍ଷୟ ଠାକୁର,...

ଚିନ୍ତା ବଢ଼ାଉଛି ମଙ୍କିପକ୍ସ

ନୂଆଦିଲ୍ଲୀ/ ଲଣ୍ଡନ,୨୧।୫: ବିଦେଶରେ ମଙ୍କିପକ୍ସ ସଂକ୍ରମଣ ବଢ଼ିଚାଲିଥିବାରୁ ଏହା ସରକାରଙ୍କ ଚିନ୍ତା ବଢ଼ାଇଦେଇଛି। ବିମାନବନ୍ଦର, ବନ୍ଦର ସମେତ ସମସ୍ତ ଅନ୍ତର୍ଜାତୀୟ ପ୍ରବେଶ ପଥରେ ସର୍ଭିଲାନ୍ସ ବଢ଼ାଇବା...

ସୁପ୍ରିମକୋର୍ଟ ରାୟ ପୂର୍ବରୁ ଭୂଜବଳ କହିଲେ ମହାରାଷ୍ଟ୍ରରେ ହେବ ଶିବସେନା, ଏନ୍‌ସିପି, କଂଗ୍ରେସ ସରକାର

ମୁମ୍ବାଇ,୨୪।୧୧:ମହାରାଷ୍ଟ୍ର ରାଜନୀତି ଉପରେ ଏବେ ସମସ୍ତଙ୍କ ନଜର। ଏହାକୁ ନେଇ ସୁପ୍ରିମକୋର୍ଟରେ କରାଯାଇଥିବା ଆବେଦନର ଶୁଣାଣି ରବିବାର ହେବା ପୂର୍ବରୁ ଭିନ୍ନ ଭିନ୍ନ ଦଳ ଭିନ୍ନ...

ମୃତ୍ୟୁ ସଂଖ୍ୟା ୩୦ ତଳେ…

ନୂଆଦିଲ୍ଲୀ, ୯।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

କରୋନା ସମୟରେ ଚୋର ନେଇଗଲା ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଅଟୋ

ପୁଣେ, ୧୪।୯: ପୁଣେର ଚକନ ଅଞ୍ଚଳରେ ହସ୍ପିଟାଲକୁ ଯୋଗାଣ ଉଦ୍ଦେଶ୍ୟରେ ରହିଥିବା ଏକ ଅକ୍ସିଜେନ ସିଲିଣ୍ଡର ଭର୍ତ୍ତି ଅଟୋ ଚୋରି ହୋଇଯାଇଛି। ଅଭିଯୋଗକାରୀ ଅଟୋ ମାଲିକ...

୨୦୨୦ ମାର୍ଚ୍ଚ ପରେ ଆଜି ଦେଶରେ ସର୍ବନିମ୍ନ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୧୭।୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ମଙ୍ଗଳବାର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ନୂଆ...

Advertisement
Archives

Model This Week